• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona test
୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୬୧୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୭୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୬୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୯୭ ରହିଛି। ରାଜ୍ୟ...

coronavirus
ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୫୯ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Regret to inform the demise of...

ଆଜିଠୁ ଖୋଲିଲା ଭିତରକନିକା

ପଟ୍ଟାମୁଣ୍ଡାଇ: ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। କେବଳ ରାତ୍ରୀଯାପନ ପାଇଁ ଆସିଥିବା ପର୍ଯ୍ୟଟକଙ୍କୁ ହିଁ ଭିତରକନିକା ବୁଲିବାକୁ ସୁଯୋଗ ଦିଆଯିବ ବୋଲି ନିଷ୍ପତ୍ତି ନେଇଛି ପ୍ରଶାସନ। ଆଜି ପ୍ରଥମ ଦିନରେ କେବଳ ଡାଙ୍ଗମାଳରେ ୧୬ଟି କଟେଜରେ ପର୍ଯ୍ୟଟକମାନେ ରାତ୍ରୀଯାପନ ପାଇଁ ଅନୁମତି ମିଳିଛି। ପର୍ଯ୍ୟଟକମାନେ...

prabhas 3
ଯଦି ବାହୁବଳୀ ଷ୍ଟାର ପ୍ରଭାସ ପ୍ରପୋଜ କରନ୍ତି...କ’ଣ ଉତ୍ତର ଦେବେ ପୂଜା ?

ମୁମ୍ବାଇ: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରେ ବାହୁବଳୀ ଷ୍ଟାର ପ୍ରଭାସଙ୍କ ବିବାହକୁ ନେଇ ଗତ କିଛି ବର୍ଷ ହେବ ଚର୍ଚ୍ଚା ଚାଲିଛି।  ପୂର୍ବରୁ ଅନେକ ଥର ପ୍ରଭାସ ଓ ଅଭିନେତ୍ରୀ ଅନୁଷ୍କା ସେଟ୍ଟୀଙ୍କ ଆଫାୟର୍ସକୁ ନେଇ ବିଭିନ୍ନ କଥା ଶୁଣିବାକୁ ମିଳିଥିଲା। ଏପରିକି ଉଭୟ ଡେଟିଂ କରୁଥିଲେ ବୋଲି ମଧ୍ୟ...

corona testing
ଆଜି ରାଜ୍ୟରେ ୩ ହଜାର ତଳକୁ କରୋନା ସଂକ୍ରମିତ ଚିହ୍ନଟ, ୪୫ ଆକ୍ରାନ୍ତ ମୃତ

ଭୁବନେଶ୍ୱର: ଆଜି ରାଜ୍ୟରେ ୩ ହଜାର ତଳକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨,୯୧୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪୫ କରୋନା ଆକ୍ରାନ୍ତଙ୍କ…

cqv
ସାମ୍ନାକୁ ଆସିଲା ଆଉ ଏକ ଭାଇରସ୍‌: ଭାରତରେ ସଂକ୍ରମଣ ବ୍ୟାପିବାର ଯଥେଷ୍ଟ ଆଶଙ୍କା

ନୂଆଦିଲ୍ଲୀ: କରୋନା ଭୂତାଣୁର ଆତଙ୍କ ସାରା ବିଶ୍ୱକୁ ନାକେଦମ୍ କରୁଥିବାବେଳେ ସାମ୍ନାକୁ ଆସିଲା ଆଉ ଏକ ନୂଆ ଭୂତାଣୁ। ଭାରତରେ ଏହି ନୂଆ ଭୂତାଣୁର ସଙ୍କେତ ପାଇଛି  Indian Council of Medical Research (ICMR)। କୁହାଯାଉଛି, ଏହା ମଧ୍ୟ ଭାରତରେ ସଂକ୍ରମଣ ବ୍ୟାପିବାର ଯଥେଷ୍ଟ ଆଶଙ୍କା ରହିଛି।...

flight
ଲକ୍‌ଡାଉନ୍ ବେଳେ ବୁକ୍‌ ହୋଇଥିବା ଟିକେଟ୍‌ର ପୂରା ଟଙ୍କା ଫେରସ୍ତ ପାଇବେ ଯାତ୍ରୀ

ନୂଆଦିଲ୍ଲୀ: କରୋନା ଲକ୍‌ଡାଉନ୍‌ ବେଳେ ଯେଉଁ ଯାତ୍ରୀମାନେ ଟିକେଟ୍‌ ବୁକ୍‌ କରିଥିଲେ, ହେଲେ କଟକଣା ପାଇଁ ବିମାନରେ ଯାତ୍ରା କରିପାରିନଥିଲେ, ସେମାନଙ୍କୁ କ୍ୟାନ୍‌ସେଲସନ୍ ଚାର୍ଜ ନ କାଟି ସମ୍ପୂର୍ଣ୍ଣ ଟଙ୍କା ଫେରସ୍ତ ମିଳିବ। ଏମିତିକି ଟ୍ରାଭେଲ ଏଜେଣ୍ଟଙ୍କ ଦ୍ୱାରା ବୁକ୍ ହୋଇଥିବା ଟିକେଟ୍ ଟଙ୍କା ମଧ୍ୟ ଫେରସ୍ତ ମିଳିବ।...

Dr. Byomakesh Ray
ଦ୍ୱିତୀୟ ବିବାହ କଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ

ଚାନ୍ଦବାଲି: ବିଜେଡି ନେତା ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଗତକାଲି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏନେଇ ସୋସିଆଲ ମିଡିଆରେ ଫଟୋ ଶେଆର କରି ନିଜେ ବ୍ୟୋମକେଶ ଏହି ସୂଚନା ଦେଇଛନ୍ତି।  ଚିଲିକାର ଏକ ରିସର୍ଟରେ ବିବାହ ଉତ୍ସବର ଆୟୋଜନ…

ପୁରୀ ସ୍ୱର୍ଗଦ୍ୱାରରେ ବାହାର ଲୋକଙ୍କ ଶବସତ୍କାର କଟକଣା ଅବଧି ବଢ଼ିଲା

ପୁରୀ: କରୋନା ମହାମାରୀକୁ ଦୃଷ୍ଟିରେ ରଖି ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାର ଲୋକଙ୍କ ଶବସତ୍କାର ବାରଣ କରାଯାଇଛି। ଏ ନେଇ କଟକଣା ମଧ୍ୟ ଲାଗୁ ହୋଇଛି। ଯାହାର ଅବଧି ଅକ୍ଟୋବର ୩୧ ଯାଏ ବୃଦ୍ଧି କରାଯାଇଛି। ସେହିପରି ପୁରୀ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ ମଧ୍ୟ ଜାରି ହୋଇଥିବା...

ନଡ଼ିଆ ଷଢେଇରେ ନିଆରା ମାସ୍କ

ପୁରୀ: ଆପଣ ସୁନା, ରୂପା ମାସ୍କ…ଏପରିକି ହୀରା ଖଚିତ ମାସ୍କ ଶୁଣିଥିବେ ହେଲେ କେବେ ନଡ଼ିଆ ଷଢେଇରେ ମାସ୍କ ଶୁଣିଛନ୍ତି କି ? ହେଲେ ଏବେ ଏହି ମାସ୍କକୁ ନେଇ ବେଶ୍‌ ଚର୍ଚ୍ଚା। ପୁରୀ ଶ୍ରୀମନ୍ଦିର ବରିଷ୍ଠ ସେବାୟତ ହଜୁରୀ ଭୀମସେନ ଖୁଣ୍ଟିଆ ନଡ଼ିଆ ସଢ଼େଇରେ ତିଆରି ମାସ୍କ...

youth found dead
ସ୍ୱାମୀଙ୍କୁ ଡ୍ରଗ୍ସ ଦେଉଥିଲେ ମଡେଲ୍‌ ପତ୍ନୀ, ବାଥ୍‌ରୁମ୍‌ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ସ୍ୱାମୀଙ୍କ ମୃତଦେହ

ବେଙ୍ଗାଲୁରୁ: ମଡେଲିଂ କରୁଥିବା ଜଣେ ଯୁବତୀଙ୍କ ସ୍ୱାମୀଙ୍କ ମୃତଦେହ ସନ୍ଦିଗ୍ଧ ଅବସ୍ଥାରେ ଫ୍ଲାଟ୍‌ରୁ ମିଳିଛି। କର୍ଣ୍ଣାଟକ ବେଙ୍ଗାଲୁରୁରେ ଏହି ଘଟଣା ଘଟିଛି। ମଡେଲ୍‌ ପତ୍ନୀ ତାଙ୍କ ସ୍ୱାମୀଙ୍କୁ ମଦରେ ଡ୍ରଗ୍ସ ମିଶାଇ ଦେଉଥିଲେ ବୋଲି ଅଭିଯୋଗ ଆସିଛି। ଯୁବତୀ ଜଣକ ତାଙ୍କ ସ୍ୱାମୀଙ୍କୁ ମଦରେ ଜୋରଜବରଦସ୍ତ ଡ୍ରଗ୍ସ ମିଶାଇ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।