• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bihar election
ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ପାଟନା: ବିହାର ବିଧାନସଭା ନିର୍ବାଚନରେ ଅନେକ ଆସନରେ ଧନ ଓ ବାହୁବଳର ଲଢ଼େଇ ଚାଲିଥିବା ବେଳେ, ଏମିତି ଅନେକ ପ୍ରାର୍ଥୀ ଅଛନ୍ତି ଯେଉଁମାନଙ୍କ ପାଖରେ ନିର୍ବାଚନ ଲଢ଼ିବା ପାଇଁ କିଛି ନାହିଁ। ନା ଅଛି ସେମାନଙ୍କ ପାଖରେ ଧନ ନା ବାହୁବଳ। ହେଲେ ସେମାନେ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି।...

corona
ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୭୯୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୭୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୩୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୬୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲୀଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଚଢ଼ଉ ସମୟରେ ଭିଜିଲାନ୍ସ ଟିମ୍‌ ତାଙ୍କ ଡ୍ରୟର୍‌ରୁ ୨ ଲକ୍ଷ ୩୪ ହଜାର ୯ଶହ ଟଙ୍କା ଜବତ କରିଛି। ଏହାସହ ତାଙ୍କ କାର୍ଯ୍ୟାଳୟରେ ତନାଘନା କରିଛି ଭିଜିଲାନ୍ସ ଟିମ୍।...

cake-2
ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ନାଗପୁର: ମହଙ୍ଗା ପଡ଼ିଲା ଖଣ୍ଡାରେ ବର୍ଥ ଡେ’ କେକ୍‌ କାଟିବା। ଖଣ୍ଡାରେ କେକ୍‌ କାଟିବା ଅଭିଯୋଗରେ ନାଗପୁର ପୋଲିସ୍‌ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଯୁବକ ଜଣକ ନିଜ ବର୍ଥ ଡେ’ରେ ଖଣ୍ଡା ସାହାଯ୍ୟରେ କେକ୍‌ କାଟିବାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଥିଲା। ଏହାପରେ...

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଭୁବନେଶ୍ୱର: ଗୁରୁତର ରୋଗୀଙ୍କ ପାଇଁ ଭୁବନେଶ୍ୱରରେ କରାଗଲା ଗ୍ରୀନ୍‌ କରିଡର୍। ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଯାଏ ଗ୍ରୀନ୍ କରିଡର୍‌ରେ ଗଲା ଆମ୍ବୁଲାନ୍ସ। ଜଣେ ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ହାଇଦ୍ରାବାଦ ନିଆଯିବା ଲାଗି ଭୁବନେଶ୍ୱରରେ ଏହି ଗ୍ରୀନ୍‌...

rain
ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌(ଅବପାତ) ପଶ୍ଚିମବଙ୍ଗ-ବାଂଲାଦେଶ ଅଭିମୁଖେ ଗତି କରୁଛି। ପାଣିପାଗ ବିଭାଗର ଲାଟେଷ୍ଟ୍‌ ବୁଲେଟିନ୍‌ ଅନୁସାରେ, ଏହି ଡିପ୍ରେସନ୍‌ ପାରାଦୀପଠୁ ପୂର୍ବ ଉତ୍ତର ପୂର୍ବଦିଗରୁ ୨ ଶହ କିଲୋମିଟରରେ ଦୂରରେ ରହିଛି। ଏହା ପଶ୍ଚିମବଙ୍ଗର ସାଗର ଦ୍ୱୀପପୁଞ୍ଜ ଠାରୁ ଦକ୍ଷିଣପୂର୍ବ ଦିଗରେ ୬୦ କିମି...

odisha
ଶୁଣିଲେନି ମେଡିକାଲ୍‌ କର୍ମଚାରୀ, ପତ୍ନୀଙ୍କ ମୃତଦେହକୁ ଟେକି ଟେକି ୨ ମହଲା ତଳକୁ ଆଣିଲେ ସ୍ୱାମୀ

ଫୁଲବାଣୀ: ସଂକ୍ରମଣର ଭୟ ସୃଷ୍ଟି କରିଛି ମହାମାରୀ କରୋନା। କରୋନା ଯୋଗୁ ଦିନକୁ ଦିନ ମାନବିକତା ମରି ଯାଉଛି। କରୋନା ଭୟରେ ମୃତଦେହ ପାଖ ମାଡ଼ୁ ନାହାନ୍ତି ଲୋକେ। ରୋଗରେ ପଡ଼ିଲେ ଯେଉଁ ମେଡ଼ିକାଲ୍‌କୁ ଭରସା କରି ରୋଗୀ ଏବଂ ସେମାନଙ୍କର…

itbp
ନିଆଁ ଭିତରୁ ଲୋକଙ୍କୁ ଉଦ୍ଧାର କଲେ ITBP ଯବାନ

କିନୌର: ନିଆଁ ଭିତରୁ ଲୋକଙ୍କୁ ଉଦ୍ଧାର କଲେ ଇଣ୍ଡୋ-ତିବ୍ବତିଆନ୍‌ ବର୍ଡର ପୋଲିସ୍‌(ITBP)। ଶୁକ୍ରବାର ଦିନ ହିମାଚଳ ପ୍ରଦେଶ କିନୌର ଜିଲ୍ଲା ପୂର୍ବାଣି ଗାଁରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ହଠାତ୍‌ ନିଆଁ ଲାଗିଯିବା ଯୋଗୁ ଅଗ୍ନିକାଣ୍ଡରେ ଲୋକମାନେ ଫସି ଯାଇଥିଲେ। ତେବେ ଆଇଟିବିପି ଯବାନ ସୁରକ୍ଷିତ ଭାବେ ନିଆଁ...

plane-crash-1
ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହେଲା ବିମାନ

ଆଲାବାମା: ଆଲାବାମାରେ ଆମେରିକା ନୌସେନାର ଏକ ବିମାନ କ୍ରାଶ୍‌ ହେବା ଯୋଗୁ ୨ଜଣ ଏୟାର୍‌କ୍ରିୟୁଙ୍କ ମୃତ୍ୟୁ ଘଟିଛି। ଏହି ୨ଜଣ ଏୟାର୍‌କ୍ରିୟୁ T-6B Texan II ନାମକ ଏହି ଟ୍ରେନିଂ ବିମାନରେ ଥିବାବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେଠାକାର ସ୍ଥାନୀୟ ସମୟ ଅନୁସାରେ, ଗତକାଲି ଅପରାହ୍ଣ ୫ଟା ସମୟରେ...

neha
ନେହାଙ୍କ ଘରେ ବାଜିଲା ୱେଡିଂ ବେଲ୍‌: ମେହେନ୍ଦୀ, ହଳଦୀ ସେରେମୋନି ଫଟୋ ଭାଇରାଲ୍‌

ମୁମ୍ବାଇ: ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କର। ବିବାହ ଓ ରିଲେଶନ୍‌ଶିପ୍‌କୁ ନେଇ ବେଶ୍‌ କିଛିଦିନ ହେବ ଚର୍ଚ୍ଚାରେ ଥିବା ନେହା ସିଙ୍ଗର୍‌ ରୋହନ‌ପ୍ରୀତ୍‌ ସିଂଙ୍କୁ ବିବାହ କରିବେ ବୋଲି ଶୁଣିବାକୁ ମିଳିଛି। ଏଥିପାଇଁ ନେହାଙ୍କ ଘରେ ୱେଡିଂ ବେଲ୍‌...

coronavirus
ଓଡ଼ିଶାରେ ଦିନକରେ ୧,୬୯୫ କରୋନା ପଜିଟିଭ୍‌ ଚିହ୍ନଟ, କମୁଛି କ୍ୱାରେଣ୍ଟିନ୍ ଓ ଲୋକାଲ୍ କେସ୍‌

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୬୯୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୫ ଆକ୍ରାନ୍ତଙ୍କ ମଧ୍ୟରୁ ୯୮୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୦୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।