• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ଦ୍ରୁତ ଗତିରେ ଆସୁଥିଲା ପିକ୍‌ଅପ୍‌ ଭ୍ୟାନ୍, ଚେକିଂ ବେଳେ ଗାଡ଼ି ଭିତରୁ ମିଳିଲା ଏହିସବୁ ଜିନିଷ

ଲମତାପୁଟ: କୋରାପୁଟ-ମାଲକାନଗିରି ସୀମାନ୍ତ ହନୁମାଲ ଗାଁ ନିକଟରେ ଏକ  ପିକ୍‌ଅପ୍‌ ଭ୍ୟାନ୍‌‌ ଜବତ ହୋଇଛି। ପିକ୍‌ଅପ୍‌ ଭ୍ୟାନ୍‌ରୁ ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ସହ ଗୋଟିଏ ଦେଶୀ ବନ୍ଧୁକ ଓ ୨ଟି ଜୀବନ୍ତ ଗୁଳି ଜବତ ହୋଇଛି। ସୂଚନା ଅନୁସାରେ, ଆଜି ଭୋର ସମୟରେ ମାଛକୁଣ୍ଡ ସ୍ଥିତ ୧୫...

dark circle
ଆଖି ତଳେ କଳା ଦାଗ ପଡ଼ିଯାଇଛି କି ? ଜାଣନ୍ତୁ କେମିତି ଦୂର କରିବେ

ଆଖି ତଳେ କଳା ଦାଗ ପଡିଥିଲେ, ଏହା ମୁହଁର ସୌନ୍ଦର୍ଯ୍ୟକୁ ନଷ୍ଟ କରିଦିଏ। ଆଖି ଖାଲୁଆ ଥିବା ଭଳି ମନେହୁଏ।ଆଜିକାଲି ଏହି ସମସ୍ୟା ଅନେକଙ୍କର ଥିବାର ଦେଖିବାକୁ ମିଳେ। ଅନେକ କାରଣ ଯୋଗୁ ଏହି ସମସ୍ୟା ଦେଖା ଦେଇଥାଏ। ଶରୀରରେ ପୋଷକ ତତ୍ତ୍ୱର ମାତ୍ରା କମ୍‌ ହେବା, ଭଲରେ...

accident
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ବାଇକ୍‌

ଅନୁଗୁଳ: ପୋଲ ତଳକୁ ବାଇକ୍‌ ଖସି ପଡ଼ିବା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ରାଇବାହାଳ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ନାଁ ବିନୋଦ ପାଣ୍ଡେ ଓ ଗୁରୁତରଙ୍କ ନାଁ ଭୀମସେନ ମଲିକ। ଉଭୟ...

arnab
ଜୋର ଦବରଦସ୍ତ ଘର ଭିତରେ ପଶି ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଉଠାଇ ନେଲା ମୁମ୍ବାଇ ପୋଲିସ୍‌

ମୁମ୍ବାଇ: ଜାତୀୟ ଗଣମାଧ୍ୟମ ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଙ୍କୁ ମୁମ୍ବାଇ ପୋଲିସ୍‌ ଉଠାଇ ନେଇଥିବା ସୂଚନା ମିଳିଛି। ଆଜି ସକାଳେ ଅର୍ଣ୍ଣବଙ୍କ ବାସଭବନ ଭିତରକୁ ପୋଲିସ୍‌ ଜୋର ଦବରଦସ୍ତ ପଶି ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। ଏପରିକି ଅର୍ଣ୍ଣବଙ୍କୁ ଔଷଧ ଖାଇବାକୁ ମଧ୍ୟ ଦିଆଯାଇ...

arnab goswami
ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଗିରଫ

ମୁମ୍ବାଇ: ରିପବ୍ଲିକ୍ ଟିଭିି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ପୋଲିସ୍‌ ଗିରଫ କରିଥିବା ସୂଚନା ମିଳିଛି। ଏ ନେଇ ଖବର ସରବରାହ ସଂସ୍ଥା ପିଟିଆଇ ସୂତ୍ରରୁ ପ୍ରକାଶ। ପିଟିଆଇର ସୂଚନା ଅନୁସାରେ, ଜଣେ ୫୩ ବର୍ଷୀୟ ଇଣ୍ଟେରିଅର୍‌ ଡିଜାଇନରଙ୍କୁ ଆତ୍ମହତ୍ୟା ପାଇଁ ଉସୁକାଇବା ମାମଲାରେ ପୋଲିସ୍‌ ଅର୍ଣ୍ଣବ ଗୋସ୍ୱାମୀଙ୍କୁ...

train accident 1
ହ୍ୱେଲ୍‌ ଟେଲ୍ ଲାଗି ବର୍ତ୍ତିଗଲା ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା

ନେଦରଲ୍ୟାଣ୍ଡ୍‌: ନେଦରଲ୍ୟାଣ୍ଡ୍‌ରେ ଏକ ଟ୍ରେନ୍‌ ପ୍ଲାଟ୍‌ଫର୍ମରୁ କିଛି ମିଟର ଦୂରକୁ ଗଡ଼ିବା ପରେ ଚମତ୍କାର ଭାବେ ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି। ହ୍ୱେଲ୍‌ ଟେଲ୍‌ର ଏକ ମୂର୍ତ୍ତିକଳା (Sculpture Of Whale’s Tail) ଯୋଗୁ ଏହି ବଡ଼ ଧରଣର ଦୁର୍ଘଟଣା ବର୍ତ୍ତି ଯାଇଛି। ABC...

୨୪ ଘଣ୍ଟାରେ ଓଡ଼ିଶାରେ ୧, ୪୭୪ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୪୭୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୫  ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧, ୪୭୪  ଆକ୍ରାନ୍ତଙ୍କ ମଧ୍ୟରୁ ୮୫୫  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୧୯ ରହିଛି। ରାଜ୍ୟ ସୂଚନା ଓ...

school 1
ଏଇ ମାସରେ ଖୋଲିବ ସ୍କୁଲ୍‌

ଭୁବନେଶ୍ୱର: ଚଳିତ ମାସରେ ଖୋଲିବ ସ୍କୁଲ୍‌। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ନବମରୁ ଦ୍ୱାଦଶ ଯାଏ ସମ୍ପୂର୍ଣ୍ଣ କ୍ଲାସ ହେବ। ଯଦି ପିଲାଙ୍କୁ ଛାଡ଼ିବାକୁ ଅଭିଭାବକ ରାଜି ନ ହୁଅନ୍ତି, ତା’ହେଲେ ଅନ୍‌ଲାଇନ୍‌ କ୍ଲାସ୍‌ ବ୍ୟବସ୍ଥା କରାଯିବ। ସ୍କୁଲ ଖୋଲିବା ନେଇ...

faraaz khan 1
୫୦ ବର୍ଷରେ ଆଖି ବୁଜିଲେ ଅଭିନେତା ଫରାଜ ଖାନ୍‌

ବେଙ୍ଗାଲୁରୁ: ବଲିଉଡ୍‌ ଅଭିନେତା ଫରାଜ ଖାନ୍‌ଙ୍କ ପରଲୋକ ହୋଇଯାଇଛି। ଅକ୍ଟୋବର ୮ରେ ବେଙ୍ଗାଲୁରୁର ଏକ ହସ୍ପିଟାଲ୍‌ରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୦ ବର୍ଷ ବୟସ ହୋଇଥିଲା। ଫରାଜଙ୍କ ପରଲୋକ ସମ୍ପର୍କରେ ଅଭିନେତ୍ରୀ ପୂଜା ଭଟ୍ଟ...

gold price
ଦୀପାବଳି ପୂର୍ବରୁ କମିଲା ସୁନା, ରୂପା ଦର

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ସୁନା, ରୂପା ଦରରେ ହ୍ରାସ ଦେଖିବାକୁ ମିଳିଛି। ଆଜି Domestic futures marketରେ ସୁନା ଓ ରୂପା ଦର ପାଇଥିବା ହ୍ରାସ ଦେଖିବାକୁ ମିଳିଛି। ସକାଳେ MCXରେ କାରବାର ୦.୭୨% ହ୍ରାସ ପାଇ ସୁନା ପ୍ରତି ୧୦ ଗ୍ରାମକୁ ୫୧,୨୨୬ ଟଙ୍କାରେ ପହଞ୍ଚିଥିଲା। ସେହିପରି...

aditya das
ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦେଇପାରିଲାନି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ହାଇକୋର୍ଟରେ ଷ୍ଟାଟସ୍‌ ରିପୋର୍ଟ ଦେଇ ପାରିଲାନି କ୍ରାଇମ୍‌ବ୍ରାଞ୍ଚ। ଷ୍ଟାଟସ୍‌ ରିପୋର୍ଟ ଦେଇନପାରିବାରୁ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ୧୧ ତାରିଖ ସୁଦ୍ଧା ଅପ୍‌ଡେଟ୍‌ ଷ୍ଟାଟସ୍‌ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।