• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

election
ରାଜ୍ୟର ୨ ଉପ-ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ୱର: ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ ଲାଗି ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଥିବା ବେଳେ ଅକ୍ଟୋବର ୧୬ ହେଉଛି ଶେଷ ତାରିଖ। ଅକ୍ଟୋବର ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ସେହିପରି ନାମାଙ୍କନ...

vigilance raid
ଫସିଲେ ପୂର୍ବତନ ଉଦ୍ୟାନ କୃଷି ଅଧିକାରୀ

କଟକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଦ୍ୟାନ କୃଷି ବିଭାଗର ପୂର୍ବତନ ଅତିରିକ୍ତ ନିର୍ଦ୍ଦେଶକ ରମେଶ ଚନ୍ଦ୍ର ଦାସଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ରମେଶଙ୍କ ପୈତୃକ ଓ ସମ୍ପର୍କୀୟଙ୍କ ୫ଟି ଘରେ ରେଡ୍ ଚାଲିଛି। କଟକ ଜ୍ୟୋତି ବିହାର, ବିଡ଼ାନାସୀ ଏବଂ ସିଡିଏ ସ୍ଥିତ ଘରେ...

exam
ଅକ୍ଟୋବର ୧୨ରୁ ଓଡ଼ିଶାରେ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଚଳିତ ବର୍ଷ ରାଜ୍ୟର ବିଭିନ୍ନ ବିଶ୍ୱ ବିଦ୍ୟାଳୟର ପିଜି ଶ୍ରେଣୀରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା ହେବ। ଆସନ୍ତା ୧୨ ତାରିଖରୁ ଏହି ପରୀକ୍ଷା ଆରମ୍ଭ ହେବ। ୨୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ରାଜ୍ୟର ୨୬ଟି ସେଣ୍ଟରରେ ପରୀକ୍ଷା ହେବ। ଚଳିତବର୍ଷ ୮୩ଟି ବିଷୟରେ ନାମଲେଖା...

uma samantaray
ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ବିଜେଡି ବିଧାୟକ ଉମା ସାମନ୍ତରାୟଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। କରୋନା ପଜିଟିଭ୍ ଥାଇ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗଦେଇଥିବା ନେଇ ଉମା ସାମନ୍ତରାୟ ଏବଂ ମନ୍ତ୍ରୀ ସମୀର ଦାସଙ୍କ ବିରୋଧରେ ଜଗନ୍ନାଥ ସେନା ଓ ବିଜେପି...

ଲାଞ୍ଚ ନେବାବେଳେ ଧରାପଡ଼ିଲେ ପ୍ରଧାନଶିକ୍ଷକ

ଉମରକୋଟ: ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ହାଟଭରଣ୍ଡି ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ଧଳ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସାର୍ଟିଫିକେଟ ସଂଶୋଧନ ପାଇଁ ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, ରାଇଘର ବ୍ଲକ ଦନିପାରା ଗାଁର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।