• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

tourist place in odisha
ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ଭୁବନେଶ୍ୱର: କୋଭିଡ୍‌ କଟକଣା ଭିତରେ ଅକ୍ଟୋବର ମାସରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା ରହିଛି। ଏ ନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନାରେ ପର୍ଯ୍ୟଟନ ବିଭାଗ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ତେଣୁ ଅକ୍ଟୋବରରୁ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା...

rape
ମିରଟରେ ନିର୍ଭୟା ଘଟଣାର ପୁନରାବୃତ୍ତି: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣଦୁଷ୍କର୍ମ

ମିରଟ: ନିର୍ଭୟା ଗଣଦୁଷ୍କର୍ମ ଭଳି ଆଉ ଏକ ଛାତିଥରା ଘଟଣାର ପୁନରାବୃତ୍ତି ହୋଇଛି ଉତ୍ତରପ୍ରଦେଶ ମିରଟରେ। ଜଣେ ମହିଳା ଯାତ୍ରୀଙ୍କୁ ଚଳନ୍ତା ବସ୍‌ରେ ଗଣଦୁଷ୍କର୍ମ କରାଯିବା ପରେ ବସ୍‌ରୁ ଫିଙ୍ଗି ଦିଆଯାଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି। ସାରା ରାତି ଚଳନ୍ତା ବସ୍‌ରେ ମହିଳାଙ୍କୁ...

attack on police
ପୋଲିସ୍‌କୁ ଆକ୍ରମଣ କରି ବନ୍ଧା ହେଲେ ୫ ଜଣ

କୋରାପୁଟ: ପୋଲିସ୍‌କୁ ଆକ୍ରମଣ ଅଭିଯୋଗରେ ୫ ଗିରଫ। କୋରାପୁଟ ଜିଲ୍ଲା କାକରିଗୁମ୍ମା ଥାନା ଅନ୍ତର୍ଗତ ଗୌଡ଼ଗୁଡ଼ାରେ ଟିପର ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିଲା। ଯାହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ…

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ପୁରୀ: ବିଶ୍ୱ ପର୍ଯ୍ୟଟନ ଦିବସରେ ଅର୍କକ୍ଷେତ୍ର କୋଣାର୍କକୁ ଗଡ଼ିଲା ‘ମୋ ବସ୍’। ବିଶ୍ୱ ଐତିହ୍ୟ ପର୍ଯ୍ୟଟନସ୍ଥଳୀକୁ ମୋ ବସ୍ ସେବା ଆରମ୍ଭ ହେବା ପରେ ପର୍ଯ୍ୟଟକମାନେ ବିଶେଷ ଭାବେ ଉପକୃତ ହେବେ ବୋଲି ଆଶା କରାଯାଉଛି। ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରୁ ଆଜି ସକାଳ ୬ଟା ୩୦ରୁ ବାହାରି କୋଣାର୍କରେ...

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବାରିପଦା: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠୁ ୭ ଦିନ ଯାଏ ବାରିପଦା ସହରକୁ ସଟ୍‌ଡାଉନ୍‌ ନେଇ ନିଷ୍ପତ୍ତି ନିଆଯାଇଛି। ବାରିପଦାର ଯୁବ ସଂଗଠନ, ବ୍ୟବସାୟ ସଂଘ, ବଣିକ ସଂଘ, ଓକିଲ ସଂଘ ପରି ଅନେକ ସଂଗଠନ ଏହି ସଟ୍‌ଡାଉନ୍ ସପକ୍ଷରେ ଯୁକ୍ତି ବାଢିଛନ୍ତି। ଆଜିଠାରୁ ଆସନ୍ତା ୩...

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ତାପଙ୍ଗର ହାତିଆ ମୁଣ୍ଡିଆ ପଥରଖଣି ଅଞ୍ଚଳକୁ ଜିଲ୍ଲା ପ୍ରଶାସନ ନିଷିଦ୍ଧାଞ୍ଚଳ ଭାବେ ଘୋଷଣା କରିଛି। ମାଇକ୍‌ ଯୋଗେ ଘୋଷଣା କରି ଲୋକମାନେ ଏହି ଅଞ୍ଚଳକୁ ନ ଆସିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି। ସ୍ଥାନୀୟ ଅଞ୍ଚଳ ଏକ ପଥର ଖଣି ହୋଇଥିବାବେଳେ ଅନେକ ଡିନାମାଇଟ...

amazon
ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

ଭୁବନେଶ୍ୱର: ଖାଲି ଦେଶରେ ନୁହେଁ ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଓଡ଼ିଶାର ସମ୍ବଲପୁରୀ ଶାଢ଼ୀ। ସମ୍ବଲପୁର ଜିଲ୍ଲାରେ ଅନେକ ପର୍ଯ୍ୟଟନସ୍ଥଳୀ ଥିଲେ ହେଁ ପର୍ଯ୍ୟଟକଙ୍କୁ ଆକର୍ଷିତ କରି ଟାଣିଆଣେ ଏଇ ସମ୍ବଲପୁରୀ ଶାଢ଼ୀ। ହେଲେ ଅନ୍‌ଲାଇନ୍‌ ଶପିଂ ସାଇଟ୍‌ ଆମାଜନ୍‌ରେ ସମ୍ବଲପୁରୀ ଶାଢୀ ଓଡ଼ିଶା ପରିବର୍ତ୍ତେ...

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ। ରାଜ୍ୟର ୧ ହଜାର ୨୯ଟି କଲେଜ୍ ପାଇଁ ୨ ଲକ୍ଷ ୧୨ ହଜାର ୯୯୮ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ଆଜି ହିଁ SAMS ଆକାଉଣ୍ଟରେ ଆଡମିଶନ୍‌ ଲାଗି ଇ-ଡିପୋଜିଟ୍ କରିବେ ଛାତ୍ରଛାତ୍ରୀ। ଅକ୍ଟୋବର ୮...

deepika padukone
NCB ଆଗରେ କାନ୍ଦିଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌ ମାମଲାର ତଦନ୍ତ କରୁଥିବା Narcotics Control Bureau (NCB) ଶନିବାର ଦୁଇ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ଙ୍କୁ ପାଖାପାଖି ୬ଘଣ୍ଟା ଧରି ଜେରା କରିଥିଲା। ଡ୍ରଗ୍ସ ଚାଟ୍‌କୁ ନେଇ ‌NCBର ଜେରା ବେଳେ ଦୀପିକା ୩ ଥର କାନ୍ଦି ଥିବା ସୂଚନା ମିଳିଛି। ABP...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।