• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bell
ଅଯୋଧ୍ୟା ରାମ ମନ୍ଦିରରେ ଲାଗିବ ବିରାଟ ଘଣ୍ଟି, ୧୦ କିଲୋମିଟର ପର୍ଯ୍ୟନ୍ତ ଶୁଭିବ ଶବ୍ଦ

ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିରରେ ଲାଗିବ ବିରାଟ ଘଣ୍ଟି। ଯାହାର ଓଜନ ୬୧୩ କିଲୋଗ୍ରାମ, ଉଚ୍ଚତା ୪.୧ ଫୁଟ୍ ଓ ଚଉଡ଼ା ୩.୯ ଫୁଟ୍ ବୋଲି ଜଣାପଡ଼ିଛି। ଏପରିକି ଏହି ଘଣ୍ଟି ବାଜିଲେ ଏଥିରୁ ‘ଓମ୍‌’ ଶବ୍ଦ ମଧ୍ୟ ଶୁଭିବ। ଖାଲି ଏତିକି ନୁହେଁ ଘଣ୍ଟିରୁ ଶବ୍ଦ ବାହାରିଲେ...

ଭୁବନେଶ୍ୱର ପେଟ୍ରୋଲ ପମ୍ପରେ ବ୍ଲାଷ୍ଟ୍‌ ଘଟଣା: ଏହି କାରଣ ଯୋଗୁ ନିଆଁ ଲାଗିଥିବା ସୂଚନା

ଭୁବନେଶ୍ୱର: ଏଲ୍‌ପିଜି ଲିକେଜ୍‌ରୁ ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ପ୍ରାଥମିକ ତଦନ୍ତ ପରେ Petroleum and Explosives Safety Organisation(PESO)ର ଉପମୁଖ୍ୟ କଣ୍ଟ୍ରୋଲର ଏହି ସୂଚନା ଦେଇଛନ୍ତି। PESOର ଉପମୁଖ୍ୟ କଣ୍ଟ୍ରୋଲର କହିଛନ୍ତି, ‘ଟାଙ୍କିରେ ଏଲ୍‌ପିଜି ଭର୍ତ୍ତି ବେଳେ ଲିକେଜ୍ ହୋଇଥିଲା। ଏହାପରେ...

Cloudy
ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା: ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତାକାଲି ଉତ୍ତର ଆଣ୍ଡାମାନ ସାଗର ଓ ଏହାର ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା ଓ କର୍ଣ୍ଣାଟକର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି।...

ଭୁବନେଶ୍ୱର ପେଟ୍ରୋଲ ପମ୍ପ ବ୍ଲାଷ୍ଟ୍‌ ଘଟଣାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଲେ ପୋଲିସ୍‌ କମିଶନର

ଭୁବନେଶ୍ୱର: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାକୁ ନେଇ ପୋଲିସ୍‌ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ପୋଲିସ୍‌ କମିଶନର କହିଛନ୍ତି, ‘ଏହି ଘଟଣାକୁ ନେଇ କ୍ୟାପିଟାଲ ଥାନାରେ ବିଭିନ୍ନ ଦଫାରେ ମାମଲା ହୋଇଛି। ପ୍ରାଥମିକ ତଦନ୍ତ ଅନୁସାରେ ସେଠାରେ ୪ ଜଣ କାମ...

ଯୌତୁକ ନିର୍ଯାତନା ଅଭିଯୋଗରେ ସେନା ଅଧିକାରୀ ଗିରଫ

ଭୁବନେଶ୍ୱର: ଯୌତୁକ ନିର୍ଯାତନା ଅଭିଯୋଗରେ ଜଣେ ସେନା ଅଧିକାରୀଙ୍କୁ ଭୁବନେଶ୍ୱର ମହିଳା ଥାନା ପୋଲିସ୍‌ ଗିରଫ କରିଛି। ତାଙ୍କ ନାଁ ସୌମ୍ୟରଞ୍ଜନ ପତି। ସେ ଜଣେ ମେଜର ବୋଲି ଜଣାପଡ଼ିଛି। ପତ୍ନୀଙ୍କ ଏତଲା ଆଧାରରେ ପୋଲିସ୍ ସୌମ୍ୟରଞ୍ଜନଙ୍କୁ‌ ଗିରଫ କରିଥିବା ସୂଚନା ମିଳିଛି। ସୌମ୍ୟରଞ୍ଜନ ଫରିଦାବାଦରେ କାର୍ଯ୍ୟରତ ଥିଲେ।...

କୋଭିଡ୍‌ ହସ୍ପିଟାଲ୍‌ରୁ କରୋନା ରୋଗୀ ନିଖୋଜ

ଅନୁଗୁଳ: କରୋନାରେ ଆକ୍ରାନ୍ତ ହୋଇ ତାଳଚେରର ଏକ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କର ପତ୍ତା ମିଳୁ ନ ଥିବା ଅଭିଯୋଗ ହୋଇଛି। ନିଖୋଜ ବ୍ୟକ୍ତି ହେଲେ ଅନୁଗୁଳ ଜିଲ୍ଲା ଘଣ୍ଟପଡ଼ାର ମହରଗା ନାଏକ। ସୂଚନା ଅନୁସାରେ, ସେପ୍ଟେମ୍ବର ୩୦ରେ ମହରଗା କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ଲାଗି...

police man shot dead
ପୋଲିସ୍ କର୍ମଚାରୀଙ୍କୁ ଗୁଳି କରି ହତ୍ୟା

ମୁଜାଫରପୁର: ପୋଲିସ୍‌ ଷ୍ଟେସନ ଯିବା ବାଟରେ ଜଣେ ପୋଲିସ୍ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ସୂଚନା ମିଳିଛି। ବିହାରରେ ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି। ବିହାର ମୁଜାଫରଫୁର ଜିଲ୍ଲା ମଣିଆରି ଥାନାକୁ ଯିବା ବାଟରେ ସମ୍ପୃକ୍ତ ପୋଲିସ୍‌ କର୍ମଚାରୀଙ୍କୁ ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର ହୋଇଯାଛି। ଗୁରୁବାର...

ec
କରୋନା କଟକଣା ଭିତରେ ନିର୍ବାଚନ: ପ୍ରଚାର ଉପରେ କଟକଣା ଜାରିକଲେ EC

ନୂଆଦିଲ୍ଲୀ: କରୋନା କଟକଣା ମଧ୍ୟରେ ହେବାକୁ ଯାଉଛି ବିହାର ବିଧାନସଭା ନିର୍ବାଚନ ସହ ବିଭିନ୍ନ ରାଜ୍ୟର ଉପନିର୍ବାଚନ। କୋଭିଡ କଟକଣା ମଧ୍ୟରେ ହେବ ଏହି ନିର୍ବଚନ। ପରିସ୍ଥିତିକୁ ଦୃଷ୍ଟିରେ ରଖି ଷ୍ଟାର କ୍ୟାମ୍ପେନର ଗାଇଡ୍‌ଲାଇନ୍‌ରେ ପରିବର୍ତ୍ତନ କରିଛନ୍ତି ନିର୍ବାଚନ କମିଶନ। ପ୍ରଚାର ସମୟରେ ଅଧିକ ଷ୍ଟାର ପ୍ରଚାରକ ନେଇପାରିବେ...

ପ୍ରେମ ପାଇଁ ଯୁବକଙ୍କୁ ଖଣ୍ଡ ଖଣ୍ଡ କରି ହାଣିଦେଲେ !

କଣ୍ଟାବାଞ୍ଜି: ଟ୍ରେନ୍‌ ଲାଇନ୍‌ରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି କୁକୁଡ଼ାହାଡ଼ ଗାଁ ନିକଟ ଟ୍ରେନ୍‌ ଲାଇନ୍‌ରୁ ଜଣେ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ଘର କଣ୍ଟାବାଞ୍ଜି ୧୧ନଂ ଓ୍ୱାର୍ଡ ରାମନଗରପଡ଼ା ଗାଁରେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଆଜି ସକାଳେ...

gym
ଭଡ଼ାଘରୁ ମିଳିଲା ଜିମ୍‌ ଟ୍ରେନର୍‌ଙ୍କ ମୃତଦେହ, ମା’ କହିଲେ-ପୁଅ ଭୁଲ୍‌ବଶତଃ...

ମୋହାଲି: ଭଡ଼ାଘରୁ ସନ୍ଦେହଜନକ ଅବସ୍ଥାରେ ଜଣେ ୨୩ ବର୍ଷୀୟ ଜିମ୍‌ ଟ୍ରେନର୍‌ଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ସାଙ୍ଗରୁର ଜିଲ୍ଲାର ଧୁରୀ ନିବାସୀ କୁଲ୍‌ଦୀପ ସିଂ। ସେ ପଞ୍ଜାବ ମୋହାଲି ଅଞ୍ଚଳର ସେକ୍ଟର ୬୮ରେ ଭଡ଼ା ଘରେ ରହୁଥିଲେ। ପୋଲିସ୍‌ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।