ଭୁବବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି Odisha Joint Entrance Examination (OJEE)। ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। JEE(Main) ଢାଞ୍ଚାରେ କମ୍ପ୍ୟୁଟର ବେସ୍ଡ୍ ଟେଷ୍ଟ ମାଧ୍ୟମରେ ଦିନକୁ ୩ଟି ସିଫ୍ଟରେ ପରୀକ୍ଷା ହେବ। ସକାଳ ୯ଟାରୁ ୧୧ଟା, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ଣ ୨ଟା ୩୦ ଏବଂ...
ଜଳେଶ୍ୱର: ଦୋକାନ ଭିତରେ ପଶି ଲୁଗା ଦୋକାନୀଙ୍କ ଉପରକୁ ମରଣାନ୍ତକ ଆକ୍ରମଣ ଅଭିଯୋଗ। ଯାହାର ଲାଇଭ୍ ଭିଜୁଆଲ୍ ସିସିଟିଭିରେ କଏଦ ହୋଇଛି। ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳରେ ଏହି ଘଟଣା ଘଟିଛି। ଆକ୍ରମଣ କରିଥିବା ଦୁଇ ଯୁବକ ହେଲେ ସ୍ଥାନୀୟ ଅଞ୍ଚଳର ରାଜେନ୍ଦ୍ର ଜେନା ଓ ତାଙ୍କ ଭାଇ...
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୪୨୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୪୨୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୧୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୦୦୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...
ମାଲକାନଗିରି: ଜନ୍ମ କଲା ଛୋଟ ଛୁଆ କଥା ଭାବିଲେନି ବାପା-ମା’। ଶେଷରେ ଏତେ ସ୍ୱାର୍ଥପର ହୋଇଗଲେ ଯେ ଏହି ଦମ୍ପତି, ଅଲଗା ହୋଇ ଅନ୍ୟତ୍ର ବିବାହ କଲେ ଆଉ ୯ ବର୍ଷର ପୁଅକୁ ଅନ୍ୟତ୍ର ବିକ୍ରି କରିଦେଲେ। ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ୍ ଅନ୍ତର୍ଗତ ତେଲଗାବେଚା ଗାଁରୁ ଏଭଳି...
ବଲାଙ୍ଗିର: ବାରମ୍ବାର ବାହାଘର ଭାଙ୍ଗିବା ଯିବାରୁ ଜଣେ ଯୁବତୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ କୁଲତାଜୋର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତି ୩ଟାରେ ଯୁବତୀ ଜଣକ ନିଜ ଦେହରେ କିରାସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର...
ଭୁବନେଶ୍ୱର: ଭୁବନେଶ୍ୱର ସାମନ୍ତରାପୁରର ମିଠା ଦୋକାନୀ ଶମ୍ଭୁ ସାହୁ ହତ୍ୟା ଘଟଣାର ପର୍ଦ୍ଦାଫାସ୍ ହୋଇଛି। ସୁପାରୀ କିଲର୍ଙ୍କ ଦ୍ୱାରା ଶମ୍ଭୁଙ୍କୁ ହତ୍ୟା କରାଯାଇଥିବା ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସ୍ପଷ୍ଟ କରିଛନ୍ତି। ଆଜି ଏକ ପ୍ରେସ୍ମିଟ୍ରେ ପୋଲିସ କମିଶନର ଏହି ଘଟଣା ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ସୁପାରୀ...
ଭୁବନେଶ୍ୱର: ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବିଜେଡି ଆଜି ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ସଦର ପାଇଁ ସ୍ୱରୂପ କୁମାର ଦାସଙ୍କୁ ବିଜେଡି ପକ୍ଷରୁ ପ୍ରାର୍ଥୀ କରାଯାଇଥିବା ବେଳେ ତିର୍ତ୍ତୋଲ ପାଇଁ ବିଜୟ ଶଙ୍କର ଦାସଙ୍କୁ ବିଜେଡି ପ୍ରାର୍ଥୀ ଭାବେ...
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ୟାମି ଗୌତମ ସୋସିଆଲ୍ ମିଡିଆରେ ବେଶ୍ ସକ୍ରିୟ। ନିକଟରେ ୟାମି ଟ୍ୱିଟରରେ ‘Ask Me’ session ହୋଷ୍ଟ୍ କରିଥିଲେ। ଏହି sessionରେ ଫ୍ୟାନ୍ସମାନେ ତାଙ୍କୁ ଅନେକ ପ୍ରଶ୍ନ ପଚାରିଥିଲେ, ଯାହାର ଉତ୍ତର ମଧ୍ୟ ୟାମି ଦେଇଥିଲେ। ଜଣେ ଫ୍ୟାନ୍ସ ୟାମିଙ୍କୁ ପଚାରିଥିଲେ, ‘ଆପଣ କ’ଣ...
ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨ଟି ସ୍ପେଶାଲ୍ ସ୍କିମ୍ ଘୋଷଣା କରିଛନ୍ତି। ଗୋଟିଏ ହେଲା-Leave Travel Concession ସମ୍ବନ୍ଧୀୟ କ୍ୟାସ୍ ଭାଉଚର୍ ଓ ଅନ୍ୟଟି ହେଲା-ଫେଷ୍ଟିଭାଲ୍ ଆଡଭାନ୍ସ। ବିନା ସୁଧରେ ୧୦ ହଜାର ଟଙ୍କା ଫେଷ୍ଟିଭାଲ ଆଡଭାନ୍ସ ନେଇ ପାରିବେ କର୍ମଚାରୀ।...
ବାଲେଶ୍ୱର: ଭାରସାମ୍ୟ ହରାଇ ଧାନ ବିଲକୁ ଯାତ୍ରୀବାହୀ ବସ୍ ଓଲଟିଲା ପଡ଼ିବା ଫଳରେ ୫ଜଣ ଯାତ୍ରୀ ଆହତ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲା ଡିଗିରିବାହୀ ଛକ ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ବସ୍ଟି କଷାଫଳ ମୁହାଣରୁ ବାଲେଶ୍ୱର ଆସୁଥିଲା। ଏହି ସମୟରେ ବସ୍ଟି ଭାରସାମ୍ୟ ହରାଇ ଡିଗିରିବାହୀ...