• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

burger
ଆଶ୍ଚର୍ଯ୍ୟ ! ଅନ୍‌ଲାଇନ୍‌ରେ ଅର୍ଡର କଲେ ବର୍ଗର, ଆସିଲା ସସ୍‌ ପ୍ୟାକେଟ୍

ନୂଆଦିଲ୍ଲୀ: ସାରା ଦୁନିଆରେ ଏମିତି ଅନେକ ଅଜବ ଘଟଣା ଘଟୁଛି, ଯାହା ଜାଣିଲେ ଆପଣ ମଧ୍ୟ ଚକିତ ହୋଇଯିବେ। ଏମିତି ଅନେକ ଘଟଣା ଆପଣମାନେ ଅନ୍‌ଲାଇନ୍‌ ଅର୍ଡରରେ ଦେଖିବାକୁ ପାଇଥିବେ। ଆପଣ ଅନ୍‌ଲାଇନ୍‌ରେ ଗୋଟିଏ ଜିନିଷ ଅର୍ଡର କରିଥିବେ ହେଲେ ଆଉ ଗୋଟିଏ ଜିନିଷ ଆସି ଘରେ ପହଞ୍ଚିଯାଇଥାଏ।...

pm modi
ଗୁଜରାଟକୁ ମୋଦି ଦେଲେ ୩ ଉପହାର

ସୁରତ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଗୁଜରାଟ ପାଇଁ ତିନୋଟି ପ୍ରମୁଖ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ୩ଟି ପ୍ରକଳ୍ପ ହେଲା- ୟୁ.ଏନ୍‌ ମେହଟା ଇନଷ୍ଟିଚ୍ୟୁଟ ଅଫ୍‌ କାର୍ଡିଓଲୋଜି ଆଣ୍ଡ୍‌ ରିସର୍ଚ୍ଚ ସେଣ୍ଟର ଠାରେ ଶିଶୁ ହୃଦ୍‌ରୋଗ ହସ୍ପିଟାଲ୍‌, ଗୁଜରାଟର କୃଷକମାନଙ୍କ ପାଇଁ ‘କିସାନ...

kapil dev
ହସ୍ପିଟାଲ୍‌ ବେଡ୍‌ରେ ଅସୁସ୍ଥ କପିଲ୍ ଦେବ, ସାମ୍ନାକୁ ଆସିଲା ପ୍ରଥମ ଫଟୋ

ନୂଆଦିଲ୍ଲୀ: ଅସୁସ୍ଥ ହୋଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା କିମ୍ବଦନ୍ତୀ କ୍ରିକେଟର କପିଲ୍ ଦେବଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ଭଲ ଅଛି। ହସ୍ପିଟାଲ୍‌ ବେଡ୍‌ରୁ ସାମ୍ନାକୁ ଆସିଥିବା ତାଙ୍କର ଏହି ପ୍ରଥମ ଫଟୋ ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପୂର୍ବତନ ଭାରତୀୟ ଅନ୍ତର୍ଜାତୀୟ କ୍ରିକେଟର ଚେତନ୍‌ ଶର୍ମା ଏହି...

samsung chairman
ପରଲୋକରେ ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସ ଚେୟାରମ୍ୟାନ୍

ସିଓଲ: ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସର ଅଧ୍ୟକ୍ଷ(ଚେୟାରମ୍ୟାନ୍‌) ଲି କୁନ୍‌-ହିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଏ ନେଇ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ଦିନ ତାଙ୍କର ଦେହାନ୍ତ ହୋଇଛି। ତେବେ ତାଙ୍କ ମୃତ୍ୟୁର କାରଣ ସମ୍ପର୍କରେ ଜଣାପଡ଼ିନାହିଁ। ୨୦୧୪ ମସିହାରେ ଦୃଦ୍‌ଘାତ...

neha
ଲାଇଫ୍‌ ପାର୍ଟନର ରୋହନ‌ପ୍ରୀତ୍‌ଙ୍କ ସହ ନେହା, ସୋସିଆଲ ମିଡିଆରେ ଫଟୋ ଓ ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ଶେଷରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କର। ନେହା ନିଜ ପ୍ରେମିକ ତଥା ସିଙ୍ଗର୍‌ ରୋହନ‌ପ୍ରୀତ୍‌ ସିଂଙ୍କୁ  ଗତକାଲି ଦିଲ୍ଲୀର ଏକ ଗୁରୁଦ୍ୱାରରେ ବିବାହ କରିଛନ୍ତି। ବିବାହ ଉତ୍ସବରେ ଉଭୟ ପରିବାରର ସଦସ୍ୟ ଓ ଘନିଷ୍ଠ ବନ୍ଧୁ ଉପସ୍ଥିତ ଥିଲେ। ରୋହନ‌ପ୍ରୀତ୍‌...

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଅନୁଗୁଳ: ଅନୁଗୁଳ-ସମ୍ବଲପୁର ରାସ୍ତା ଜରପଡ଼ା ଥାନା ଅନ୍ତର୍ଗତ ଭାଗିରଥୀପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଅନ୍ୟ ଏକ ଟ୍ରକ୍‌ ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ର...

weather
୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: କିଛିଦିନ ତଳେ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଡିପ୍ରେସନ ଦୁର୍ବଳ ହୋଇ ୱେଲ୍‌ ମାର୍କଡ୍‌ ଲୋ’ ପ୍ରେସର ଏରିଆ(ଲଘୁଚାପ କ୍ଷେତ୍ର) ପରିଣତ ହୋଇଥିବା ବେଳେ ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଉତ୍ତର ଆଣ୍ଡାମାନ...

corona 1
ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୬୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୭୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ...

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୨୪୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। Regret to inform the demise of sixteen #COVID19...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।