ଭୁବନେଶ୍ୱର: କରୋନା ଚିକିତ୍ସା ଓ ମୃତ୍ୟୁର ସମୀକ୍ଷା କରିବ ଜିଲ୍ଲା ସ୍ତରୀୟ କମିଟି। ଏହି କମିଟି ଉଭୟ ଘରୋଇ ଓ ସରକାରୀ ହସ୍ପିଟାଲରେ କୋଭିଡ୍ ଚିକିତ୍ସା କିଭଳି ଚାଲିଛି ତାହାର ଅଡିଟ୍ କରିବ। ଏହାସହ କରୋନା ଆକ୍ରାନ୍ତ/ ସନ୍ଦିଗ୍ଧ ରୋଗୀଙ୍କ ମୃତ୍ୟୁର ମଧ୍ୟ ସମୀକ୍ଷା କରିବ ଏହି କମିଟି।...
ଗୌହାଟି: ଆସାମରେ ପୋଲିସ୍ ସବ୍-ଇନ୍ସପେକ୍ଟର(SI) ନିଯୁକ୍ତି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ୪୫ ଜଣଙ୍କୁ ଗିରଫ କରାଯାଇଛି। ଅନେକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଏବଂ ଡିଜିଟାଲ୍ ପ୍ରମାଣପତ୍ର ମଧ୍ୟ ଜବତ କରାଯାଇଛି। ପ୍ରଶ୍ନପତ୍ର ଲିକ୍ର ମୁଖ୍ୟ ଅଭିଯୁକ୍ତକୁ ଶୀଘ୍ର ଗିରଫ କରାଯିବ ବୋଲି ଆସାମ ପୋଲିସ ଡିଜି ଭାସ୍କର ଜ୍ୟୋତି ମହାନ୍ତ...
ଭୁବନେଶ୍ୱର: ଗତକାଲି ପୂର୍ବ କେନ୍ଦ୍ରୀୟ ଓ ଏହାର ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ୱେଲ୍ମାର୍କଡ୍ରେ ପରିଣତ ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସକାଳ ୫ଟା ୩୦ରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ(ଡିପ୍ରେସନ୍)ର ରୂପ ନେଇଛି। ଏହା ଆହୁରି ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ(ଡିପ୍- ଡିପ୍ରେସନ୍)ର ରୂପ...
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୫୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୦୪ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୪୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ...
ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୦୨୨ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ...
ବେଙ୍ଗାଲୁରୁ: ବିରିୟାନି ପ୍ରାୟତଃ ସମସ୍ତଙ୍କର ପସନ୍ଦ। ହେଲେ ବିରିୟାନି ଖାଇବା ପାଇଁ ରାତି ୩ ଟାରୁ ଧାଡ଼ିରେ ଛିଡ଼ା ହେବା କଥା ଶୁଣିଲେ ଅଜବ ଲାଗିବ। ହେଲେ ଏମିତି କିଛି ଦୃଶ୍ୟ କର୍ଣ୍ଣାଟକର ବେଙ୍ଗାଲୁରୁରେ ଦେଖିବାକୁ ମିଳିଛି। କରୋନା କଟକଣାକୁ ଫୁ’ କରି ମଟନ ବିରିୟାନି ଖାଇବା ପାଇଁ...
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ମାତିଲେ ATM ଲୁଟେରା। ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ଷ୍ଟେସନ ରୋଡ୍ରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(PNB) ଏଟିଏମ୍ରୁ ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଗ୍ୟାସ୍ କଟରରେ କାଟି ATMରୁ ପ୍ରାୟ ୨୮ ଲକ୍ଷ...
ଧନ୍ବାଦ୍: JMM (Jharkhand Mukti Morcha) ନେତା ଶଙ୍କର ରୱାନି ଓ ତାଙ୍କ ପତ୍ନୀଙ୍କ ମୃତଦେହ ଘର ଭିତରୁ ମିଳିଛି। ଉଭୟଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ଆଜି ସକାଳେ ଉଭୟଙ୍କ ମୃତଦେହ ଧନ୍ବାଦ୍ ଜିଲ୍ଲାରେ ସେମାନଙ୍କ ଘର ଭିତରୁ ଉଦ୍ଧାର କରାଯାଇଛି। ପୋଲିସ୍ ସୂଚନା ଅନୁସାରେ, ଶଙ୍କର ରୱାନି...
ଭୁବନେଶ୍ୱର: ଆଇପିଏସ୍ ଅଫିସର ତଥା ଗୁଇନ୍ଦା ବିଭାଗ ଡିଆଇଜି ଅନୁପ ସାହୁଙ୍କ ନାଁରେ ଫେସ୍ବୁକ୍ରେ ଫେକ୍ ଆକାଉଣ୍ଟ ଖୋଲା ଯାଇଛି। ଏନେଇ ଡିଆଇଜି ଅନୁପ ସାହୁ ଖୋଦ୍ ଏହି ସୂଚନା ଦେଇଛନ୍ତି। କେହି ଦୁର୍ବୃତ୍ତ ଫେସବୁକରେ ଏହି ଫେକ୍ ଆକାଉଣ୍ଟ ଖୋଲିଥିବା ଜଣାପଡ଼ିଛି। ଏହି ଆକାଉଣ୍ଟର ପ୍ରୋଫାଇଲରେ ୟୁନିଫର୍ମରେ...
ଭୁବନେଶ୍ୱର: ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବିଜେପି ଆଜି ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ସଦର ପାଇଁ ମାନସ କୁମାର ଦତ୍ତଙ୍କୁ ବିଜେପି ପକ୍ଷରୁ ପ୍ରାର୍ଥୀ କରାଯାଇଥିବା ବେଳେ ତିର୍ତ୍ତୋଲ ପାଇଁ ରାଜକିଶୋର ବେହେରାଙ୍କୁ ବିଜେପି ପ୍ରାର୍ଥୀ ଭାବେ ଦଳ...
ଭୁବନେଶ୍ୱର: ଅବପାତ(ଡିପ୍ରେସନ୍)ର ରୂପ ନେଇଥିବା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ୱେଲ୍ମାର୍କଡ୍ ଲୋ-ପ୍ରେସର(ଲଘୁଚାପ) ଆସନ୍ତା କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ(ଡିପ୍-ଡିପ୍ରେସନ୍) ପରିଣତ ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ବିଶାଖାପାଟଣାରୁ ୩୧୦ କି.ମି. ଦକ୍ଷିଣପୂର୍ବ ଦିଗରେ ରହିଛି। ଆଜି ମଧ୍ୟରାତ୍ରିରେ...
ଅହମଦାବାଦ: ପୋଲିସ୍ ହାତରେ ଧରାପଡ଼ିଲା କ୍ରିକେଟର ମହେନ୍ଦ୍ର ସିଂ ଧୋନିଙ୍କ ୫ ବର୍ଷର ଝିଅକୁ ଧମକ ଦେଇଥିବା ନାବାଳକ। ରବିବାର ଦିନ ଗୁଜରାଟ କଚ୍ଛ ଜିଲ୍ଲାରୁ ଏହି ୧୬ ବର୍ଷୀୟ ନାବାଳକଙ୍କୁ ପୋଲିସ୍ ଧରିବା ସହ ତାଙ୍କୁ ଅଟକ ରଖିଛି। ଚଳିତ ଆଇପିଏଲ୍ରେ ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱ...