• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

marriage
ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଖୋର୍ଦ୍ଧା: ଫେସ୍‌ବୁକ୍‌ରେ ଗଢ଼ିଲା ଉଠିଲା ପ୍ରେମ। ପରିବାରକୁ ବିରୋଧ କରି ବିବାହ କରିବାକୁ ସ୍ଥିର କଲେ ଯୁବକ ଓ ଯୁବତୀ। ହେଲେ ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍। ଏଭଳି କିଛି ଘଟଣା ଘଟିଛି ଖୋର୍ଦ୍ଧା ଟାଉନ ଥାନା ପଲ୍ଲା ଲୋକେଶ୍ୱରଙ୍କ ମନ୍ଦିର ନିକଟରେ। ଗତକାଲି ବିବାହ କାର୍ଯ୍ୟ...

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ମାତିଛନ୍ତି ଲୁଟେରା। ବିଚ୍ ରାସ୍ତା ହେଉ କିମ୍ବା ରାତି ଅଧରେ ଘର ଭିତରେ ପଶି ଲୁଟ୍‌ କରୁଛନ୍ତି ଲୁଟେରା। ଓୟୁଏଟିର ଜଣେ ପ୍ରଫେସରଙ୍କ ଘରୁ ୭ ଲକ୍ଷ ଟଙ୍କାର ଗହଣା ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି। ଘରେ କେହି ନ ଥିବାବେଳେ କେହି...

accident
ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଓଲଟିଲା ଭ୍ୟାନ୍‌; ୬ ମୃତ

ବିଶାଖାପାଟଣା: ବିବାହ ଉତ୍ସବରେ ଯୋଗଦେଇ ଫେରୁ ଥିବାବେଳେ ଭ୍ୟାନ୍‌ ଓଲଟି ପଡ଼ିବା ଯୋଗୁ ୬ଜଣଙ୍କ ମୃତ୍ୟୁ ଘଟିଛି। ଆନ୍ଧ୍ର ପ୍ରଦେଶ ପୂର୍ବ ଗୋଦାବରୀ ଥାଣ୍ଟିକୋଣ୍ଡା ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।...

ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ

ରାଉରକେଲା: ସ୍କର୍ପିଓରେ ଆପତ୍ତିଜନକ ସାମଗ୍ରୀ ଚାଲାଣ ବେଳେ ରାଉରକେଲାରେ ଉତ୍ତେଜନା ପ୍ରକାଶ ପାଇଛି।ଟାଙ୍ଗରପାଲି ଥାନା ଅନ୍ତର୍ଗତ ହେକେଟ ରୋଡରେ ଆଜି ଭୋର ସମୟରେ ଏକ ସ୍କର୍ପିଓର ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଲିଭାଇଥିଲେ। ତେବେ ଗାଡିଟି ସମ୍ପୂର୍ଣ୍ଣ ଭାବେ ଜଳି...

neha
‘ଡ୍ରିମ୍‌’ ୱେଡିଂ ଲେହେଙ୍ଗାକୁ ନେଇ ମୁହଁ ଖୋଲିଲେ ନେହା, କହିଲେ କିଏ କରିଥିଲେ ଗିଫ୍ଟ...

ମୁମ୍ବାଇ: ୨୦୨୦ର ସବୁଠାରୁ ଚର୍ଚ୍ଚିତ ବିବାହ ବଲିଉଡ୍‌ର ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହ ବୋଲି କୁହାଯାଉଛି। ଅକ୍ଟୋବର ୨୪ରେ ନେହା ନିଜ ପ୍ରେମିକ ତଥା ସିଙ୍ଗର୍‌ ରୋହନ‌ପ୍ରୀତ୍‌ ସିଂଙ୍କୁ  ଦିଲ୍ଲୀର ଏକ ଗୁରୁଦ୍ୱାରରେ ବିବାହ କରିଥିଲେ। ଏହି ବିବାହରେ ଉଭୟଙ୍କ ପରିବାର ସଦସ୍ୟ ଓ ଅତି ଘନିଷ୍ଠ...

ଏଥର କଟକରେ ହେବନି ବାଲିଯାତ୍ରା

କଟକ: ଚଳିତ ବର୍ଷ କଟକରେ ହେବନି ଐତିହାସିକ ବାଲିଯାତ୍ରା। ଏ ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି ସୂଚନା ଦେଇଛନ୍ତି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ସାମୁହିକ ଭାବେ ବୋଇତ ବନ୍ଦାଣ ଉତ୍ସବ ପାଳନ ଉପରେ ବାରଣ ମଧ୍ୟ କରାଯାଇଛି।...

bee attack
ଗୁମ୍ଫା ଭିତରକୁ ଭିଡିଓ ସୁଟିଂ ପାଇଁ ଯାଉ ଥିବାବେଳେ ମହୁମାଛି ଆକ୍ରମଣ

ବାରିପଦା: ଭିଡିଓ ସୁଟିଂ ପାଇଁ ଯାଇ ଥିବାବେଳେ ମହୁମାଛି ଆକ୍ରମଣରେ ୬ଜଣ ଛାତ୍ର ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ, ଆଜି ସକାଳେ କିଛି ଛାତ୍ର ଏକାଠି ହୋଇ ବାଙ୍ଗିରିପୋଷି ଘାଟି ବୁଲି ବାକୁ ଯାଇଥିଲେ। ସେଠାରେ ଥିବା...

corona 22
ଖୋର୍ଦ୍ଧାରେ କମୁଛି କରୋନା ସଂକ୍ରମଣ‌, ଦିନକରେ ଚିହ୍ନଟ ହେଲେ ୨୦୦ରୁ କମ୍ ଆକ୍ରାନ୍ତ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୫୪୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୫୪୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୯୧  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୫୬ ରହିଛି। ରାଜ୍ୟ ସୂଚନା...

୧୫ ଡିଗ୍ରୀ ତଳେ ଓଡ଼ିଶାର ୪ ସହରର ତାପମାତ୍ରା

ଭୁବନେଶ୍ୱର: ମୌସୁମୀ ଫେରିଯିବା ପରେ ରାଜ୍ୟରେ ପଡ଼ିଲାଣି ଶୀତ। ବିଭନ୍ନ ସ୍ଥାନରେ ଶୀତ ଅନୁଭୂତ ହେଲାଣି। ଆଜି ଓଡ଼ିଶାରେ ୧୫ ଡିଗ୍ରୀ କିମ୍ବା ତା ତଳକୁ ୪ଟି ସହରର ତାପମାତ୍ରା ରହିଛି। ସୋନପୁରରେ ୧୨.୮ ଡିଗ୍ରୀ, ଅନୁଗୁଳରେ ୧୩.୮ ଡିଗ୍ରୀ, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୧୪ ଡିଗ୍ରୀ, କୋରାପୁଟରେ...

phone
ଦିୱାଲିରେ ଏହିସବୁ ସ୍ମାର୍ଟଫୋନ୍‌ ଉପରେ ମିଳୁଛି ବମ୍ପର ଅଫର୍‌

ନୂଆଦିଲ୍ଲୀ: ଶପିଂ ପ୍ଲାଟ୍‌ଫର୍ମ ଫ୍ଲିପ୍‌କାର୍ଟରେ(Flipkart) ବିଗ୍‌ ଦିୱାଲି ସେଲ୍ ‌(Big Diwali Sale) ଗୁରୁବାର ଦିନଠୁ ଆରମ୍ଭ ହୋଇଯାଇଛି। ଏହା ନଭେମ୍ବର ୪ ପର୍ଯ୍ୟନ୍ତ ଚାଲିବ। ଫେଷ୍ଟିଭ୍‌ ସିଜନ୍‌କୁ ଦୃଷ୍ଟିରେ ରଖି ଫ୍ଲିପ୍‌କାର୍ଟ ଗ୍ରାହକଙ୍କ ପାଇଁ ଜବରଦସ୍ତ ଅଫର ଆଣିଛି। ଜାଣନ୍ତୁ ଫ୍ଲିପ୍‌କାର୍ଟର Big Diwali Saleରେ କେଉଁ...

school
ଦୀପାବଳି ପରେ ସ୍କୁଲ ଖୋଲିବା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଦୀପାବଳି ପରେ ସ୍କୁଲ ଖୋଲିବା କଳ୍ପନା ଜଳ୍ପନା ପ୍ରସଙ୍ଗକୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି। OTVକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ସମୀର ଦାଶ କହିଛନ୍ତି, କେବେ ସ୍କୁଲ ଖୋଲିବ, ସେନେଇ ନିର୍ଦ୍ଦିଷ୍ଟ ଭାବେ ନିଷ୍ପତ୍ତି ହୋଇନାହିଁ। ମୁଖ୍ୟମନ୍ତ୍ରୀ କହିଥିଲେ ପୂଜା...

IPL betting
ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରୁ ଧରାପଡ଼ିଥିବା ଆଇପିଏଲ୍ ବେଟିଂ ଗ୍ୟାଙ୍ଗର ବିଦେଶ ଲିଙ୍କ୍‌ ଥିବା ଜଣାପଡ଼ିଛି। ଏ ନେଇ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ବେଟିଂ ଗ୍ୟାଙ୍ଗର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ୍‌। ଏହାସହ ସେମାନଙ୍କ ନିକଟରୁ ନଗଦ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।