• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

କଟକ ତ୍ରିଶୁଳିଆ ବ୍ରିଜ୍‌ ଉପରେ ଡମ୍ଫର-କାର୍‌ ମୁହାଁମୁହିଁ ଧକ୍କା

କଟକ: କଟକ ତ୍ରିଶୁଳିଆ ନେତାଜୀ ସେତୁ ଉପରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଡମ୍ଫର ଓ କାର୍‌ ମୁହାଁମୁହିଁ ଧକ୍କା ହେବାରୁ କାର୍‌ ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଛନ୍ତି। କଟକରୁ ଭୁବନେଶ୍ୱର ଯାଉଥିବା ଏକ ଡମ୍ଫର ସହ ବାରଙ୍ଗରୁ କଟକ ଆସୁଥିବା ଏକ...

arnab goswami
୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ଅର୍ଣ୍ଣବ ଗୋସ୍ୱାମୀ

ମୁମ୍ବାଇ: ରିପବ୍ଲିକ୍ ଟିଭି ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ ଓ ଆଉ ୨ ଜଣଙ୍କୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆତ୍ମହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ଗତକାଲି ବିଳମ୍ବିତ ରାତିରେ ମୁମ୍ବାଇର ଏକ କୋର୍ଟରେ ଅର୍ଣ୍ଣବ ଓ ଅନ୍ୟ ୨ଜଣଙ୍କୁ ହାଜର କରାଯାଇଥିଲା।...

backflip
ଚଳନ୍ତା ଟ୍ରେନ୍‌ରେ ଷ୍ଟଣ୍ଟ୍‌ ଦେଖାଇଲା ଏହି ଛୋଟ ଛୁଆ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ: ସୋସିଆଲ୍‌ ମିଡିଆରେ ଏକ ଛୋଟ ଛୁଆର ଭିଡିଓ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଆପଣ ମଧ୍ୟ ଭିଡିଓଟି ଦେଖିଲେ ଚକିତ ହୋଇଯିବେ। ଚଳନ୍ତା ଟ୍ରେନ୍ ଭିତ‌ରେ ଏହି ଛୋଟ ଛୁଆଟି ସମସ୍ତଙ୍କୁ ଚକିତ କରିଦେଲା ଭଳି ଷ୍ଟଣ୍ଟ୍‌ ମାରୁଥିବା ଭାଇରାଲ୍‌ ଭିଡିଓରେ ଦେଖିବାକୁ ମିଳିଛି। ଛୁଆଟି ଚମତ୍କାର...

ମାଲକାନଗିରିରେ ଅଜଣା ରୋଗ ଆତଙ୍କ, ଗଲାଣି ୫ରୁ ଅଧିକ ଲୋକଙ୍କ ଜୀବନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ୍‌ ଅନ୍ତର୍ଗତ ଭେଜନପାଲୀ ଗାଁରେ ଅଜଣା ରୋଗ ଆତଙ୍କ ଦେଖାଦେଇଛି। ଗତ ଦେଢ଼ ମାସ ମଧ୍ୟରେ ୫ରୁ ଅଧିକ ଲୋକଙ୍କ ଜୀବନ ଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏବେ ବି ୧୦ରୁ ଅଧିକ ଲୋକ ରୋଗରେ ଆକ୍ରାନ୍ତ ଥିବା ଜଣାପଡ଼ିଛି। ସେମାନଙ୍କ...

ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରଲୋକ

ଭୁବନେଶ୍ୱର: ନ୍ୟୁଜ୍‌ ୧୮ ଓଡ଼ିଆର ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନଙ୍କ ପରଲୋକ ହୋଇଯାଇଛି। ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ କରୋନାରେ ଆକ୍ରାନ୍ତ ଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ମଧ୍ୟ...

corona
କମୁଛି ଲୋକାଲ୍‌ କେସ୍‌, ୨୪ ଘଣ୍ଟାରେ ଓଡ଼ିଶାରେ ୧,୩୮୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୩୮୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ରୁ ସର୍ବାଧିକ ୧୫୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୩୮୫  ଆକ୍ରାନ୍ତଙ୍କ ମଧ୍ୟରୁ ୭୯୮  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୭ ରହିଛି। ରାଜ୍ୟ ସୂଚନା ଓ...

ରାଜରାସ୍ତାରେ ଗର୍ଜିଲେ ରାନୀ; କହିଲେ, ‘ଏଇଟା ଟ୍ରେଲର୍‌, ଆଗକୁ କ’ଣ ହେବ ଭାବନ୍ତୁ ...’

ଭୁବନେଶ୍ୱର: କରୋନା ସ୍ଥିତିରେ ଦୀର୍ଘ ୭ ମାସରୁ ଅଧିକ ସମୟ ଧରି ବନ୍ଦ ରହିଛି ଯାତ୍ରା ପରିବେଷଣ। ଏହି ସମୟରେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ଅନେକ କଳାକାର। ରୋଜଗାର ଅଭାବରୁ ଯାତ୍ରା ଜଗତ ବୁଡ଼ିବାକୁ ବସିଲାଣି। ତେଣୁ ଆଗକୁ ଯାତ୍ରା ପରିବେଷଣ ପାଇଁ ସରକାର ଅନୁମତି ଦେବାକୁ ଧାରଣା ଦେଇଛନ୍ତି...

boat 1
ଡଙ୍ଗାରେ ୧୦୦ରୁ ଅଧିକ ଯାତ୍ରୀ ଯାଉଥିଲେ, ମଝି ନଈରେ ବୁଡ଼ିଗଲା

ଭାଗଲପୁର: ବିହାର ଭାଗଲପୁରରେ ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ଯିବା ଯୋଗୁ ଅନେକ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ଡଙ୍ଗାରେ ୧୦୦ରୁ ଅଧିକ ଲୋକ ଥିଲେ ବୋଲି ସୂଚନା ମିଳିଛି। ଭାଗଲପୁର ନାଉଗାଚ୍ଛିଆ ଅଞ୍ଚଳରେ ଆଜି ସକାଳେ ଏହି ଅଘଟଣ ଘଟିଛି। ନିଖୋଜ ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ସର୍ଚ୍ଚ...

lockdown
ଆଜିଠୁ ଏଠାରେ ଆରମ୍ଭ ହେଲା ମାସିକିଆ ଲକ୍‌ଡାଉନ୍‌

ଲଣ୍ଡନ: ସାରା ଦୁନିଆରେ କରୋନା ଏହାର କାୟା ବିସ୍ତାର କରିବାରେ ଲାଗିଛି। କରୋନା ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆଜିଠୁ ଇଂଲଣ୍ଡରେ ମାସେ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଲକ୍‌ଡାଉନ୍‌ ନେଇ ନଭେମ୍ବର ୧ ତାରିଖରେ ଘୋଷଣା ହୋଇଥିଲା। ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ ଏହି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।