• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

sleep
ରାତିରେ ନଖାଇ ଶୋଇଲେ ଏହିସବୁ ସମସ୍ୟାରେ ପଡ଼ିପାରନ୍ତି

ଆଧୁନିକ ଜୀବନଶୈଳୀ ରେ ଦିନସାରା କାମ ଚାପ ଏବଂ ସନ୍ଧ୍ୟାରେ ଥକାପଣ ଯୋଗୁ ଅଧିକାଂଶ ଲୋକ ରାତିରେ ଖାଦ୍ୟ ନ ଖାଇ ଶୋଇ ପଡ଼ିଥାନ୍ତି। ଯଦି ଆପଣଙ୍କ ଏହି ଅଭ୍ୟାସ ନିତିଦିନିଆ ଅଭ୍ୟାସରେ ପରିଣତ ହୁଏ, ତା’ହେଲେ ଏହା ଆପଣଙ୍କ ପାଇଁ ଖରାପ ହୋଇପାରେ। ଖାଲି ପେଟରେ ରାତିରେ...

WHO Chief
ସେଲ୍‌ଫ୍‌ କ୍ୱାରେଣ୍ଟିନ୍‌ରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ

ଜେନେଭା: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର(WHO) ମୁଖ୍ୟ ଟେଡ୍ରୋସ୍‌ ଆଧାନୋମ୍‌ ସେଲ୍‌ଫ୍‌ କ୍ୱାରେଣ୍ଟିନ୍‌ରେ ଥିବା ସୂଚନା ମିଳିଛି। ସେ ଜଣେ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡ଼ିଛି। ତେଣୁ ସେ ନିଜକୁ ସେଲ୍‌ଫ୍‌ କ୍ୱାରେଣ୍ଟିନରେ ରଖିବା ନେଇ ରବିବାର ଟ୍ୱିଟ୍‌ କରି ସୂଚନା ଦେଇଥିଲେ। ତାଙ୍କ ପାଖରେ କୌଣସି ଲକ୍ଷଣ...

baba ka dhaba owner
ଥାନାର ଦ୍ୱାରସ୍ଥ ହେଲେ ‘ବାବା କା ଢାବା’ର ମାଲିକ, ୟୁଟ୍ୟୁବରଙ୍କ ବିରୋଧରେ ଆଣିଲେ ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ: କିଛିଦିନ ତଳେ ସୋସିଆଲ୍‌‌ ମିଡିଆରେ ସେନ୍‌ସେସନ୍‌ ସାଜିଥିବା ଦିଲ୍ଲୀ ମାଲଭିଆ ନଗରର ଲୋକପ୍ରିୟ  ‘ବାବା କା ଢାବା’ର ମାଲିକ କାନ୍ତା ପ୍ରସାଦ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ‘ବାବା କା ଢାବା’କୁ ଚର୍ଚ୍ଚାକୁ ଆଣିଥିବା ୟୁଟ୍ୟୁବର ଗୌରବ ବାସନ୍‌ଙ୍କ ବିରୋଧରେ ସେ ଅଭିଯୋଗ ଆଣିଛନ୍ତି।ସହାୟତା ପାଇଁ ଆସିଥିବା ଆର୍ଥିକ...

governor ganeshi lal
ରାଜ୍ୟପାଳ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଟ୍ୱିଟ୍‌ କରି ରାଜ୍ୟପାଳ ସୂଚନା ଦେଇଛନ୍ତି। ରାଜ୍ୟପାଳଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କିଛିଦିନ ଭିତରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି। Hon’ble...

crona test
୨୪ ଘଣ୍ଟାରେ ଓଡ଼ିଶାରେ ୧,୩୮୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶା ରେ ୧,୩୮୯  ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ୯ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୨  ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୮୯  ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି...

ଓଡ଼ିଶାରେ କମୁଛି କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ଆଖି ବୁଜିଲେ ୯ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୩୪୦ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସୁନ୍ଦରଗଡ଼ରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟି...

jharkhand
୫ ଛୁଆଙ୍କୁ ଛାତ ଉପରୁ ତଳକୁ ଫିଙ୍ଗି ଦେଲେ ମହିଳା

ରାଞ୍ଚି: ଦୁଇ ମହଲାରୁ ଗୋଟିଏ ପରେ ଗୋଟିଏ ୫ ଜଣ ଛୁଆଙ୍କୁ ତଳକୁ ଫିଙ୍ଗି ଦେଲେ ମହିଳା। ହୋସ୍‌ ଉଡ଼ାଇ ଦେବା ଭଳି ଏହି ଘଟଣା ରବିବାର ସନ୍ଧ୍ୟା ୭ଟାରେ ଝାଡ଼ଖଣ୍ଡ ସାହିବଗଞ୍ଜରେ ଘଟିଛି। ମିଳିଥିବା ସୂଚନା ଅନୁସାରେ, ବିହାରୀ ଲାଲ୍‌ ମଣ୍ଡଲ୍‌ ଭବନରେ ୧୦ଜଣ ଛୁଆ ଟିଭି...

crackers in diwali
‘କଟକରେ ବାଣ ଦୋକାନ ଖୋଲିବାକୁ ମିଳିବ ଅନୁମତି’

କଟକ: କଟକରେ ବାଣ ଦୋକାନ ଖୋଲିବାକୁ ମିଳିବ ଅନୁମତି। ଏନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ପୂର୍ବବର୍ଷ ଭଳି ଏଥର ମଧ୍ୟ କଟକରେ ବାଣ ଦୋକାନ ଖୋଲିବାକୁ ଅନୁମତି ଦିଆଯିବ ବୋଲି ଡିସିପି କହିଛନ୍ତି। କରୋନା କଟକଣାରେ ବାଣ ଦୋକାନ ଖୋଲିବାକୁ ଅନୁମତି ଦିଆଯିବ। ଦୋକାନ ସାମ୍ନାରେ...

ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ ହୋଇଯାଇଛି। ଜଟଣୀ ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ରାଜୁ ମିଶ୍ରଙ୍କ ପରଲୋକ ନେଇ ପତ୍ନୀ ପ୍ରତିମା ମଞ୍ଜରୀ ମିଶ୍ର ସୂଚନା ଦେଇଛନ୍ତି। ଘରେ ବସି ଥିବାବେଳେ ହୃଦ୍‌ଘାତରେ...

beggar
କୋଟିପତି ମହିଳା ଭିକାରୀ: ୫ଟି ଘରର ମାଲିକାଣୀ, ବ୍ୟାଙ୍କ୍‌ ଆକାଉଣ୍ଟରେ ଦେଢ଼ କୋଟି ଟଙ୍କା

କାଇରୋ: ଆପଣ କେବେ ଭାବି ପାରିବେ ଜଣେ ଭିକାରୀ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇପାରିବେ।  ଇଜିପ୍ଟରେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ଭିକାରୀଙ୍କ ବ୍ୟାଙ୍କ୍‌ ଆକାଉଣ୍ଟରେ ୧ କୋଟି ୪୨ ଲକ୍ଷ ଟଙ୍କା ଥିବା ଜଣାପଡ଼ିଛି। ୫୭ ବର୍ଷୀୟ ଏହି ମହିଳା...

ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା: ମେଡିକାଲ କଲେଜ ଅଧୀକ୍ଷକଙ୍କୁ ଠେଲାପେଲା ସହ ମାଡ଼ ମାରିଲେ ଲୋକେ

ବାରିପଦା: ରୋଗୀ ମୃତ୍ୟୁକୁ ନେଇ ବାରିପଦା ମେଡିକାଲ କଲେଜ ଅଧୀକ୍ଷକ ବୈକୁଣ୍ଠନାଥ ମହାପାତ୍ରଙ୍କୁ ଠେଲାପେଲା ସହ ମାଡ଼ ମରାଯାଇଥିବା ସୂଚନା ମିଳିଛି। ଚିକିତ୍ସାରେ ଅବହେଳା ଅଭିଯୋଗ ଆଣି ମେଡିକାଲ କଲେଜ ଅଧୀକ୍ଷକଙ୍କୁ ଉତ୍ତ୍ୟକ୍ତ ଲୋକେ ଠେଲାପେଲା କରିବା ସହ ମାଡ଼ ମାରିଛନ୍ତି। ଜଣେ ନାବାଳିକା ରୋଗୀଙ୍କ ମୃତ୍ୟୁରୁ ଏହି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।