• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona
ଖୋର୍ଦ୍ଧାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ଓଡ଼ିଶାରେ ୨,୧୯୬ ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୧୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୧୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୭୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୯୨୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

ballon
କୁଆଡ଼ୁ ଆସିଲା ଏହି ଉଡ଼ନ୍ତା ବେଲୁନ୍‌ ?

ନୀଳଗିରି: ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ୍‌ ଅନ୍ତର୍ଗତ ତେଲିପାଳ ଅଞ୍ଚଳରେ ଏକ ଉଡ଼ନ୍ତା ବେଲୁନ୍‌କୁ ନେଇ ଏବେ ଆତଙ୍କ ସୃଷ୍ଟି ହୋଇଛି। ବେଲୁନ୍‌ରେ କିଛି ଯନ୍ତ୍ରାଂଶ, କ୍ୟାମେରା ଲାଗିଥିବା ଦେଖିବାକୁ ମିଳିଥିଲା। ଯାହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ହୋଇଯାଇଛନ୍ତି। ସୂଚନା ଅନୁସାରେ, ଆଜି ସକାଳେ ତେଲିପାଳ ଅଞ୍ଚଳରେ...

aparajita sarangi
ଖୋଲିଲା ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍

ଭୁବନେଶ୍ୱର: ଖୋଲିଲା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଫିସ୍। ସିଲ୍ ହେବାର ୮ ଦିନ ପରେ ଆଜି ଭୁବନେଶ୍ୱର ପଳାସପଲ୍ଲୀ ସ୍ଥିତ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ କାର୍ଯ୍ୟାଳୟ ଖୋଲିଛି। ଗତ ୧୦ ତାରିଖରେ ସାଂସଦଙ୍କ ଅଫିସ୍ ୧୫ ଦିନ ପାଇଁ ସିଲ୍ କରିଥିଲା BMC। କିନ୍ତୁ ଆଜି ୮...

ବ୍ରେକିଂ ନ୍ୟୁଜ୍‌: ଜୁଲାଇ ୨, ୨୦୨୧

ଭୁବନେଶ୍ୱର: ୧୭ ହଜାର ପ୍ରିଆକ୍ଟିଭେଟେଡ୍ ସିମ୍ ଜବତ ହେବା ଘଟଣା; ୪ ଦିନିଆ ରିମାଣ୍ଡରେ ଯିବେ ରାକେଟ୍‌ରେ ସଂପୃକ୍ତ ୩ ଅଭିଯୁକ୍ତ, ଗିରଫ ୩ ଅଭିଯୁକ୍ତଙ୍କ ମଧ୍ୟରେ ୨ ଜଣ ଇଞ୍ଜିନିୟର ଥିବା ସୂଚନା ପୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀର…

accident
ଦୁର୍ଘଟଣାରେ ଆଖି ବୁଜିଲେ ପୂର୍ବତନ ସାଂସଦଙ୍କ ପୁଅ

କଟକ: କଟକ ତେଲେଙ୍ଗାପେଣ୍ଠ ନିକଟରେ ହୋଇଥିବା ଦୁର୍ଘଟଣାରେ ମୃତକଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି। ୩ ମୃତକଙ୍କ ମଧ୍ୟରୁ ଜଣେ ସମ୍ବଲପୁରର ପୂର୍ବତନ ସାଂସଦ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ ବୋଲି  ପୋଲିସ ସ୍ପଷ୍ଟ କରିଛି। ତେବେ ଅନ୍ୟ ୨ ମୃତକଙ୍କ ପରିଚୟ ମିଳିନାହିଁ। ୧୬ ନମ୍ବର ଜାତୀୟ...

ମିଥୁନଙ୍କ ପୁଅଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଲେ ମହିଳା, କହିଲେ-ବଳପୂର୍ବକ...

ମୁମ୍ବାଇ: ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କ ପୁଅ ମହାକ୍ଷୟ ଓରଫ ମିମୋହଙ୍କ ବିରୋଧରେ ଓସିୱାରା ପୋଲିସ୍‌ ଷ୍ଟେସନରେ ଜଣେ ମହିଳା ଦୁଷ୍କର୍ମ ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ମହିଳା ଜଣକ ମିମୋହଙ୍କ ମା’(ମିଥୁନଙ୍କ ସ୍ତ୍ରୀ)ଙ୍କ ବିରୋଧରେ ମଧ୍ୟ ଅଭିଯୋଗ ଆଣିଛନ୍ତି। ମହିଳାଙ୍କ ଅଭିଯୋଗ ଆଧାରରେ ପୋଲିସ୍‌ ଏତଲା ଗ୍ରହଣ କରି...

ରାଜା ଆଚାର୍ଯ୍ୟଙ୍କୁ ଉଠାଇ ନେଲା ପୋଲିସ୍‌

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ କମିଶନରେଟ ପୋଲିସ୍‌ ଉଠାଇ ନେଇଥିବା ସୂଚନା ମିଳିଛି। ଦାଦାବଟି ଜୁଲମ୍‌ ଅଭିଯୋଗରେ ରାଜାଙ୍କୁ ପୋଲିସ୍‌ ଉଠାଇ ନେଇଥିଲା। ପରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଆଜି କମିଶନରେଟ ପୋଲିସ୍‌ର Anti extortion wing ରାଜାଙ୍କୁ ଉଠାଇ ନେଇଥିଲା। ବର୍ତ୍ତମାନ ତାଙ୍କୁ କ୍ୟାପିଟାଲ୍‌ ଥାନାରେ...

two sister died
ମିଳିଲା ୨ ଭଉଣୀଙ୍କ ମୃତଦେହ, ବ୍ରିଜ୍‌ ଉପରେ ସ୍କୁଟି ରଖି ନଦୀକୁ ଡେଇଁ ପଡ଼ିଥିଲେ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ତୁସୁରା ଥାନା ତେଲ ନଦୀ ବ୍ରିଜ୍‌ରୁ ନଦୀକୁ ଡେଇଁ ପଡ଼ି ନିଖୋଜ ଥିବା ଦୁଇ ଭଉଣୀଙ୍କ  ମୃତଦେହ ଉଦ୍ଧାର ହୋଇଛି। ଆଜି ପ୍ରଥମେ ସାନ ଭଉଣୀ ଓ ପରେ ବଡ଼ ଭଉଣୀର ମୃତଦେହ ଉଦ୍ଧାର ହୋଇଛି। ଦୁଇ ଦିନ ପରେ ଆଜି ସୋନପୁର ଜିଲ୍ଲା...

vaccination
ରାଜ୍ୟରେ କେବେ କମିବ କରୋନା ସଂକ୍ରମଣ ? ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ରାଜ୍ୟରେ କମିପାରେ କରୋନା ସଂକ୍ରମଣ। ଆଜି ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ଦେଶର ଅନ୍ୟ ରାଜ୍ୟରେ ସଂକ୍ରମଣ କମିଛି। ସେହି ଧାରାରେ ଓଡ଼ିଶାରେ ବି କମିପାରେ ସଂକ୍ରମଣ। ସେପଟେ…

miscreants attacked
ଭାଇ ଓ ଭଉଣୀଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଭାଇ ଓ ଭଉଣୀଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହର ଅନ୍ତର୍ଗତ ଲକ୍ଷ୍ମୀ ନୃସିଂହ ସାହିରୁ ଏଭଳି ଅଭିଯୋଗ ଆସିଛି। ଆହତ ଦ୍ୱୟ ହେଲେ-କାଳିଆ ପାତ୍ର ଓ ତାଙ୍କ ଭଉଣୀ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଏମ୍‌କେସିଜି ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଦାଦାବଟି ନ ଦେବାରୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।