• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

pradeep-maharthy
ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ କିଛିଦିନ ତଳେ...

ସ୍ୱର୍ଗଦ୍ୱାରରେ ହେବ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଜୁ ଜନତା ଦଳର...

donald trump
ଆସନ୍ତା ୪୮ ଘଣ୍ଟା ଟ୍ରମ୍ପଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସୂଚନା

ୱାଶିଂଟନ୍‌: କରୋନାରେ ଆକ୍ରାନ୍ତ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଚିକିତ୍ସା ଏବେ Marylandରେ ଥିବା ୱାଲଟର ରିଡ୍ ନ୍ୟାସ୍‌ନାଲ୍‌ ମିଲିଟାରୀ ମେଡିକାଲ ସେଣ୍ଟରରେ ଚାଲିଛି। ଏନେଇ ହ୍ୱାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ଧରି ତାଙ୍କ ସ୍ୱାସ୍ଥ୍ୟରେ ଦ୍ରୁତ...

ବାଇକ୍‌ରେ ଗାଁକୁ ଯାଉଥିଲେ, ଚଢ଼ିଗଲା ଟ୍ରକ୍‌

ତେଲକୋଇ: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ନାରଣପୁର-ବ୍ରାହ୍ମଣୀପାଳ ରାସ୍ତାର ଭଗାମୁଣ୍ଡା ଆଶ୍ରମ ବିଦ୍ୟାଳୟ ସମ୍ମୁଖରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ୧୨ ଚକିଆ ଟ୍ରକ୍ ଏକ ବାଇକ୍‌ ଉପରେ ଚଢ଼ି ଯିବା ଫଳରେ ଘଟଣାସ୍ଥଳରେ ୨ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଭଗାମୁଣ୍ଡା...

pradeep-maharthy
ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କଠୁ ଆରମ୍ଭ କରି ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମହାରଥୀଙ୍କୁ ବିଜେଡିର ଜଣେ ଟାଣୁଆ ନେତା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହାସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପ୍ରଦୀପ ମହାରଥୀଙ୍କ...

corona test
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ୩,୩୨୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୩,୩୨୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୩୨୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୯୪୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୩୮୧ ରହିଛି। ରାଜ୍ୟ...

corona virus
ଦିନକରେ ୧୫ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୯୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୫ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ୩ଜଣ ଲେଖାଏ,...

arrest
ବୟଫ୍ରେଣ୍ଡ୍‌ଙ୍କୁ ହତ୍ୟା ଅଭିଯୋଗରେ ଯୁବତୀଙ୍କୁ ୪୦ ବର୍ଷ ଜେଲ୍‌

ନୂଆଦିଲ୍ଲୀ: ବୟଫ୍ରେଣ୍ଡ୍‌‌ଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ଯୁବତୀଙ୍କୁ ୪୦ ବର୍ଷ ଜେଲ୍‌ ଦଣ୍ଡାଦେଶ ମିଳିଛି। ଅନ୍ୟ ଜଣେ ବ୍ୟକ୍ତିଙ୍କୁ ବିବାହ କରିବା ପାଇଁ ଯୁବତୀ ଜଣକ ବୟଫ୍ରେଣ୍ଡ୍‌‌ଙ୍କୁ ହତ୍ୟା କରିଥିବା ଜଣାପଡ଼ିଛି। ବୟଫ୍ରେଣ୍ଡ୍‌କୁ ହତ୍ୟା କରିବାର ୩ ସପ୍ତାହ ପରେ ସେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ବିବାହ କରିଥିଲେ।...

deepika
ଡ୍ରଗ୍ସ ମାମଲାରେ ଦୀପିକାଙ୍କୁ ଜେରା କରିଥିବା NCB ଅଧିକାରୀଙ୍କୁ କରୋନା

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌ ନେଇ ଖୋଳତାଡ଼ କରୁଥିବା Narcotics Control Bureau (NCB)ର ଡେପୁଟି ଡାଇରେକ୍ଟର କେପିଏସ୍‌ ମାଲ୍‌ହୋତ୍ରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଡ୍ରଗ୍ସ ଲିଙ୍କ୍‌ ମାମଲାରେ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ NCBର ଜେରା ସମୟରେ କେପିଏସ୍‌ ମାଲ୍‌ହୋତ୍ରା ମଧ୍ୟ...

ଓଲଟି ପଡ଼ିଲା ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌

ମାଲକାନଗିରି: ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ NH- ୩୨୬ ଚମ୍ପାଖାରି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିବା ଫଳରେ ୭ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ...

rainfall 11
ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା, ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ

ନୂଆଦିଲ୍ଲୀ/ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର  ଓ ଏହାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅକ୍ଟୋବର ୯ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨-୩ ଦିନ ମଧ୍ୟରେ  ଡିପ୍ରେସନରେ ପରିଣତ ହୋଇ ଏହା ଉତ୍ତରପଶ୍ଚିମ ଦିଗରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।