• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Electrocuted
ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡ଼ା(ନନ୍ଦ କିଶୋର ପଟ୍ଟନାୟକ): ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ କୁମୁଡ଼ାବାଲି ସ୍ଥିତ କସ୍ତୁରବା ବାଳିକା ବିଦ୍ୟାଳୟର ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଙ୍କ ନାଁ  ନନ୍ଦିନୀ କାଡ୍ରାକା। ସେ ସପ୍ତମ ଶ୍ରେଣୀର ଛାତ୍ରୀ ଥିଲେ।…

lightning
୬ ଜିଲ୍ଲାକୁ ବର୍ଷା, ବଜ୍ରପାତ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।  ଏହିସବୁ ଜିଲ୍ଲାବାସୀଙ୍କୁ ସକାଳ ୮ଟା ୩୦...

ସପିଂ ମଲ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଏକ ସପିଂ ମଲ୍‌ରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ମଲ୍‌ରେ ନିଆଁ ଲାଗିଥିବା ସୂଚନା ମିଳିଛି। ଆଜି ସକାଳୁ କିଛି ଲୋକ ଦେଖି ଏ ସମ୍ପର୍କରେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ୩ଟି...

vigilance raid
କୋଟିପତି ହିନ୍ଦୀ ଶିକ୍ଷକ; ୧୦ଟି ପ୍ଲଟ୍‌, ୫ଟି ଘର

ବ୍ରହ୍ମପୁର: ପ୍ରାୟ ୫ କୋଟି ଟଙ୍କା ସମ୍ପତ୍ତିର ମାଲିକ ହେଉଛନ୍ତି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ଝାଡ଼ାଙ୍କୁଲି ଗାଁ ଯଶୋଧା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ବ୍ରହ୍ମପୁର, ଭୁବନେଶ୍ୱର ଘର ସମେତ ୧୦ଟି ସ୍ଥାନରେ ରେଡ୍ କରିଥିଲା। ଏହି ରେଡ୍‌...

Minor-raped 1
କଟକରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୨୪ ଘଣ୍ଟାରେ ଧରାପଡ଼ିଲେ ଅଭିଯୁକ୍ତ

କଟକ: ତିର୍ତ୍ତୋଲ ଅଞ୍ଚଳର ଜଣେ ନାବାଳିକାଙ୍କୁ  କଟକରେ ଗଣଦୁଷ୍କର୍ମ ଅଭିଯୋଗ ଘଟଣାରେ ଅନ୍ୟ ଜଣେ ଫେରାର ଅଭିଯୁକ୍ତକୁ କମିଶନରେଟ ପୋଲିସ୍‌ ଗିରଫ କରିଛି। ପୂର୍ବରୁ ଜଣଙ୍କୁ ଗିରଫ କରି ପଚରାଉଚରା ଚଳାଇଥିଲା ପୋଲିସ୍।‌ ଏବେ ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ୍‌। ଗିରଫ ଦୁଇ...

rain
ଅପରାହ୍ଣ ୧୨ଟା ୩୦ଟା ଯାଏ କଟକ, ଭୁବନେଶ୍ୱରବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର: ଟ୍ୱିନ୍‌ ସିଟିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଜି ଅପରାହ୍ଣ ୧୨ଟା ୩୦ଟା ଯାଏ କଟକ ଓ ଭୁବନେଶ୍ୱରରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଘଣ୍ଟାକୁ ୨ରୁ ୩ ସେ.ମି. ବର୍ଷା ହେବାର...

paddy
ମଣ୍ଡିରେ ପଡ଼ି ରହିଛି ଶହ ଶହ ଧାନ ବସ୍ତା, ଚିନ୍ତାରେ ଚାଷୀ

ବରଗଡ଼ (ଦୀପକ ଶର୍ମା): ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଯାଉଛି। ଆଉ କିଛି ଦିନ ପରେ ଧାନ କିଣା ସରିବ। ହେଲେ ଏବେ ବି ମଣ୍ଡିରେ ଶହ ଶହ ଧାନ ବସ୍ତା ପଡ଼ି ରହିଛି। ଆଉ ବର୍ଷାରେ ଭିଜି ନଷ୍ଟ ହେଉଛି…

‘ଏ ବର୍ଷ ହୋଇପାରେ ହାଡ଼ଭଙ୍ଗା ଶୀତ’

ନୂଆଦିଲ୍ଲୀ: ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ହାଡ଼ଭଙ୍ଗା ଶୀତ ଅନୁଭୂତ ହୋଇପାରେ। ଲା- ନିନା ସ୍ଥିତି ଯୋଗୁ ଭାରତରେ ହିମପ୍ରବାହ ବଢ଼ିପାରେ ବୋଲି ଅନୁମାନ କରାଯାଉଛି। ଜାତୀୟ ଗଣମାଧ୍ୟମର ୱେବିନାରରେ ଭାରତୀୟ ପାଣିପାଗ ବିଭାଗର(ଆଇଏମଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ପ୍ରବଳ ଶୀତ ଯୋଗୁ ରାଜସ୍ଥାନ,...

corona 1
ଦିନକରେ ଓଡ଼ିଶାରେ ୨,୪୭୦ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୩୬୮

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୪୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୬୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୦୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

ବିଷାକ୍ତ ଖାଦ୍ୟ ଖାଇ ଆଖି ବୁଜିଲେ ୩ ଭାଇଭଉଣୀ

ମାଲକାନଗିରି: ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ମାଲକାନଗିରି ଜିଲ୍ଲା କଚେଲି ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୨ଜଣ ଭଉଣୀ ଓ ଜଣେ ଭାଇ ଅଛନ୍ତି। ମୃତ୍ୟୁବରଣ କରିଥିବା ୩ ପିଲାଙ୍କ ବୟସ- ୧୨,୭ ଓ ୩ ବର୍ଷ। ସେମାନଙ୍କ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।