• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

youth-deadbody found
ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

ଭୁବନେଶ୍ୱର: ବରମୁଣ୍ଡା ଫ୍ଲାଏ ଓଭର ବ୍ରିଜ୍‌ ତଳୁ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଆଜି ଉଦ୍ଧାର ହୋଇଛି। ଖଣ୍ଡଗିରି ପୋଲିସ୍‌ ଏହି ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ଏକ ବାଇକ୍‌ ପଡ଼ିଥିବା ଦେଖିବାକୁ ମିଳିଛି। ଏହା ହତ୍ୟା ନା ଦୁର୍ଘଟଣା ଜନିତ ମୃତ୍ୟୁ ତାହା...

political-leader-1
ଜେଡିଆର୍‌ ପାର୍ଟି ନେତାଙ୍କୁ ଗୁଳି କରି ହତ୍ୟା ଘଟଣାରେ ବଡ଼ ଖୁଲାସା

ପାଟନା: ନିର୍ବାଚନ ପ୍ରଚାର ସମୟରେ ଜନତା ଦଳ ରାଷ୍ଟ୍ରବାଦୀ(JDR) ପାର୍ଟିର ପ୍ରାର୍ଥୀ ଶ୍ରୀନାରାୟଣ ସିଂକୁ ଗୁଳି କରି ହତ୍ୟା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ବିହାର ବିଧାନସଭା ନିର୍ବାଚନର ପ୍ରଚାର ସମୟରେ ଶନିବାର ଦିନ ଶିହୋର ଜିଲ୍ଲା ହଥସାର ଗାଁରେ ଶ୍ରୀନାରାୟଣଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।...

husband kills wife
ଏପଟେ ପୂଜା ସେପଟେ ପତ୍ନୀଙ୍କୁ ହତ୍ୟା ! ପୂଜା ଘର ଭିତରୁ ମିଳିଲା ମୃତଦେହ

ରାଇପୁର: ନବରାତ୍ରରେ ୮ ଦିନ ଯାଏ ଉପବାସ ରଖିଥିବା ଜଣେ ବ୍ୟକ୍ତି ପତ୍ନୀଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ସମ୍ପୃକ୍ତ ମହିଳାଙ୍କ ମୃତଦେହ ନବରାତ୍ରର ୮ମ ଦିନ ରାତିରେ ପୂଜା ଘର ଭିତରୁ ମିଳିଥିବା ଜଣାପଡ଼ିଛି। ମୃତଦେହ ଉଦ୍ଧାର ହୋଇଥିବା ପାରିପାର୍ଶ୍ୱିକ ସ୍ଥିତି ଦେଖି ପୋଲିସ୍‌ ଆଶଙ୍କା କରୁଛି...

କୁଆଡ଼େ ଗଲେ ଦୀପିକାଙ୍କ ପୂର୍ବତନ ମ୍ୟାନେଜର ?

ମୁମ୍ବାଇ: କିଛି ଦିନର ବ୍ୟବଧାନ ପରେ ବଲିଉଡ୍‌ ଡ୍ରଗ୍ସ ଲିଙ୍କ୍‌ ମାମଲାକୁ ନେଇ ପୁଣିଥରେ ଆକ୍ସନ ମୁଡ୍‌ରେ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(ଏନ୍‌ସିବି)। ଗତ ମାସରେ ଏନ୍‌ସିବି ଅଭିନେତ୍ରୀ ଦୀପିକା ପାଦୁକୋନ ଓ ତାଙ୍କର ପୂର୍ବତନ ମ୍ୟାନେଜର କରିସ୍ମା ପ୍ରକାଶଙ୍କ ସମେତ ଆଉ କିଛି ସେଲିବ୍ରିଟିଙ୍କୁ ଜେରା କରିଥିଲେ। ତେବେ...

election
ବିହାର ବିଧାନସଭା ନିର୍ବାଚନ: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚାଲିଛି ପ୍ରଥମ ପର୍ଯ୍ୟାୟ ମତଦାନ

ପାଟନା: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଛି।ଭୋଟରମାନେ କୋଭିଡ୍‌ ଗାଇଡ୍‌ଲାଇନ୍ସ ମାନି ମତଦାନ କେନ୍ଦ୍ରରେ ଭୋଟ୍ ଦେଉଛନ୍ତି। ମାସ୍କ ପିନ୍ଧି ସାମାଜିକ ଦୂରତା ରକ୍ଷା କରି ଭୋଟ୍ ଦେଉଛନ୍ତି ଲୋକେ। ମୋଟ୍ ୨୪୩ଟି ଆସନରୁ ପ୍ରଥମ ପର୍ଯ୍ୟାୟରେ ୭୧ଟି ଆସନ...

୧୫ ହଜାର ଟଙ୍କାରେ ମାସକର ଛୁଆକୁ ବିକି ଦେଲେ ବାପାମା’ !

ରେଢାଖୋଲ(ରମାକାନ୍ତ ମହାନନ୍ଦ): ନିଜ ଜନ୍ମ କଲା ଛୁଆକୁ ବିକ୍ରି କରିବା ପାଇଁ ପଛାଇଲେ ନାହିଁ ବାପାମା’।  ୧୫ ହଜାର ଟଙ୍କାରେ ମାସକର ଶିଶୁକନ୍ୟାକୁ ପର ହାତକୁ ଟେକି ଦେଲେ। ଏଭଳି ଅଭିଯୋଗ ଆସିଛି ସମ୍ବଲପୁର ଜିଲ୍ଲା ଚାରମାଲ ଥାନା ଅନ୍ତର୍ଗତ କେଉଟିବାହଳି ଗାଁରେ। କେଉଟିବାହଳି ଗାଁର ଜଣେ ଦମ୍ପତି...

୩ ଦିନ ପରେ ଜଳ ଭଣ୍ଡାରରୁ ମିଳିଲା ମୃତଦେହ

ଲମତାପୁଟ: କୋରାପୁଟ ଜିଲ୍ଲା ଜଲାପୁଟ ଜଳଭଣ୍ଡାରର ପାଡୁଆ ଘାଟରେ ଡଙ୍ଗା ବୁଡ଼ି ନିଖୋଜ ଘଟଣାରେ ୨ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣାରେ ଏବେ ବି ଆଉ ଜଣେ ନିଖୋଜ ଅଛନ୍ତି। ମୃତକ ଦ୍ୱୟ ହେଲେ- ମନୋଜ ହନ୍ତାଳ ଓ ପ୍ରଶାନ୍ତ ଖରା। ନିଖୋଜ ଯୁବକ ହେଲେ ଚିତ୍ର...

couple
ବିବାହ ପାଇଁ ଯାଉଥିଲେ ଦୁଲ୍‌ହା-ଦୁଲ୍‌ହନ, ବାଟରେ ପଡ଼ିଲା ନଦୀ, ତା’ପରେ...

ଫିଲିପାଇନ୍ସ: ବିବାହ ପାଇଁ ଯିବାବେଳେ ବାଟରେ ବାଧକ ସାଜିଥିଲା ନଦୀ। ହେଲେ ହାର୍‌ ନ ମାନି‌ ଏକାଠି ନଦୀ ପାର୍‌ କରି ବିବାହ ସମ୍ପନ୍ନ କରିଥିଲେ ଏହି କପଲ୍। ଯାହାର ଫଟୋ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଫିଲିପାଇନ୍ସରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି। ଭାଇରାଲ୍‌...

corona
Corona Update In Odisha: ୨୪ ଘଣ୍ଟାରେ ୧,୫୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୫୪୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୦୮  ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ  ୧,୫୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୬  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୫୪ ରହିଛି। ରାଜ୍ୟ ସୂଚନା ଓ...

snake
ଶୋଇଥିବା ବେଳେ ୨ ଭଉଣୀଙ୍କୁ କାମୁଡ଼ି ଦେଲା ସାପ

ସୁବର୍ଣ୍ଣପୁର: ସାପ କାମୁଡ଼ାରେ ୨ ଭଉଣୀଙ୍କର ମୃତ୍ୟୁ। ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍‌ ଅନ୍ତର୍ଗତ ପଞ୍ଚମହଲା ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ବାଳଗୋପାଳ ଜଗଦଲାଙ୍କ ଦୁଇ ଝିଅ ନିକିତା ଏବଂ ଅର୍ଚ୍ଚିତା। ଗତକାଲି ରାତିରେ ଦୁଇ ଭଉଣୀ ଘର ଭିତରେଶୋଇ ଥିବାବେଳେ ଏକ ସାପ...

sky
ଓଡ଼ିଶାରୁ ବିଦାୟ ନେଲା ମୌସୁମୀ

ଭୁବନେଶ୍ୱର: ସାରା ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଇଛି। ଓଡ଼ିଶାରୁ ମୌସୁମୀ ପ୍ରତ୍ୟାଗମନ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ସମେତ ସାରା ଦେଶରୁ ମଧ୍ୟ ମୌସୁମୀ ବିଦାୟ ନେଇଥିବା ସୂଚନା। ଚଳିତବର୍ଷ ନିର୍ଦ୍ଧାରିତ ସମୟର ୨ ସପ୍ତାହ ପୂର୍ବରୁ ସାରା ଦେଶରେ ମୌସୁମୀ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।