• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

corona 1
‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ଭୁବନେଶ୍ୱର: ଓଡ଼ିଶା ରେ କରୋନା ସ୍ଥିତିକୁ ନେଇ ILS ନିର୍ଦ୍ଦେଶକ ଅଜୟ ପରିଡ଼ା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶୀତରେ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା ରହିଛି। କାରଣ ଶୀତ ସଂକ୍ରମଣ ବ୍ୟାପିବାରେ ସହାୟକ ହେବ। ତେଣୁ ସଜାଗ ନ ରହିଲେ ସଂକ୍ରମଣ ବଢ଼ିପାରେ। ସେ ଆହୁରି...

son killed father
ବାପାଙ୍କୁ ହତ୍ୟା କରିବା ପରେ କ୍ରାଇମ୍‌ ଶୋ’ରୁ ଆଇଡିଆ ନେଇ ପ୍ରମାଣ ନଷ୍ଟ କଲା ପୁଅ

ମଥୁରା: କ୍ରାଇମ୍‌ ଶୋ’ ଦେଖି ଜଣେ ନାବାଳକ ତାଙ୍କ ବାପାଙ୍କୁ ହତ୍ୟା କରିବା ସହ ପ୍ରମାଣ ନଷ୍ଟ କରିବାକୁ ମଧ୍ୟ ପଛାଇ ନଥିଲେ। ଉତ୍ତରପ୍ରଦେଶ ମଥୁରାରେ ଏହି ଘଟଣା ଘଟିଥିବା ଗୁରୁବାର ଦିନ ପୋଲିସ୍‌ ସୂଚନା ଦେଇଛି। ୨୦୨୦ ମେ’ରେ ନାବାଳକ ଜଣକ ତାଙ୍କ ବାପାଙ୍କୁ ହତ୍ୟା କରିଥିବା...

kajol agrawal wedding pic
ବାହା ହେଲେ କାଜଲ; ଦୁଲ୍‌ହନ୍‌ ବେଶରେ ଫଟୋ ଶେଆର କରି ଲେଖିଲେ, ଝଡ଼ ପୂର୍ବରୁ...

ମୁମ୍ବାଇ: ଅଭିନେତ୍ରୀ କାଜଲ ଅଗ୍ରୱାଲ୍‌ ଶୁକ୍ରବାର ଦିନ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ଏକ ହୋଟେଲରେ ବୟଫ୍ରେଣ୍ଡ୍‌ ଗୌତମ କିଚଲୁଙ୍କୁ ସେ ବିବାହ କରିଛନ୍ତି। କରୋନା ଯୋଗୁ ଏହି ବିବାହରେ ବହୁତ କମ୍‌ ଲୋକ ସାମିଲ ହୋଇଥିଲେ। କେବଳ ପରିବାର ଲୋକଙ୍କ ଉପସ୍ଥିତିରେ ଏହି ବିବାହ ସମ୍ପନ୍ନ...

earthquake
କ୍ଷଣିକ ଭିତରେ ହୋଇଗଲା ଛାରଖାର...ମାଟିରେ ମିଶିଗଲା ସବୁକିଛି

ଇସ୍ତାନବୁଲ୍‌: ଗ୍ରୀସ୍‌ ଓ ତୁର୍କୀରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୨୨ଜଣଙ୍କ ମୃତ୍ୟୁ ଘଟିଛି। ୭ଶହରୁ ଅଧିକ ଲୋକ ଆହତ ହୋଇଛନ୍ତି। ତେଣୁ ମୃତକଙ୍କ ସଂଖ୍ୟା ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୭.୦ ଥିଲା। ଶୁକ୍ରବାର ଅପରାହ୍ଣରେ ହୋଇଥିବା ଏହି...

unlock-6
ନଭେମ୍ବର ପାଇଁ ଅନ୍‌ଲକ୍-୬ ଗାଇଡ ଲାଇନ୍ ଜାରି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ Unlock-6 Guideline‌‌ ଆଜି ଜାରି ହୋଇଛି। ନଭେମ୍ବର ପାଇଁ ଏହି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ଜାଣନ୍ତୁ ଅନ୍‌ଲକ୍-୬ ଗାଇଡ୍‌ଲାଇନ୍‌ରେ କ’ଣ କ’ଣ ସବୁ ରହିଛି: କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ପୂର୍ବଭଳି କଟକଣା ବଳବତ୍ତର ରହିବ। ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନର ସ୍ଥିର କରିବେ...

Unlock-6 Guideline‌ for Odisha
ଆସିଲା ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍ସ: ଜାଣନ୍ତୁ ଓଡ଼ିଶାରେ କେବେ ଖୋଲିବ ସ୍କୁଲ...

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌‌ ଆଜି ଜାରି ହୋଇଛି। ନଭେମ୍ବର ପାଇଁ ଏହି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌ ଜାରି ହୋଇଛି। ରାଜ୍ୟରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ୍‌। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି। ନବମରୁ ଦ୍ୱାଦଶ ଶ୍ରେଣୀ ବ୍ୟତୀତ ନଭେମ୍ବର...

corona
Corona Update In Odisha: ଦିନକରେ ୧,୪୭୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୪୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୧୭ ରହିଛି। ରାଜ୍ୟ ସୂଚନା ଓ...

salman
ବିଗ୍‌ବସ୍‌ରେ ନେପୋଟିଜମ୍‌ ଝଡ଼: ପ୍ରତିଯୋଗୀଙ୍କ ଏମିତି କ୍ଲାସ୍‌ ନେଲେ ସଲ୍‌ମାନ୍‌

ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ବଲିଉଡ୍‌ରେ ଉଠିଥିବା ନେପୋଟିଜମ୍‌(ପରିବାରବାଦ) ଝଡ଼ ଏବେ ବିଗ୍‌ବସ୍‌ ୧୪ ହାଉସ୍‌ରେ ଦେଖିବାକୁ ମିଳିଛି। କିଛିଦିନ ତଳେ ରାହୁଲ ବୈଦ୍ୟା ନେପୋଟିଜମ୍‌କୁ ନେଇ ‌ଜାନ୍‌ କୁମାରଙ୍କୁ କମେଣ୍ଟ କରିଥିଲେ। ନିଜର ଦକ୍ଷତା ଅନୁସାରେ ଆଗକୁ ବଢ଼ିବା ପାଇଁ ଜାନ୍‌ଙ୍କୁ ପରାମର୍ଶ...

gas cylinder booking
କାଲିଠୁ ବଦଳିବ ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ବୁକିଂ, ରେଲ୍‌ୱେ ଟାଇମ୍ ଟେବଲ୍‌

ନୂଆଦିଲ୍ଲୀ: ଆସନ୍ତାକାଲି ଏଲ୍‌ପିଜି ସିଲିଣ୍ଡର ବୁକିଂଠୁ ଆରମ୍ଭ କରି ରେଲ୍‌ୱେ ଟାଇମ୍ ଟେବଲ୍‌ ପର୍ଯ୍ୟନ୍ତ‌ ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। କାଲିଠୁ ଏହିସବୁ ନିୟମ ବଦଳିବ…. ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ବୁକିଂ ଯଦି ଆପଣ Indane ଗ୍ୟାସ୍‌ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତା’ହେଲେ ଏଣିକି ବୁକିଂ ପାଇଁ...

actor
୯୦ ବର୍ଷରେ ଆଖି ବୁଜିଲେ ଜେମ୍ସ ବଣ୍ଡ୍‌ ଅଭିନେତା ସାର୍‌ ସିନ୍‌ କୋନ୍ନେରୀ

ଲଣ୍ଡନ‌: ହଲିଉଡ୍‌ର ବହୁ ଚର୍ଚ୍ଚିତ ଜେମ୍ସ ବଣ୍ଡ୍‌ ଫିଲ୍ମର ପ୍ରଥମ ଅଭିନେତା ସାର୍‌ ସିନ୍‌ କୋନ୍ନେରୀଙ୍କ ପରଲୋକ ହୋଇଯାଇଛି। ଦୀର୍ଘ ଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ସେ ଶୋଇ ଥିବାବେଳେ ଶେଷ ନିଃଶ୍ୱାସ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।