• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

man-booked 1
ମନ୍ଦିର ପରିସରରେ ପୋଷା କୁକୁର ବୁଲାଇ ଫସିଗଲେ

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ମନ୍ଦିର ପରିସରରେ ପୋଷା କୁକୁର ବୁଲାଇବା। ଭୁବନେଶ୍ୱରର ବକ୍ରେଶ୍ୱର ମହାଦେବ ମନ୍ଦିର ପରିସରରେ ପୋଷା କୁକୁର ବୁଲାଇବା ଘଟଣାରେ କମିଶନରେଟ ପୋଲିସ୍‌ ତୋଫାନ ସାମନ୍ତରାୟ ନାମକ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଛି। ସୋସିଆଲ୍‌ ମିଡିଆରେ ଏହି ଫଟୋ ଭାଇରାଲ ହେବା ପରେ କମିଶନରେଟ...

electrocuted
ଶ୍ୱଶୁରଙ୍କ ଚିତ୍କାର ଶୁଣି ବଞ୍ଚାଇବାକୁ ଯାଇଥିଲେ ବୋହୂ, ହେଲେ...

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ବିଷମ କଟକ ଅଞ୍ଚଳ ଠଙ୍ଗପଡ଼ା ଗାଁରେ ବିଦ୍ୟୁତ୍‌ ଆଘାତରେ ଶ୍ୱଶୁର ଓ ବୋହୂଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ୬୫ ବର୍ଷୀୟ ବୃଦ୍ଧ ଡାଉଣୀ ମଣ୍ଡିକା ଓ ତାଙ୍କ ବୋହୂ ସୁମିତ୍ରା ମଣ୍ଡିକା। ସୂଚନା ଅନୁସାରେ, ଇଲେକ୍ଟ୍ରିକ୍‌ ବୋର୍ଡରୁ ଆସିଥିବା ତାର ଘର...

corona 2
ଦିନକରେ ଚିହ୍ନଟ ହେଲେ ୨,୮୫୪ କରୋନା ପଜିଟିଭ୍‌, ଖୋର୍ଦ୍ଧାରେ କମିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୮୫୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୨୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୮୫୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୫୯ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୯୫ ରହିଛି। ରାଜ୍ୟ ସୂଚନା...

୩ ଦିନ ବନ୍ଦ ରହିବ VSSUT

ସମ୍ବଲପୁର: କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ବୁର୍ଲାର ଭିସୁଟ୍ ପରିସରକୁ ସାନିଟାଇଜ୍ କରାଯିବ। ଏଥିପାଇଁ ୩ ଦିନ ବନ୍ଦ ରହିବ ଭିସୁଟ୍ VSSUT (Veer Surendra Sai University of Technology)। ପୂର୍ବଭଳି ଶନିବାର ଓ ରବିବାର ଭିସୁଟ୍ ବନ୍ଦ ରହିବ। ଏହାବ୍ୟତୀତ ଆସନ୍ତା ୧୨ ତାରିଖ...

accident
ଖୁସିରେ ପରିବାର ସହ ଫେରୁଥିଲେ, ବାଟରେ ଉଜୁଡ଼ିଗଲା ସଂସାର

ତେଲକୋଇ: ଆଖି ସାମ୍ନାରେ ବାପାଙ୍କୁ ହରାଇଲେ ଦୁଇ ଭାଇ। ମାମୁ ଘରକୁ ବୁଲିବାକୁ ଯାଇ ନିଜ ଘରକୁ ଫେରୁ ଥିବାବେଳେ ବାଟରେ ଘଟିଲା ଦୁର୍ଘଟଣା। ଏଥିରେ ଦୁଇ ଭାଇ ଓ ମା’ଙ୍କ ଜୀବନ ବଞ୍ଚି ଯାଇଥିଲେ ମଧ୍ୟ ସବୁଦିନ ପାଇଁ ଦୁଇ ଭାଇ ସେମାନଙ୍କର ବାପାଙ୍କୁ ହରାଇଦେଲେ।  କେନ୍ଦୁଝର...

mp aparajita sarangi
ସିଲ୍ ହେଲା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍‌

ଭୁବନେଶ୍ୱର: କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟକୁ BMC ସିଲ୍ କରିଛି। BMCର ଏକ ଟିମ୍‌ ପଳାସପଲ୍ଲୀରେ ଥିବା ସାଂସଦ ଅପରାଜିତାଙ୍କ ଅଫିସ୍‌ରେ ପହଞ୍ଚି ୧୫ ଦିନ ପାଇଁ ଅଫିସ୍‌କୁ ସିଲ୍‌ କରିଛନ୍ତି। ସୂଚନାଥାଉ କି, ଗତ ୮ ତାରିଖ ଦିନ...

bjd mla
ମୁଁ କରିଥିବା ଭୁଲ୍‌ ପାଇଁ ସମସ୍ତଙ୍କ ପାଖରେ କ୍ଷମା ମାଗୁଛି: ବିଜେଡି ବିଧାୟକ

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ ମାମଲା ପ୍ରସଙ୍ଗରେ ସତ୍ୟବାଦୀ ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟ ଆଜି କ୍ଷମା ମାଗିଛନ୍ତି। କରୋନା ପଜିଟିଭ୍ ଥାଇ ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ଅନ୍ତ୍ୟେଷ୍ଟିରେ ଯୋଗଦେଇଥିବା ନେଇ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ତେବେ ଏହି ଘଟଣାରେ ବିଧାୟକ ଉମାକାନ୍ତ କ୍ଷମା...

train
ଆଜିଠୁ ଟ୍ରେନ୍‌ ଟିକେଟ୍‌ ରିଜର୍ଭେସନ୍‌ ନିୟମରେ ପରିବର୍ତ୍ତନ, ଜାଣନ୍ତୁ କ’ଣ ଏହି ନିୟମ...

ନୂଆଦିଲ୍ଲୀ: ଆଜିଠୁ ଟ୍ରେନ୍‌ ଟିକେଟ୍‌ ରିଜର୍ଭେସନ୍‌ ‌ ନିୟମରେ ପରିବର୍ତ୍ତନ ହୋଇଛି। ଟ୍ରେନ୍‌ ଛାଡ଼ିବାର ନିର୍ଦ୍ଧାରିତ ସମୟ ପୂର୍ବରୁ ଅର୍ଥାତ୍‌ ୩୦ ମିନିଟ୍‌ରୁ ୫ମିନିଟ୍‌‌ ମଧ୍ୟରେ ମଧ୍ୟ ଟିକେଟ୍‌ ବୁକ୍‌ କରିହେବ। ଆଜିଠୁ ରିର୍ଜଭେସନ୍ ଚାର୍ଟର ଏହି ପୁରୁଣା  ନିୟମ ଲାଗୁ ହୋଇଛି। ଏହି ନିୟମ ପୂର୍ବରୁ ମଧ୍ୟ...

neha
ଅକ୍ଟୋବର ୨୪ରେ ବିବାହ କରିବେ କି ନେହା ? ସୋସିଆଲ୍‌ ମିଡିଆରେ ଶେଆର କଲେ ହୃଦୟର କଥା

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କର ତାଙ୍କର ଦୀର୍ଘ ଦିନର ବନ୍ଧୁ ରୋହନ‌ପ୍ରୀତ୍‌ ସିଂଙ୍କୁ ଖୁବ୍‌ ଶୀଘ୍ର ବିବାହ କରିବେ ବୋଲି ଶୁଣିବାକୁ ମିଳୁଛି। ଏପରିକି ରୋହନଙ୍କ ପ୍ରତି ଥିବା ଭଲପାଇବାକୁ ନେହା ସୋସିଆଲ୍‌ ମିଡିଆରେ ମଧ୍ୟ ଶେଆର୍‌ କରିଛନ୍ତି। ଇନ୍‌ଷ୍ଟାଗ୍ରାମରେ ରୋହନପ୍ରୀତଙ୍କ ସହ ଏକ ଫଟୋ...

earthquake
ବିଳମ୍ବିତ ରାତିରେ ଭୂକମ୍ପର ଝଟ୍‌କା, ଲୋକେ ଆତଙ୍କିତ

ବିଷ୍ଣୁପୁର: ମଣିପୁରର ବିଷ୍ଣୁପୁର ଅଞ୍ଚଳରେ ଗତକାଲି ରାତିରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୫.୩ ରେକର୍ଡ କରାଯାଇଛି। National Center for Seismologyର ସୂଚନା ଅନୁସାରେ, ରାତି ୧୧ଟା ୮ରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ବିଷ୍ଣୁପୁରରୁ ୩୦ କି.ମି....

rain
ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ୍‌ମାର୍କଡ୍‌ରେ ପରିଣତ...

ଇଞ୍ଜିନିୟରଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାସ୍‌, ରଚା ଯାଇଥିଲା ଏମିତି ଷଡ଼ଯନ୍ତ୍ର

ଝାରସୁଗୁଡ଼ା: ଝାରସୁଗୁଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ମନୋରଞ୍ଜନ ପଟ୍ଟନାୟକଙ୍କୁ ଅପହରଣ ମାମଲାର ପର୍ଦ୍ଦାଫାସ ହୋଇଛି। ପ୍ରତିଶୋଧ ପରାୟଣ ହୋଇ ଏହି ଅପହରଣ କରାଯାଇଥିବା ନେଇ ପୋଲିସ୍‌ କହିଛି। ଏହି ଘଟଣାରେ ୮ଜଣ ଅଭିଯୁକ୍ତଙ୍କୁ ଗିରଫ ପରେ ମାମଲା ଉପରୁ ପରଦା ହଟିଛି। ସୂଚନା ଅନୁସାରେ, ଗ୍ରାମ୍ୟ...

delhi
ଯୁବତୀଙ୍କ ସହ ଫ୍ରେଣ୍ଡ୍‌ଶିପ୍‌କୁ ନେଇ ୧୮ ବର୍ଷୀୟ ଛାତ୍ରଙ୍କୁ ପିଟିପିଟି ହତ୍ୟା !

ନୂଆଦିଲ୍ଲୀ: ଯୁବତୀଙ୍କ ସହ ବନ୍ଧୁତ୍ୱକୁ ନେଇ ୧୮ ବର୍ଷୀୟ ଛାତ୍ରଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଦିଲ୍ଲୀରୁ ଏଭଳି ଅଭିଯୋଗ ଆସିଛି। ଏହି ଘଟଣାରେ ୩ ଜଣ ନାବାଳକଙ୍କ ସମେତ ୫ଜଣଙ୍କୁ ପୋଲିସ୍‌ ହେପାଜତକୁ ନିଆଯାଇଥିବା ସୂଚନା ମିଳିଛି। ମୃତ ଛାତ୍ର ହେଲେ ପଶ୍ଚିମ ଦିଲ୍ଲୀର ଆଦର୍ଶ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।