ଭୁବନେଶ୍ୱର: ଗତ ୨୧ ତାରିଖରେ କଟକ ସ୍ଥିତ ସଦ୍ଗୁରୁ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ପରେ ଅଗ୍ନିଶମ ବିଭାଗ ଚେତିଛି। ପ୍ରତି ୧୫ ଦିନରେ ଥରେ ସମସ୍ତ କୋଭିଡ୍ ହସ୍ପିଟାଲ୍ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରିବା ଲାଗି ଅଗ୍ନିଶମ ବାହିନୀ ପଦକ୍ଷେପ ନେଇଛି। ଏହାସହ ପ୍ରତି ୧୫ ଦିନରେ...
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୨୩୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୨୩୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୧୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୩୨୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫୦୬...
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୧୩ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ...
ଭୁବନେଶ୍ୱର: +୩ରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି।ଅଧିକାଂଶ ବିଭାଗରେ ବିଜେବି କଲେଜ ଆଗରେ ରହିଛି। କଳାରେ ବିଜେବି ସ୍ୱୟଂଶାସିତ କଲେଜରେ ଭୂଗୋଳ ବିଭାଗରେ ସର୍ବାଧିକ କଟ୍ ଅଫ୍ ମାର୍କ ୯୩% ରହିଛି। ସେହିପରି ଗଣିତ ବିଭାଗରେ(ଫିଜିକାଲ ସାଇନ୍ସ)...
ନୂଆଦିଲ୍ଲୀ: ଆସିଷ୍ଟାଣ୍ଟ୍ ଡାଇରେକ୍ଟର(ଭିଜିଲାନ୍ସ) ପଦବୀ ପୂରଣ ପାଇଁ Employees’ Provident Fund Organisation (EPFO) ଦରଖାସ୍ତ ଆହ୍ୱାନ କରୁଛି। ସେପ୍ଟେମ୍ବର ୧୮ରେ ଏସଂକ୍ରାନ୍ତୀୟ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜ୍ଞପ୍ତି ପ୍ରକାଶ ପାଇବାର ୪୫ ଦିନ ମଧ୍ୟରେ ଇଚ୍ଛୁକ ପ୍ରାର୍ଥୀମାନେ EPFO ମୁଖ୍ୟାଳୟର ଠିକଣାରେ ଆପ୍ଲିକେସନ୍ ଫର୍ମାଟ୍କୁ ପୂରଣ...
ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଘଡ଼ଘଡ଼ି ସହ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମଧ୍ୟ ଏଭଳି ପାଗ…
ପୁରୀ: ଶ୍ରୀମନ୍ଦିର ଭିତରକୁ ପାନ, ଗୁଟ୍ଖା ମନା। ମନ୍ଦିର ଭିତରକୁ ପାନ ଓ ଗୁଟ୍ଖା ଯେପରି କିଏ ନ ଆଣନ୍ତି ସେଥିଲାଗି ଚେକିଂକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚେକିଂ କଡାକଡି କରିବାକୁ ଶ୍ରୀମନ୍ଦିର ପୋଲିସଙ୍କୁ ସଚେତନ କରାଯାଇଛି। ଚାରି ଦ୍ୱାରରେ ଶ୍ରୀମନ୍ଦିର ପୋଲିସ୍ ଚେକିଂ କରିବେ। ପାନ...
ଚେନ୍ନାଇ: ଦେଶରେ କରୋନା ଭାଇରସ୍ ନିୟନ୍ତ୍ରଣ ହୋଇପାରି ନାହିଁ। ବରଂ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଆହୁରି ବଢ଼ିବାରେ ଲାଗିଛି। ତାମିଲନାଡୁରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଲକ୍ଡାଉନ୍ ବୃଦ୍ଧି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅକ୍ଟୋବର ୩୧...
ଭବାନୀପାଟଣା: ଓଡ଼ିଶାର ଜଣାଶୁଣା ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏକ ଗ୍ରୁପ୍ର କିଛି ଲୋକମାନେ ତାଙ୍କୁ ମାଡ଼ ମାରିଥିବା ମଙ୍ଗଳବାର ଦିନ ପୋଲିସ୍ କହିଛି। ଏହି ଘଟଣାରେ ପୋଲିସ୍ ୩ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା...
ବରଗଡ଼: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲ୍ଲା ଗାଇସିଲଟ ବ୍ଲକ ବିଡିଓ ରଞ୍ଜନ ସା ସ୍ଥାନୀୟ ସରପଞ୍ଚ ମାଲବ ସାହୁଙ୍କୁ ୧ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। କିରାସିନି ଘୋଟାଲା ଅଭିଯୋଗରେ ସରପଞ୍ଚ ମାଲବ ସାହୁ ପ୍ରାୟ ଦେଢଶହ ଗ୍ରାମବାସୀଙ୍କୁ ନେଇ ବିଡିଓଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରତିବାଦ...