• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

sushant
ସାଉଥ୍‌ ଆଫ୍ରିକା ଯାଏ ଲମ୍ବିଛି ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍‌, ଅଭିନେତାଙ୍କ ଗର୍ଲଫ୍ରେଣ୍ଡ୍‌ଙ୍କ ଭାଇକୁ ଗିରଫ କଲା NCB

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(NCB) ଅଭିନେତା ଅର୍ଜୁନ୍‌ ରାମପାଲ୍‌ଙ୍କ ଗର୍ଲଫ୍ରେଣ୍ଡ୍‌ ଗାବେରିଲା ଡେମେଟ୍ରିଆଡିସ୍‌ଙ୍କ ଭାଇଙ୍କୁ ଗିରଫ କରିଛି। ମିଳିଥିବା ସୂଚନା ଅନୁସାରେ NCB ଗାବେରିଲାଙ୍କ ଭାଇ ଆଜିସିଆଲୋସ୍ ଡେମେଟ୍ରିଆଡିସ୍‌ଙ୍କୁ  ରବିବାର ଗିରଫ କରିଛି। ଆଜିସିଆଲୋସ୍ ହେଉଛନ୍ତି...

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

ନୂଆଦିଲ୍ଲୀ: କୋଭିଡ୍‌ କଟକଣା ମଧ୍ୟରେ ଆଜି ୩ଟି ରାଜ୍ୟରେ ଖୋଲିଲା ସ୍କୁଲ୍‌। ଉତ୍ତରପ୍ରଦେଶ, ପଞ୍ଜାବ, ସିକିମରେ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍‌ ଖୋଲା ଯାଇଛି।  ହେଲେ ଛାତ୍ରଛାତ୍ରୀ ସ୍କୁଲ୍‌ ଆସିବା ବାଧ୍ୟତାମୂଳକ ନୁହେଁ। ଯେଉଁ ଛାତ୍ରଛାତ୍ରୀମାନେ ସେମାନଙ୍କ ଅଭିଭାବକଙ୍କ ନିକଟରୁ ସ୍କୁଲ୍‌ ଆସିବା ନେଇ ସ୍ୱୀକୃତିପତ୍ର...

tiktok star
ପାକିସ୍ତାନ ଛାଡ଼ିଲେ ଏହି ପପୁଲାର୍‌ ଟିକ୍‌ଟକ୍‌ ଷ୍ଟାର, ପାକିସ୍ତାନୀଙ୍କୁ ଦୋଷ ଦେଇ କହିଲେ...

ଇସଲାମାବାଦ: ପାକିସ୍ତାନର ପପୁଲାର୍‌ ଟିକ୍‌ଟକ୍‌ ଷ୍ଟାର୍‌ ଜନ୍ନତ ମିର୍ଜା ପାକିସ୍ତାନ ଛାଡ଼ି ଜାପାନ ଶିଫ୍ଟ ହୋଇଯାଇଛନ୍ତି। ଦେଶ ଛାଡ଼ି ଯିବା ନିଷ୍ପତ୍ତିକୁ ନେଇ ତାଙ୍କର ଫ୍ୟାନ୍ସମାନେ ଅଧିକ ଚିନ୍ତିତ ହୋଇପଡ଼ିଛନ୍ତି। ସେ ଜାପାନରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି। ଯେତେବେଳେ ପାକିସ୍ତାନରେ ଟିକ୍‌ଟକ୍‌ ବ୍ୟାନ୍‌ ହେଲା ସେତେବେଳେ ଜନ୍ନତ...

corona
Corona Update In Odisha: ଆଜି ୨ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୯୮୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୯୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

students
୭୦% ସିଲାବସ୍‌ ମଧ୍ୟରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ମାର୍କିଂରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅଫ୍‌ଲାଇନ୍‌ରେ ପରୀକ୍ଷା ହେବ। ଏଥିପାଇଁ ଆସନ୍ତା ୫ ତାରିଖରୁ ଫର୍ମ ଫିଲପ୍ ପ୍ରକ୍ରିୟା ଆରମ୍ଭ ହେବ। ଜୁଲାଇ ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ଫିଲପ୍ ଚାଲିବ। ଜୁଲାଇ ୩୦ରୁ ଅଗଷ୍ଟ…

maoits
ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଚିତ୍ରକୋଣ୍ଡା: ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଲାଲ୍‌ବାହିନୀର ବର୍ବର କାଣ୍ଡ ଦେଖିବାକୁ ମିଳିଛି। ଜଣେ ସ୍ଥାନୀୟ ବାସିନ୍ଦାଙ୍କୁ ଗଳା କାଟି ହତ୍ୟା କରିବା ସହ ୨ ଜଣଙ୍କୁ ନିର୍ଧୂମ ମାଡ଼ମାରି ଗୁରୁତର ଅବସ୍ଥାରେ ମାଓବାଦୀମାନେ ଛାଡ଼ି ଦେଇଥିବା ସୂଚନା ମିଳିଛି। ଯୋଡ଼ାମ୍ବ ଥାନା ଖଜୁରୀଗୁଡ଼ାରେ ଏହି ଘଟଣା ଘଟିଛି।  ପୋଲିସ୍‌...

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି।  ଏହାର ପ୍ରଭାବରେ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଦକ୍ଷିଣ ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର,...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ବାସୁଦେବପୁର: ଘର ଖଣ୍ଡେ ଯୋଗାଇ ଦେବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ଜଣେ ଦିବ୍ୟାଙ୍ଗ ବାଳିକା ଚିଠି ଲେଖିଛନ୍ତି। ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ଅନ୍ତର୍ଗତ ଇଶାଣପୁର ଗାଁର ଉପେନ୍ଦ୍ର ପାଣିଙ୍କ ଝିଅ ମଧୁମିତା ବାକ୍ ଓ ଶ୍ରବଣ ବାଧିତ। ଦିନ ମଜୁରିଆ ଭାବେ କାମ...

neha
ଫ୍ୟାନ୍ସଙ୍କୁ ନେହାଙ୍କ ସର୍‌ପ୍ରାଇଜ୍‌, ଶେଆର କଲେ ରୋକା ସେରିମୋନି ଭିଡିଓ

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କର ସିଙ୍ଗର୍‌ ରୋହନ‌ପ୍ରୀତ୍‌ ସିଂଙ୍କୁ ବିବାହ କରିବେ ବୋଲି ଗତ କିଛିଦିନ ହେବ ବେଶ୍‌ ଚର୍ଚ୍ଚା ହେଉଛି। ରୋହନ‌ପ୍ରୀତ୍‌ ସିଂଙ୍କ ସହ ନେହାଙ୍କ ବିବାହ ଖୁବ୍‌ ଶୀଘ୍ର ହେବ ବୋଲି ଶୁଣିବାକୁ ମିଳୁଛି। ଗତକାଲି ନେହା ଇନ୍‌ଷ୍ଟାଗ୍ରାମ ରେ ଏକ ଭିଡିଓ...

low-pressure
୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଘନୀଭୂତ ହୋଇ ଏହା ୱେଲ୍‌‌ଡ୍‌ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨୪ ଘଣ୍ଟା...

corona
ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୯୩୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୯୩୧ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୨୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୧୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

ବାଙ୍କୀ: ‘ମୁଁ ରାଉରକେଲାରେ କାମ କରୁଥିଲି। ଦେହ ଅସୁସ୍ଥ ହେବାରୁ ସେଠି କେହି ନ ପଚାରିବାରୁ ମୁଁ ଗାଁକୁ ପଳାଇ ଆସିଲି। ଭାବିଲି ଗାଁକୁ ଆସିଲେ ଭାଇବନ୍ଧୁ ପଚାରିବା ସହ ସେବା କରିବେ ବୋଲି। ହେଲେ ମୋତେ କେହି ପଚାରିଲେ ନାହିଁ। ୬ ମାସ ହେଲା ଘାଣ୍ଟି ହେଉଛି’...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।