• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱର CET(College of Engineering and Technology) ଇଞ୍ଜିନିୟରିଂ କଲେଜର ଜଣେ ପ୍ରଫେସରଙ୍କ ମୃତଦେହ ଭଡ଼ା ଘରୁ ମିଳିଛି। ମୃତକ ହେଲେ କୋରାପୁଟ ଜିଲ୍ଲା ସୁନାବେଡ଼ାର ଭାଗବତ ପ୍ରସାଦ ରଥ। ସେ ଘାଟିକିଆରେ ଭଡ଼ା ଘରେ ରହୁଥିଲେ। ଗତକାଲି ସନ୍ଧ୍ୟାରେ ଭାଗବତ ରହୁଥିବା ଘର ଭିତରୁ ଦୁର୍ଗନ୍ଧ...

Drone
ପୁଣି ଜମ୍ମୁରେ ଉଡ଼ିଲା ଡ୍ରୋନ, BSF ଯବାନଙ୍କ ଫାୟାରିଂ ପରେ ହଠାତ୍‌ ଗାଏବ ହୋଇଗଲା

ଶ୍ରୀନଗର: ଜମ୍ମୁରେ ଶତ୍ରୁମାନଙ୍କ  ‘ଡ୍ରୋନ୍‌ ଷଡ଼ଯନ୍ତ୍ର’ ଜାରି ରହିଛି। ହେଲେ ସେମାନଙ୍କର ଯୋଜନାକୁ ଗୋଟିଏ ପରେ ଗୋଟିଏ ଭଣ୍ଡୁର କରିବାରେ ଲାଗିଛନ୍ତି ସୁରକ୍ଷାକର୍ମୀ। ଆଜି ଭୋର ୪ଟା ସମୟରେ ଜମ୍ମୁ ଓ କାଶ୍ମୀର ଅରନିୟା ସେକ୍ଟରର ଅନ୍ତଃରାଷ୍ଟ୍ରୀୟ ସୀମା ନିକଟରେ ପୁଣିଥରେ…

drown `1
ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଖଲ୍ଲିକୋଟ: ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ତୁଳସୀପୁର ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ୨ ଭଉଣୀଙ୍କ ବୟସ ୮ ଓ ୧୦ ବର୍ଷ ବୋଲି ଜଣାପଡ଼ିଛି। ଆଜି ସକାଳେ ଦୁଇ ଭଉଣୀ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏହି...

gold
କିଛି ଦିନ ତଳେ କମିଥିଲା, ଏବେ ପୁଣି ବଢ଼ିଲା ସୁନା ଦର

ନୂଆଦିଲ୍ଲୀ: କିଛି ଦିନ ଧରି ସୁନା, ରୂପା ଦରରେ ହ୍ରାସ ପରେ ପୁଣିଥରେ Domestic futures marketର Multi Commodity Exchange(MCX)ରେ ସୁନା ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି। ଆଜି ପ୍ରାରମ୍ଭରେ MCXରେ କାରବାର ୦.୨% ବୃଦ୍ଧି ପାଇ ସୁନା ପ୍ରତି ୧୦ ଗ୍ରାମକୁ ୫୧,୦୪୭ ଟଙ୍କାରେ...

sushant
ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍‌: ଜେରାବେଳେ ସାମ୍ନାକୁ ଆସିଲା ଜଣେ ଅଭିନେତାଙ୍କ ନାଁ

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ଡ୍ରଗ୍ସ ଲିଙ୍କ୍‌କୁ ନେଇ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(NCB) ଅଭିନେତା ଅର୍ଜୁନ୍‌ ରାମପାଲ୍‌ଙ୍କ ଗର୍ଲଫ୍ରେଣ୍ଡ୍‌ ଗାବେରିଲା ଡେମେଟ୍ରିଆଡିସ୍‌ଙ୍କ ଭାଇଙ୍କୁ ଗିରଫ କରିଛି। ଗାବେରିଲାଙ୍କ ଭାଇ ଆଗିସିଆଲୋସ୍ ଡେମେଟ୍ରିଆଡିସ୍ ଓ ନିର୍ଦ୍ଦେଶକ ସାହିଲ୍‌ କୋହଲିଙ୍କୁ‌ ପଚରାଉଚରା ବେଳେ ଜଣେ  ଅଭିନେତାଙ୍କ ନାଁ...

rain
ଆସନ୍ତା ୫ ତାରିଖ ଯାଏ ବର୍ଷା ସହ ବଜ୍ରପାତ ଆଶଙ୍କା

ଆସନ୍ତା ୫ ତାରିଖ ଯାଏ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଗତ ଜୁନ ୧ରୁ ଜୁଲାଇ ୧ ମଧ୍ୟରେ ରାଜ୍ୟରେ ୧୮୪. ୬ ମିଲିମିଟର ବର୍ଷା ରେକର୍ଡ ମୌସୁମୀର ଦୁର୍ବଳ ସ୍ଥିତିରୁ ରାଜ୍ୟରେ ବର୍ଷାର ପରିମାଣ କମ୍‌…

petrol
ଭୁବନେଶ୍ୱରରେ ୧୦୦ ଟପିଲା ପେଟ୍ରୋଲ

ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜଧାନୀ ଭୁବନେଶ୍ୱରରେ ସେଞ୍ଚୁରି ମାରିଲା ପେଟ୍ରୋଲ ଦର। ଭୁବନେଶ୍ୱରରେ ପେଟ୍ରୋଲ ଦର ଲିଟର ପିଛା ଶହେ ଟପିଛି। ମହଙ୍ଗା ମାଡ଼ରେ ଜନସାଧାରଣ ଆକ୍ତାମାକ୍ତା ହେଉଥିବା ବେଳେ ଲଗାତର ଭାବେ ବଢ଼ି ଚାଲିଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରର ବିଭିନ୍ନ…

onion
ପିଆଜ ଚୋରି କରି ବନ୍ଧା ହେଲେ

ପୁଣେ: ଗୋଟିଏପଟେ ପିଆଜ ଦର ଆକାଶଛୁଆଁ ହେବାପରେ ଲୋକମାନଙ୍କ ଚିନ୍ତା ବଢ଼ି ଯାଇଥିବାବେଳେ ଅନ୍ୟପଟେ ପିଆଜ ଚୋରି ଘଟଣା ଏବେ ସାମ୍ନାକୁ ଆସିଛି। ମହାରାଷ୍ଟ୍ର ପୁଣେରେ ଏହି ଘଟଣା ଘଟିଛି। ପୁଣେର ମଉଜେ ଦେଭ୍‌ଜାଲି ଗାଁରୁ ୫୫୦ କିଲୋ ପିଆଜ ଚୋରି କରିବାରେ ଅଭିଯୋଗରେ ପୋଲିସ୍‌ ୨ ଜଣଙ୍କୁ...

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଚେନ୍ନାଇ: ୧୦ ଟଙ୍କାରେ ବିରିୟାନୀ ପ୍ଲେଟ୍‌ ବିକି ଗିରଫ ହେଲେ ଦୋକାନୀ। ତାମିଲନାଡୁରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ଆରୁପୁକୋଟାଇରେ ଜାହିର ହୁସେନ ନାମକ ଏହି ଯୁବକ ନୂଆ ବିରିୟାନୀ ଦୋକାନ ଖୋଲିଥିଲେ। ସେ ଆଡଭର୍ଟାଇଜମେଣ୍ଟ ଦେଇଥିଲେ ଯେ, ପ୍ରଥମ ଦିନରେ ସେ ବିରିୟାନୀ ପ୍ଲେଟ୍ ୧୦...

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ପାରାଦୀପ: ପାରାଦୀପ ପୋର୍ଟ ଆଙ୍କରେଜ ଅଞ୍ଚଳରେ ମାଲ୍‌ବାହୀ ଜାହାଜରୁ ଖସି ପଡ଼ିବା ଯୋଗୁ ୩ ଜଣ ବାଂଲାଦେଶୀ ନାବିକ ଆହତ ହୋଇଛନ୍ତି। ଓସନ୍ ସେଞ୍ଚୁରୀ ନାମକ ଏକ ଜାହାଜରୁ ଖସି ପଡ଼ି ଏହି ୩ ଜଣ ନାବିକ ଅଶାନ୍ତ ସମୁଦ୍ରର ପ୍ରଖର ସ୍ରୋତରେ ଭାସିଯିବା ବେଳେ ପାରାଦୀପ ବନ୍ଦର...

corona
ଆଜି ୩,୨୨୨ କରୋନା ପଜିଟିଭ୍‌ ଚିହ୍ନଟ, କଟକରୁ ସର୍ବାଧିକ

ଭୁବନେଶ୍ୱର: ଆଜି ବି ରାଜ୍ୟରେ ୩ ହଜାର ଉପରକୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୩,୦୮୭ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଆଜି ୩,୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୨୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା…

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ନିଆଳି: ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷାରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ ହୋଇଥିବା ଅଭିଯୋଗ ହୋଇଛି। କଟକ ଜିଲ୍ଲା ନିଆଳିର ଜଣେ ଛାତ୍ର ଏଭଳି ଅଭିଯୋଗ ଆଣିଛନ୍ତି। ନିଆଳି ବ୍ଲକ୍ ସିଠାଳୋ ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ର ବିକାଶ ସ୍ୱାଇଁ ଏହି ଅଭିଯୋଗ ଆଣିଛନ୍ତି। କୋଭିଡ୍ ପାଇଁ ବିଜ୍ଞାନରେ ମୋଟ୍‌ ୮୦ ମାର୍କର...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।