• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ସାବଧାନ ! ପେଟ୍ରୋଲ ପମ୍ପରୁ ପେଟ୍ରୋଲ ବଦଳରେ ବାହାରୁଛି ପାଣି !

ନୟାଗଡ଼: ପେଟ୍ରୋଲ ପମ୍ପରେ ପେଟ୍ରୋଲ ପକାଇବା ବେଳେ ସାବଧାନ ! କାରଣ ଲୋକମାନଙ୍କ ଆଖିରେ ଧୂଳି ଦେଇ ପେଟ୍ରୋଲ ବଦଳରେ ପାଣି ମିଶାଯାଉଛି। ନୟାଗଡ ଜିଲ୍ଲାରୁ ଏଭଳି ଅଭିଯୋଗ ଆସିଛି। ଶରଣକୂଳ ଥାନା ଅନ୍ତର୍ଗତ ଶିଖରପୁରରେ ଥିବା ଏକ ପେଟ୍ରୋଲ ପମ୍ପରେ ପେଟ୍ରୋଲ ବଦଳରେ ପାଣି ମିଶା ଯାଉଥିବା...

priyam garg
କ୍ରିକେଟ୍‌ କିଟ୍‌ କିଣିବା ପାଇଁ ପାଖରେ ଟଙ୍କା ନ ଥିଲା, ହେଲେ ଆଜି IPLରେ କରୁଛନ୍ତି ଧମାଲ୍‌

ଦୁବାଇ: ଚେନ୍ନାଇ ସୁପର କିଙ୍ଗ‌ସ୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ(CSK Vs SRH) ମଧ୍ୟରେ ଶୁକ୍ରବାର ହୋଇଥିବା ଆଇପିଏଲ୍‌ ମୁକାବିଲାରେ କ୍ରିକେଟପ୍ରେମୀ ମାନେ ଜଣେ ନୂଆ ଯୁବ କ୍ରିକେଟ୍‌ ଷ୍ଟାରଙ୍କୁ ଦେଖିବାକୁ ପାଇଛନ୍ତି। ସେ ହେଉଛନ୍ତି ସନ୍‌ରାଇଜର୍ସର ଯୁବ ବ୍ୟାଟ୍ସମ୍ୟାନ୍ ପ୍ରିୟମ ଗର୍ଗ। ତାଙ୍କର ଦମ୍‌ଦାର ବ୍ୟାଟିଂ ପ୍ରଦର୍ଶନକୁ ନେଇ...

odia-film
ଓଡିଆ ଫିଲ୍ମ ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ପରଲୋକ

ସମ୍ବଲପୁର: ବରିଷ୍ଠ ଓଡିଆ ଫିଲ୍ମ ପ୍ରଯୋଜକ ତୋଫାନ ତ୍ରିପାଠୀଙ୍କ ଗତକାଲି ସମ୍ବଲପୁରରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। କିଛିଦିନ ହେଲା ସେ ଅସୁସ୍ଥ ଥିଲେ। ସ୍ୱର୍ଗତ ତୋଫାନ ତ୍ରିପାଠୀ ଓଡିଆ ଚଳଚ୍ଚିତ୍ର ‘ସାଧନା’ ଓ ‘ଅଶାନ୍ତଗ୍ରହ’ର ପ୍ରଯୋଜକ ଥିଲେ। ୧୯୬୩ ମସିହାରେ...

corona
ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୩,୦୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୦୫୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୦୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୦୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୨୪୯ ରହିଛି। ରାଜ୍ୟ...

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୭ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୯୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର ଓ ଢେଙ୍କାନାଳରୁ ୩ଜଣ ଲେଖାଏ, ଜଗତସିଂହପୁର,...

lightning 2
କଟକ ଓ ଭୁବନେଶ୍ୱରକୁ ବର୍ଷା, ଘଡ଼ଘଡ଼ି ୱାର୍ଣିଂ

ଭୁବନେଶ୍ୱର: ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି। ଆଗାମୀ ୨/୩ ଘଣ୍ଟା ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି। ବର୍ଷା ଯୋଗୁ ରାସ୍ତା...

ganja seized
ଭୁବନେଶ୍ୱର ପାଲଟିଛି କି ନିଶା କାରବାରର ପେଣ୍ଠସ୍ଥଳ ? ଲକ୍ଷାଧିକ ଟଙ୍କାର ଗଞ୍ଜେଇ, ବ୍ରାଉନ ସୁଗର୍‌ ଜବତ

ଭୁବେନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଲଟିଛି କି ନିଶା କାରବାରର ପେଣ୍ଠସ୍ଥଳ ? ଆଜି ଗୋଟିଏ ଦିନରେ ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଓ ୩୦ ଲକ୍ଷ ଟଙ୍କାର ବ୍ରାଉନ ସୁଗର୍‌ ଜବତ ହେବାପରେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଭୁବନେଶ୍ୱର-ଖୋର୍ଦ୍ଧା ରୋଡ୍ ଗୋଡ଼ିପଡ଼ା ଟୋଲ୍‌ଗେଟ୍‌ ନିକଟରୁ ୭ କ୍ୱିଣ୍ଟାଲ୍‌...

online game
ଅନ୍‌ଲାଇନ୍‌ ଗେମ୍‌ ଜାଲରେ ମେଧାବୀ ଛାତ୍ର, ଟଙ୍କା ହାରିବା ପରେ ଜୀବନ ହାରିଲେ

କେନ୍ଦୁଝର: କାଳ ହେଲା ମୋବାଇଲ୍‌ରେ ଅନ୍‌ଲାଇନ୍‌ ଗେମ୍‌ ଖେଳିବା। ବାପାମା’ଙ୍କ ବ୍ୟାଙ୍କ୍‌ ଆକାଉଣ୍ଟରୁ ପାଖାପାଖି ଲକ୍ଷେ ଟଙ୍କା ଚାଲିଯିବା ପରେ ଶେଷରେ ଜୀବନ ହାରିଲେ ୧୪ ବର୍ଷୀୟ ମେଧାବୀ ଛାତ୍ର। ଅନ୍‌ଲାଇନ୍‌ରେ ପାଠ ପଢ଼ିବା ପାଇଁ ପରିବାର ଲୋକେ ଫୋନ୍ ଦେଇଥିଲେ। ହେଲେ ଅନ୍‌ଲାଇନ୍‌ ଗେମ୍‌ ଖେଳି ଟଙ୍କା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।