ମାଲକାନଗିରି: ମାଲକାନଗିରି BSF ଯବାନଙ୍କୁ ଏକ ବଡ଼ ସଫଳତା ମିଳିଛି। ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଅନ୍ତର୍ଗତ ରାଜୁଲକୋଣ୍ଡା ଜଙ୍ଗଲରୁ ୨୧ କିଲୋ ଜିଲୋଟିନ ଜବତ କରିଛନ୍ତି ଯବାନ। ଗତକାଲି ୭୬ BSF ବାଟାଲିୟନର ଯବାନ କମ୍ବିଂ ଅପରେସନ୍ କରୁଥିବା ବେଳେ ଜଙ୍ଗଲରେ ଜିଲୋଟିନ ରଖାଯାଇଥିବା ନେଇ ଖବର...
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୬୦୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୭୬୬ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୬୦୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୦୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୪୯୧ ରହିଛି। ରାଜ୍ୟ...
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୭୫ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ୬ଜଣ, ନୟାଗଡ଼ରୁ ୩ଜଣ, କଟକ ଓ...
ସମ୍ବଲପୁର: ହୁତ୍ ହୁତ୍ ହୋଇ ଜଳିଗଲା ପିଚୁ ଫ୍ୟାକ୍ଟ୍ରି। ସମ୍ବଲପୁର ଜିଲ୍ଲା ଜୟନ୍ତପୁରରେ ଥିବା ଏକ ପିଚୁ ଫ୍ୟାକ୍ଟ୍ରିରେ ନିଆଁ ଲାଗି ଯାଇଛି। ଗତକାଲି ବିଳମ୍ବିତ ରାତିରେ ଫ୍ୟାକ୍ଟ୍ରିରେ ନିଆଁ ଲାଗିଥିବା ଜଣାପଡ଼ିଛି। ଫ୍ୟାକ୍ଟ୍ରିରେ ଥିବା କିଛି ପାଇପ୍ ଫାଟି ଯିବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।...
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଓଡ଼ିଶାରେ ବର୍ଷା ଜାରି ରହିଛି।ଗତକାଲିଠୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଆଜି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି...
ନୂଆଦିଲ୍ଲୀ: ମହଙ୍ଗା ହୋଇପାରେ ମୋବାଇଲ୍ ଫୋନ୍ ଦାମ୍। ଡିସ୍ପ୍ଲେ ଓ ଟଚ୍ ପ୍ୟାନେଲ୍ ଉପରେ ୧୦% ଆମଦାନୀ ଶୁଳ୍କ ଲାଗୁ କରିଛନ୍ତି କେନ୍ଦ୍ର ସରକାର। India Cellular and Electronics Association (ICEA) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାବାଦ୍ ୧% ଅତିରିକ୍ତ ସେସ୍ ବି ଲାଗୁ ହୋଇଛି।...
କୋଲକାତା: କଥାରେ ଅଛି ଭଗବାନ ଯେତେବେଳେ ଦେଇଥାନ୍ତି ସେତେବେଳେ ଛପର ଫାଡ଼ି ଦେଇଥାନ୍ତି। ଯାହାର ଉଦାହରଣ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗର ଜଣେ ବୃଦ୍ଧାଙ୍କ ସହ। ଏକ ମାଛକୁ ବିକ୍ରି କରି ବୃଦ୍ଧା ଜଣକ ରାତାରାତି ଲକ୍ଷପତି ହୋଇଯାଇଛନ୍ତି। ଘଟଣାଟି ହେଲା, ପଶ୍ଚିମବଙ୍ଗ ସାଗର ଆଇଲ୍ୟାଣ୍ଡ୍ ଚକଫୁଲଦୁବି ଗାଁରେ ରହୁଥିବା...
ଭୁବନେଶ୍ୱର: ଗତକାଲି ବିଧାନସଭା ସମ୍ମୁଖରେ ଉନ୍ମତ୍ତକାଣ୍ଡ ଭିଆଇଥିବା ଯୁବକଙ୍କ ସ୍ୱାସ୍ଥ୍ୟାବସ୍ଥା କିପରି ଥିଲା ? ସେ ମାନସିକ ଭାରସାମ୍ୟ ହରାଇଥିଲେ କି ? ନା ଏହା ପଛରେ ରହିଛି ଆଉ କିଛି କାରଣ ? ଏନେଇ ପ୍ରତିକ୍ରିୟା ରଖିଛନ୍ତି ସମ୍ପୃକ୍ତ ଯୁବକଙ୍କ ବାପା। ପୁଅ ଭୁବନେଶ୍ୱରର ଏକ...
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଯୋଗୁ ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତାକାଲି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା-କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୁବର୍ଣ୍ଣପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର...
କେନ୍ଦୁଝର: କେନ୍ଦୁଝର ଜିଲ୍ଲାର ଲାଇଫ୍ ଲାଇନ୍ କୁହାଯାଉଥିବା ଏବଂ ଜିଲ୍ଲା ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ ୨୧୫ ଓ ୪୯ର ମରାମତି ସହ ଉନ୍ନତୀକରଣ କାମକୁ ଯୁଦ୍ଧକାଳୀନ ଭିତ୍ତିିରେ ଶେଷ କରିବା ପାଇଁ କୁହାଯାଇଛି। ଯଦି ଏହି କାର୍ଯ୍ୟ ତୁରନ୍ତ ଶେଷ ନ ହୁଏ ତେବେ ରାସ୍ତାରେ...
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଓଡ଼ିଶା ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ୨ ଦିନ ଧରି ବର୍ଷା ଜାରି ରହିଛି। ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା-କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ବୌଦ୍ଧ,...