• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

boiled egg
ଅଣ୍ଡା ସିଝାଇବା ପରେ ପାଣି ଫିଙ୍ଗି ଦେଉଛନ୍ତି କି ? ଜାଣନ୍ତୁ, କେଉଁ କାମରେ ଏହା ଆସିପାରେ

ଅଣ୍ଡା ସିଝାଇବା ପରେ ସାଧାରଣତଃ ସମସ୍ତେ ବଳକା ପାଣିକୁ ଫିଙ୍ଗି ଦିଅନ୍ତି। ଯଦି ଆପଣ ବି ଏମିତି କରୁଥିବେ, ତା’ହେଲେ ଏ ଅଭ୍ୟାସ ବଦଳାଇ ଦିଅନ୍ତୁ। କାରଣ ଏହି ପାଣି ବହୁତ ଉପକାରୀ। ବିଶେଷ କରି ଗଛ ପାଇଁ ସାର ଭାବେ ଏହା କାର୍ଯ୍ୟ କରିଥାଏ। ଏକ ଗବେଷଣାରୁ...

ଦେଢ଼ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ: ଗୋଟିଏ ରାତିରେ ଦେଢ଼ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରୁ ଗଞ୍ଜେଇ ଜବତ କରିବାରେ ସଫଳ ହୋଇଛି ମାଛକୁଣ୍ଡ ଓ ପାଡୁଆ ପୋଲିସ୍। ପାଖାପାଖି ୪୦ଟି ଗଞ୍ଜେଇ ଭର୍ତ୍ତି ବସ୍ତା ଜବତ କରିଛି ପୋଲିସ୍‌। କୋରାପୁଟ ଏସ୍‌ପିଙ୍କ ନିର୍ଦ୍ଦେଶରେ ନନ୍ଦପୁର ଏସ୍‌ଡିପିଓଙ୍କ ନେତୃତ୍ୱରେ ଲମତାପୁଟ, ମାଛକୁଣ୍ଡ ଓ ଜଲାପୁଟ ପୋଲିସ୍‌...

minister
ତାମିଲନାଡୁ କୃଷି ମନ୍ତ୍ରୀଙ୍କ ପରଲୋକ

ଚେନ୍ନାଇ: ତାମିଲନାଡୁ କୃଷି ମନ୍ତ୍ରୀ ଆର୍‌ ଦୋରାଇକ୍କାନ୍ନୁଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ୧୧ଟା ୧୫ ମିନିଟ୍‌ରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତଞ୍ଜାଭୁର୍‌ ଜିଲ୍ଲା ପାପନାସମ୍‌ରୁ ୩...

traffic fines
ବିନା ହେଲ୍‌ମେଟ୍‌ରେ ଗାଡ଼ି ଚଲାଇ ଧରାପଡ଼ିଲେ, ପଡ଼ିଲା ୪୨,୫୦୦ ଟଙ୍କା ଫାଇନ୍

ବେଙ୍ଗାଲୁରୁ: ଆପଣ ସେକେଣ୍ଡ୍‌ ହ୍ୟାଣ୍ଡ୍‌ ଗାଡ଼ି କିଣିବା ପାଇଁ ଭାବୁଛନ୍ତି କି ? ଯଦି ହଁ ତା’ହେଲେ ଏହି ଖବର ଆପଣଙ୍କ ପାଇଁ ଅତ୍ୟ ଗୁରୁତ୍ୱପୂର୍ଣ୍ଣ। ନହେଲେ ଆପଣ ମଧ୍ୟ ଏହି ଯୁବକଙ୍କ ଭଳି ଅସୁବିଧାରେ ପଡ଼ିପାରନ୍ତି। ଘଟଣାଟି ହେଲା, ପରିବା ବିକ୍ରି କରୁଥିବା ବେଙ୍ଗାଲୁରୁର ଜଣେ ଯୁବକ...

lockdown
ନଭେମ୍ବର ୫ରୁ ଏଠାରେ ଆରମ୍ଭ ହେବାକୁ ଯାଉଛି ମାସିକିଆ ଲକ୍‌ଡାଉନ୍‌

ଲଣ୍ଡନ: ସାରା ଦୁନିଆରେ କରୋନା ଏହାର କାୟା ବିସ୍ତାର କରିବାରେ ଲାଗିଛି। କରୋନା ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଇଂଲଣ୍ଡରେ ମାସେ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ନଭେମ୍ବର ୫ରୁ ଆରମ୍ଭ ହେବାକୁ ଥିବା ଏହି ଲକ୍‌ଡାଉନ୍‌ ଅବଧି ଡିସେମ୍ବର ୨ ତାରିଖ ପର୍ଯ୍ୟନ୍ତ ରହିବ।...

youth died
ସରକାରୀ ଚାକିରି ମିଳିବା ପରେ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଥିଲେ ଅଜବ କାରଣ

ଚେନ୍ନାଇ: ସରକାରୀ ଚାକିରି ପାଇବା ପରେ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ତାମିଲନାଡୁର କନ୍ୟାକୁମାରୀରେ ଏହି ଅଭାବନୀୟ ଘଟଣା ଘଟିଛି। ଆତ୍ମହତ୍ୟା ପଛର କାରଣ ଜାଣିଲେ ଆପଣ ମଧ୍ୟ ଚକିତ ହୋଇଯିବେ। ସୂଚନା ଅନୁସାରେ, କନ୍ୟାକୁମାରୀ ଜିଲ୍ଲା ନାଗରକୋଇଲ୍‌ରେ ରହୁଥିବା ଏହି ୩୨ ବର୍ଷୀୟ ଯୁବକଙ୍କୁ କୌଣସି ଚାକିରି...

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ଗତ ମାର୍ଚ୍ଚରେ କରୋନା କଟକଣା ପରେ ଶିମିଳିପାଳ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିଲା। ପ୍ରତିଥର ଭଳି ବାରିପଦା ପିଠାବଟା ଗେଟ୍ ପଟୁ ପ୍ରଥମେ ପହଞ୍ଚିଥିବା ଗାଡ଼ି ଏବଂ ଯଶିପୁରର କଳିଆଣି ପଟୁ ସର୍ବାଧିକ ୩୫ଟି ଗାଡ଼ିକୁ ଅନୁମତି ମିଳୁଛି।...

accident
ଇନୋଭାକୁ ଧକ୍କା ଦେଲା ବସ୍‌; ୨ ମୃତ, ୨୫ ଆହତ

ବୌଦ୍ଧ: ବୌଦ୍ଧ- ଅନୁଗୁଳ ଜିଲ୍ଲା ସୀମାନ୍ତ କିଆକଟା ଛକରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଠିଆ ହୋଇଥିବା ଇନୋଭାକୁ ବସ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୨୫ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ବସ୍‌ କଣ୍ଡକ୍ଟର...

accident 1
ରାସ୍ତାକଡ଼ରେ ଗାଡ଼ି‌ ଠିକ୍‌ କରୁଥିଲେ ୨ ହେଲ୍‌ପର୍‌, ଚଢ଼ିଗଲା ଟ୍ରକ୍‌

ଆନନ୍ଦପୁର: ରାସ୍ତାକଡ଼ରେ ଛିଡ଼ା ହୋଇ ଗାଡ଼ି ସଜାଡ଼ୁ ଥିବାବେଳେ ଟ୍ରକ୍‌ ଧକ୍କା ଦେବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ୨୦ ନମ୍ବର ଜାତୀୟ ରାଜପଥ ବୀରଗୋବିନ୍ଦପୁର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ମୃତକ ୨ ହେଲ୍‌ପର୍‌ ଆନନ୍ଦପୁର ଥାନା ଅନ୍ତର୍ଗତ ଜୋକନାଳି ଗାଁର ବୋଲି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।