• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

rain
ବର୍ଷା ସହ ବଜ୍ରପାତ ଆଶଙ୍କା: ଦିନ ୧୧ଟା ଯାଏ ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ରାୟଗଡ଼ା, ଯାଜପୁର, ସୁବର୍ଣ୍ଣପୁର, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର,...

ପ୍ରବଳ ବର୍ଷାରେ ଭୁଶୁଡ଼ି ପଡ଼ିଲା ପାଚେରି; ୨ ମାସର ଶିଶୁ ସମେତ ୯ ମୃତ

ହାଇଦ୍ରାବାଦ: ପ୍ରବଳ ବର୍ଷାରେ ପାଚେରି ଭୁଶୁଡ଼ି ପଡ଼ିବା ଫଳରେ ହାଇଦ୍ରାବାଦରେ ୯ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ୨ ମାସର ଶିଶୁ ରହିଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ଗତ ୩ ଦିନ ହେବ ତେଲେଙ୍ଗାନା ଓ ଆନ୍ଧ୍ର ପ୍ରଦେଶରେ ପ୍ରବଳ ବର୍ଷା ଜାରି...

lighting 1
ବଜ୍ରପାତ ନେଲା ୨ ଜୀବନ

ନୟାଗଡ଼: ନୟାଗଡ ଜିଲ୍ଲା ଦଶପଲ୍ଲା ବ୍ଲକ୍‌ ଅନ୍ତର୍ଗତ ଡିହଗାଁରେ ବଜ୍ରପାତରେ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ ଅଛନ୍ତି। ମୃତକ ଦ୍ୱୟ ହେଲେ- ଆଶାଲତା ସାହୁ ଓ ଉଦୟନାଥ ପ୍ରଧାନ। ଆଜି ସକାଳେ ବଜ୍ରପାତରେ ଆଶାଲତା ଓ ଉଦୟନାଥ ଗୁରୁତର ଆହତ...

loot
ୟୁଟ୍ୟୁବ୍‌ରୁ ଶିଖି ଲୁଟ୍‌ ପାଇଁ ଆସିଥିଲେ,‌ ହେଲେ...

କଟକ: କାମ କଲାନି ୟୁଟ୍ୟୁବ୍‌ ବିଦ୍ୟା। ଫେଲ୍‌ ମାରିଲା ଏଟିଏମ୍‌ରୁ ଲୁଟ୍ ଉଦ୍ୟମ। ଶେଷରେ ପୋଲିସ ହାତରେ ଧରା ପଡ଼ିଲା ଲୁଟେରା। ଏଭଳି କିଛି ଘଟଣା ଘଟିଛି କଟକରେ। ସୂଚନା ଅନୁସାରେ, ଗତ ରବିବାର ରାତିରେ କଟକ ଗଣ୍ଡରପୁରରେ ଥିବା ଏକ ଏଟିଏମ୍‌ରୁ ଜଣେ ଯୁବକ ଲୁଟ୍‌ ପାଇଁ...

CSK
ଫେରୁଛି ଚେନ୍ନାଇର ଚମକ, ହାଇଦ୍ରାବାଦକୁ ହରାଇ ତୃତୀୟ ଥର ବିଜୟ ହାସଲ କଲା ଧୋନି ବାହିନୀ

ଦୁବାଇ: ଆଇପିଏଲ୍‌ରେ ଫେରୁଛି ଚେନ୍ନାଇର ଚମକ। ଗତ ୭ଟି ମ୍ୟାଚ୍‌ରୁ ମାତ୍ର ୨ଟିରେ ବିଜୟୀ ହୋଇଥିବା ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍ କିଙ୍ଗସ୍ ୨୦ ରନ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ତୃତୀୟ ଥର ପାଇଁ ବିଜୟ ହାସଲ କରିଛି। ଏହି ବିଜୟ ସହିତ CSK...

bus
ବସ୍‌ ମାଲିକଙ୍କୁ ୫ ଲକ୍ଷ ୬୬ ହଜାର ଟଙ୍କା ଫାଇନ୍‌

ଭୁବନେଶ୍ୱର: ଏକ ଯାତ୍ରୀବାହୀ ବସ୍‌ର ମାଲିକଙ୍କୁ ୫,୬୬,୯୮୧ ଟଙ୍କା ଫାଇନ୍‌ କରାଯାଇଛି। ୨୦୧୯ ମେ’ରୁ ଏଯାଏ MV ଟ୍ୟାକ୍ସ ଦିଆଯାଇ ନ ଥିବାରୁ RTO-୨ ଭୁବନେଶ୍ୱର ଏହି ଜରିମାନା କରିଥିବା ସୂଚନା ମିଳିଛି। ବସ୍‌ଟି(OD10 F0409) କୋରାପୁଟରୁ ଭୁବନେଶ୍ୱର ଚଳାଚଳ କରୁଥିଲା। ବସ୍‌ଟିର ବୈଧ ଷ୍ଟେଜ୍‌ କ୍ୟାରେଜ୍ ପରମିଟ୍...

corona test
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ୨,୬୦୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୬୦୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୬୦୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୧୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୯୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫  କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା  ୧,୦୭୨ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ଜିଲ୍ଲାରୁ ୩ ଜଣ, ବାଲେଶ୍ୱର, ବୌଦ୍ଧ, ଗଞ୍ଜାମ,...

helicopters collide
ମଝି ଆକାଶରେ ୨ ସେନା ବିମାନ ମୁହାଁମୁହିଁ ଧକ୍କା, ୧୫ ମୃତ

କାବୁଲ: ଆଫଗାନିସ୍ତାନରେ ବାୟୁସେନାର ୨ଟି ହେଲିକପ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି। ସେଠାକାର ସ୍ଥାନୀୟ ଗଣମାଧ୍ୟମ ଟୋଲୋ ନ୍ୟୁଜ୍‌ର ସୂଚନା ଅନୁସାରେ, ମଙ୍ଗଳବାର ରାତିରେ ଦକ୍ଷିଣ ହେଲମନ୍ଦ ପ୍ରଦେଶର ମଝି ଆକାଶରେ ଆଫଗାନିସ୍ତାନ ବାୟୁସେନାର ୨ଟି ହେଲିକପ୍ଟର ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।...

କୋଇଲା ଦୁର୍ନୀତି ମାମଲା: ୨୬କୁ ଘୁଞ୍ଚିଲା ଦିଲୀପ ରାୟଙ୍କ ଦଣ୍ଡବିଧାନ

ଭୁବନେଶ୍ୱର: କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କ ଦଣ୍ଡବିଧାନ ଶୁଣାଣି ଆସନ୍ତା ୨୬ ତାରିଖକୁ ଘୁଞ୍ଚିଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କୁ କୋର୍ଟରେ ହାଜର ପାଇଁ ସ୍ୱତନ୍ତ୍ର କୋର୍ଟର ଜଜ୍ ଭାରତ ପରାଶର ନିର୍ଦ୍ଦେଶ...

kangana 1
କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ କଲା ପୋଲିସ୍‌

ତୁମ୍‌କୁରୁ: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ୍‌ଙ୍କ ବିରୋଧରେ କର୍ଣ୍ଣାଟକ ତୁମ୍‌କୁରୁ ଜିଲ୍ଲାରେ ମାମଲା ରୁଜୁ ହୋଇଛି। କୃଷକଙ୍କୁ ନେଇ ସେପ୍ଟେମ୍ବର ୨୧ରେ କଙ୍ଗନା କରିଥିବା ଏକ ଟ୍ୱିଟ୍‌ ତାଙ୍କ ପାଇଁ ଏହି ଅଡ଼ୁଆ ସୃଷ୍ଟି କରିଛି। ଏହି ଟ୍ୱିଟ୍‌କୁ ନେଇ ମଙ୍ଗଳବାର ଦିନ ପୋଲିସ୍‌ କଙ୍ଗନାଙ୍କ ବିରୋଧରେ ଏକ ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।