• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

naveen patnaik
ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱର: ତିର୍ତ୍ତୋଲ ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଓଡ଼ିଶା ସରକାର ତିର୍ତ୍ତୋଲବାସୀଙ୍କୁ ଏକ ଭେଟି ଦେଇଛନ୍ତି। ତିର୍ତ୍ତୋଲ-ପୋଷଳ ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଏକ ଉଚ୍ଚ ସେତୁ ନିର୍ମାଣ କରିବା ପାଇଁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି। ୮୮୮.୮୯ ମିଟର ଦୀର୍ଘ ଏହି ସେତୁ ନିର୍ମାଣ ପାଇଁ ବ୍ୟୟ...

Bihar Election News In Odia
Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିଶନର୍‌ ସୁନୀଲ ଆରୋରୋ ଆଜି ତାରିଖ ଘୋଷଣା କରିଛନ୍ତି। ୩ଟି ପର୍ଯ୍ୟାୟରେ ନିର୍ବାଚନ ହେବାପାଇଁ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ October 28, ଦ୍ୱିତୀୟ ପର୍ଯ୍ୟାୟ November 3 ଓ ତୃତୀୟ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ...

sp balasubrahmanyam
ପ୍ରଖ୍ୟାତ କଣ୍ଠଶିଳ୍ପୀ ଏସ୍.ପି. ବାଲା ସୁବ୍ରମଣ୍ୟମଙ୍କ ପରଲୋକ

ମୁମ୍ବାଇ: ବଲିଉଡରେ ଅନେକ ସୁପରହିଟ୍ ଗୀତ ଗାଇଥିବା ଭେଟେରାନ୍ ସିଙ୍ଗର୍ ଏସ୍.ପି. ବାଲା ସୁବ୍ରମଣ୍ୟମଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଅପରାହ୍ଣ ୧ଟା ୪ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।...

SSR
ସୁଶାନ୍ତ ସିଂ ମୃତ୍ୟୁ ମାମଲା: ନୂଆ ଖୁଲାସା କଲେ ସୁଶାନ୍ତଙ୍କ ବାପାଙ୍କ ଓକିଲ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ଙ୍କ ମୃତ୍ୟୁ ଘଟଣା ୩ ମାସରୁ ଅଧିକ ଦିନ ବିତିଗଲାଣି। ହେଲେ ଏବେ ସୁଦ୍ଧା ଏହା ସ୍ପଷ୍ଟ ହୋଇପାରି ନାହିଁ ଯେ, ଏହା ହତ୍ୟା ନା ଆତ୍ମହତ୍ୟା ଥିଲା। ଏବେବି ଏହାକୁ ନେଇ ସସ୍‌ପେନ୍ସ ଜାରି ରହିଛି। ସୁଶାନ୍ତ ମୃତ୍ୟୁ ମାମଲାରେ CBI...

uma bharati 1
ଉମା ଭାରତୀଙ୍କୁ କରୋନା

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ସେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଏବେ ସେ ହରିଦ୍ୱାର ଓ ଋଷିକେଶ ମଧ୍ୟରେ ଥିବା ବନ୍ଦେ ମାତରମ୍‌ କୁଞ୍ଜରେ...

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେବ JEE Advanced ପରୀକ୍ଷା। ଏଥିପାଇଁ ଓଡ଼ିଶାର ଭୁବନେଶ୍ୱର, କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାରେ ମୋଟ ୧୮ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଏଥିମଧ୍ୟରୁ ଭୁବନେଶ୍ୱରରେ କେବଳ ୯ଟି ପରୀକ୍ଷା କେନ୍ଦ୍ର ହୋଇଛି। ଓଡ଼ିଶାରୁ ପ୍ରାୟ ୩ ହଜାର ପରୀକ୍ଷାର୍ଥୀ ଦୁଇଟି ସିଟିଂରେ ପରୀକ୍ଷା...

puri
ଛାତ ଉପରୁ ରଥଯାତ୍ରା ଦେଖିବା ମନା, ଲାଗୁ ହେବ କଡ଼ା ନିୟମ

ପୁରୀ: ଶ୍ରୀକ୍ଷେତ୍ରରେ ରଥଯାତ୍ରା ବେଳେ ଛାତ ଉପରୁ ରଥଯାତ୍ରା ଦେଖିପାରିବେନି ଲୋକେ। ଆଜି ଏନେଇ ସ୍ପଷ୍ଟ ସୂଚନା ରଖିଛି ଜିଲ୍ଲା ପ୍ରଶାସନ। ବଡ଼ଦାଣ୍ଡର ଉଭୟ ପାର୍ଶ୍ୱର ଘର, ଲଜ୍‌ ଏବଂ ହୋଟେଲ ଛାତରେ ରଥଯାତ୍ରା ଦେଖିବା ଉପରେ କଟକଣା ଲାଗିଛି। ଯେହେତୁ…

oxygen cylinder
ଅକ୍ସିଜେନ୍‌ ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ଅକ୍ସିଜେନ୍‌ ସିଲିଣ୍ଡରର ଅଭାବ ଓ ଦର ବୃଦ୍ଧି ସମସ୍ୟାକୁ ମୁକାବିଲା କରିବା ପାଇଁ ଭାରତ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ୬ ମାସ ପାଇଁ National Pharmaceutical Pricing Authority(NPPA), Liquid Medical Oxygen (LMO) ଓ ମେଡିକାଲ୍‌...

Jaswant Singh
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଆଜି ସକାଳ ୬ଟା ୫୫ ମିନିଟରେ ହୃଦ୍‌ଘାତ ଯୋଗୁ ତାଙ୍କର ଦେହାନ୍ତ ହୋଇଛି। ଅସୁସ୍ଥ ଅନୁଭବ କରିବାରୁ ଗତ ଜୁନ୍‌ ୨୫ରେ ତାଙ୍କୁ...

husbad thrased wife 00
ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

ବୌଦ୍ଧ: ବୌଦ୍ଧ ଜିଲ୍ଲା ଡେପୁଟି କଲେକ୍ଟର ଶରତ ବାଗ୍‌ ନିଜ ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, କୌଣସି କାମରେ ଝାରସୁଗୁଡ଼ା ଯାଇଥିବା ସମୟରେ ଶରତ ବାଗ୍‌ଙ୍କ ପତ୍ନୀ ତାଙ୍କ ପିଛା କରିଥିଲେ। ସେଠାରେ ପତି ପତ୍ନୀଙ୍କ ମଧ୍ୟରେ ବଚସା ହୋଇଥିଲା, ପରେ...

deepika-sara
ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌ ମାମଲା: ଦୀପିକା, ସାରାଙ୍କ ସମେତ ଏହିସବୁ ଅଭିନେତ୍ରୀଙ୍କ ଫୋନ୍‌ ସିଜ୍‌

ମୁମ୍ବାଇ: ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌ ମାମଲାର ତଦନ୍ତ କରୁଥିବା Narcotics Control Bureau (NCB) ଶୁକ୍ରବାର ଓ ଶନିବାର ଦୁଇ ଦିନ ଧରି ଅଭିନେତ୍ରୀ ଦୀପିକା ପାଦୁକୋନ୍‌, ଶ୍ରଦ୍ଧା କପୁର, ସାରା ଅଲ୍ଲୀ ଖାନ୍, ରକୁଲ୍ ପ୍ରୀତ ସିଂହ, ଦୀପିକାଙ୍କ ପୂର୍ବତନ ମ୍ୟାନେଜର କରିସ୍ମା ପ୍ରକାଶ, ଫ୍ୟାଶନ ଡିଜାଇନର...

covid test
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୯୨୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୯୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୦୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୮୧୮...

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ୩ ଜଣ, ଖୋର୍ଦ୍ଧା, ଯାଜପୁର ଓ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।