• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

punjab
ଚଳନ୍ତା କ୍ୟାବ୍‌ରୁ ଡେଇଁ ପଡ଼ିଲେ ୨ ମହିଳା

ଅମୃତସର: ଚଳନ୍ତା ଗାଡ଼ିରୁ ଡେଇଁ ପଡ଼ିଲେ ୨ ମହିଳା। ପଞ୍ଜାବର ଅମୃତସରରେ ଏହି ଅଭାବନୀୟ ଘଟଣା ଘଟିଛି। ଏହି ୨ ମହିଳା କ୍ୟାବ୍‌ରେ ଯାଉଥିବା ବେଳେ ଗାଡ଼ି ଡ୍ରାଇଭର ସେମାନଙ୍କ ମଧ୍ୟରୁ ଜଣେ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନର ପ୍ରୟାସ କରିବାରୁ ମହିଳା ଦ୍ୱୟ ଗାଡ଼ିରୁ ଡେଇଁ ପଡ଼ିଥିବା...

୫ କି.ମି. ପିଛା କରି ଗାଡ଼ିକୁ ଧରିଲା ପୋଲିସ୍‌, ମିଳିଲା ଏମିତି ଜିନିଷ...

ଲମତାପୁଟ: ରାତିରେ ପାଟ୍ରୋଲିଂ ବେଳେ ଏକ ନମ୍ବର ନ ଥିବା ଗାଡ଼ିକୁ ପୋଲିସ୍‌ ୫ କି.ମି. ପର୍ଯ୍ୟନ୍ତ ପିଛା କରି ଶେଷରେ ଗାଡ଼ିକୁ ଅଟକାଇଥିଲେ। ପରେ ଜଣାପଡ଼ିଥିଲା ଯେ, ଏଥିରେ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଚାଲାଣ ହେଉଥିଲା। ଆନ୍ଧ୍ରପ୍ରଦେଶରୁ ଜୟପୁରକୁ ଏକ ନମ୍ବର ନ ଥିବା ଗାଡ଼ିରେ ଗଞ୍ଜେଇ...

ମା’,ପୁଅଙ୍କ ଦାଦାଗିରି: ଦୋକାନ ଭିତରେ ପଶି ଭାଙ୍ଗିଲେ ଫୋନ୍‌, ଲାପ୍‌ଟପ୍‌; CCTVରେ କଏଦ ହେଲା ଲାଇଭ୍ ଭିଜୁଆଲ୍‌‌

ସାଲେପୁର: ଦାଦାବଟି ନ ଦେବାରୁ ଦୋକାନ ଭିତରେ ପଶି ମା’,ପୁଅଙ୍କ ଭଙ୍ଗାରୁଜା। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଠାରୁ ମାତ୍ର ୧୦୦ ମିଟର ଦୂରରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଦାଦାବଟି ମାଗିବା ପରେ ନ ଦେବାରୁ ନିଜ ମା’ଙ୍କ ସହ ମିଶି ଜଣେ ଯୁବକ ଏକ ଇଳେକ୍ଟ୍ରୋନିକ୍ସ...

coronavirus
ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୨,୦୧୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୦୧୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨,୦୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୧୩୫ରେ ପହଞ୍ଚିଛି। ଭୁବନେଶ୍ୱରରୁ ସର୍ବାଧିକ ୪ଜଣଙ୍କ ମୃତ୍ୟୁ ଘଟିଛି। କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏ, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗିର ଓ...

Doctor killed his girlfriend
ବିଷ ଇଞ୍ଜେକ୍ସନ ଦେଇ ବିବାହିତା ଗର୍ଲଫ୍ରେଣ୍ଡ୍‌ଙ୍କୁ ହତ୍ୟା କଲେ ଡାକ୍ତର, ୪୦ ଦିନ ପରେ ହେଲା ଏମିତି ଖୁଲାସା

ଲକ୍ଷ୍ନୌ: ବିବାହିତା ପ୍ରେମିକାଙ୍କ ନିକଟରୁ ମୁକ୍ତି ପାଇବା ପାଇଁ ଜଣେ ଡାକ୍ତର, ପ୍ରେମିକାଙ୍କୁ ବିଷ ଇଞ୍ଜେକ୍ସନ ଦେଇ ହତ୍ୟା କରିଥିବା ସୂଚନା ମିଳିଛି। ଉତ୍ତରପ୍ରଦେଶ ଗାଜିଆବାଦର ଏହି ଡାକ୍ତରଙ୍କୁ ପୋଲିସ୍‌ ଗିରଫ କରିଛି। ଡାକ୍ତର ଜଣକ ମଧ୍ୟ ବିବାହିତ। ଏହି ଘଟଣାକୁ ନେଇ ଏବେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।...

କାଲିଠୁ ୩ ଦିନ ବର୍ଷା ସମ୍ଭାବନା, ୨୦ରୁ ବଢ଼ିପାରେ ବର୍ଷାର ପରିମାଣ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ...

oldwoman
ମଣିଷ ଚର୍ମରେ କେତେ ସମୟ ଯାଏ ଆକ୍ଟିଭ୍‌ ରହିଥାଏ କରୋନା ଭାଇରସ୍‌ ? ସାମ୍ନାକୁ ଆସିଲା ତଥ୍ୟ

ଟୋକିଓ: ସାରା ବିଶ୍ୱରେ ମହାମାରୀ କରୋନା ଏହାର କାୟା ବିସ୍ତାର କରିସାରିଛି। କରୋନାର ମୁକାବିଲା କରିବା ଲାଗି ଅନେକ ଦେଶ  ଭ୍ୟାକ୍‌ସିନ୍‌ ବାହାର କରିବାରେ ମଧ୍ୟ ଲାଗି ପଡ଼ିଛନ୍ତି। ଏସବୁ ଭିତରେ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି। ଯେଉଁଥିରେ କରୋନା ଭାଇରସ୍‌ ସମ୍ପର୍କରେ ନୂଆ ନୂଆ...

naveen patnaik
NEET ଟପ୍ପର ସୋଏବଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: NEET ଟପ୍ପର ଓଡ଼ିଆ ପୁଅ ସୋଏବ ଅଫତାବଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। NEETରେ ସୋଏବଙ୍କ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ସୋଏବଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଖୁସି...

Akankhya
NEET Result: ସୋଏବଙ୍କ ପରି ଇଏ ବି ରଖିଛନ୍ତି ଶତପ୍ରତିଶତ ମାର୍କ

ଲକ୍ଷ୍ନୌ: ନିଟ୍‌ରେ ରେ ୭୨୦ରୁ ୭୨୦ ନମ୍ୱର ରଖି ସାରା ଦେଶରେ ଟପର୍ ହୋଇଛନ୍ତି ରାଉରକେଲାର ସୋଏବ୍ ଅଫତାବ। ପୂର୍ବରୁ ନିଟ୍‌ରେ ପୂରା ୭୨୦ରୁ ୭୨୦ କେହି ରଖିନଥିଲେ। ତେବେ କୌତୁହଳର କଥା ହେଉଛି, ଅଫତାବଙ୍କ ସହ ଆଉଜଣେ ଛାତ୍ରୀ ଉତ୍ତର ପ୍ରଦେଶର ଆକାଂକ୍ଷା ସିଂହ ମଧ୍ୟ ୭୨୦ରୁ ୭୨୦...

beggar
ଭିକାରୀମୁକ୍ତ ହେବ ଭୁବନେଶ୍ୱର

ଭୁବନେଶ୍ୱରକୁ ଭିକାରୀମୁକ୍ତ ସହର କରିବାକୁ ଲକ୍ଷ୍ୟ ବିରାଟ ଅଭିଯାନ ଆରମ୍ଭ ରାଜଧାନୀର ସବୁ ଗଳିକନ୍ଦିରୁ ଭିକାରୀମାନଙ୍କୁ ଉଦ୍ଧାର କରି ବିଭିନ୍ନ ଥଇଥାନ କେନ୍ଦ୍ରରେ ରଖିବାକୁ ନିଷ୍ପତ୍ତି ଭୁବନେଶ୍ୱର: ଭୁବନେଶ୍ୱରକୁ ଭିକାରୀମୁକ୍ତ ସହର କରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିପାଇଁ ଏକ ବିରାଟ ଅଭିଯାନ…

rain
ଆଜି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ଆଜି କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ପ୍ରବଳ ବର୍ଷା ନେଇ ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।