• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

drown
ପୋଖରୀରେ ଗାଧୋଉ ଥିବାବେଳେ ବୁଡ଼ିଗଲେ ୨ ସାଙ୍ଗ

ଢେଙ୍କାନାଳ: ପୋଖରୀକୁ ଗାଧୋଇବାକୁ ଯାଇ ଥିବାବେଳେ ବୁଡ଼ିଗଲେ ଦୁଇ ନାବାଳିକା। ଢେଙ୍କାନାଳ ଜିଲ୍ଲା ଗଁନ୍ଦିଆ ଥାନା ଅନ୍ତର୍ଗତ କରମୁଳ ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ଦ୍ୱୟ ହେଳେ-ଅନିତା ମଲ୍ଲିକ ଓ ଅଙ୍କିତା ମଲ୍ଲିକ। ଏମାନେ ଦୁଇ ସାଙ୍ଗ ବୋଲି ଜଣାପଡ଼ିଛି। ଉଭୟଙ୍କ ବୟସ ୧୦ ବର୍ଷ।...

clerk died
କ୍ଲାସ୍‌ ରୁମ୍‌ରୁ ମିଳିଲା କିରାଣିଙ୍କ ଝୁଲନ୍ତା ମୃତଦେହ

ସମ୍ବଲପୁର: କଲେଜ କ୍ଲାସ୍‌ ରୁମ୍‌ରୁ ମିଳିଲା କିରାଣିଙ୍କ ଝୁଲନ୍ତା ମୃତଦେହ। ସମ୍ବଲପୁରର ଏକ କଲେଜ କ୍ଲାସ୍‌ ରୁମ୍‌ରୁ ଜଣେ କିରାଣିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଫ୍ୟାନ୍‌ରେ ତାଙ୍କ ମୃତଦେହ ଝୁଲୁଥିଲା। ଅଧିକ କାର୍ଯ୍ୟ ଚାପରେ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଧନୁପାଲି ପୋଲିସ୍‌ ମୃତଦେହ...

curry leaves 1
ଔଷଧୀୟ ଗୁଣରେ ଭର୍‌ପୁର ଆପଣଙ୍କ ବାଡ଼ିର ଏହି ପତ୍ର

ସାଧାରଣତଃ ଖାଦ୍ୟର ବାସ୍ନା ଓ ସ୍ୱାଦ ବଢ଼ାଇବା ପାଇଁ ଭୃଷଙ୍ଗ ପତ୍ରକୁ ବ୍ୟବହାର କରାଯାଇଥାଏ। ହେଲେ ଅଧିକାଂଶ ଲୋକ ଜାଣିନଥିବେ ଯେ ଏହି ପତ୍ରରେ ଖାଦ୍ୟର ବାସ୍ନା ବଢ଼ାଇବା ସହିତ ଔଷଧୀୟ ଗୁଣ ମଧ୍ୟ ଭର୍‌ପୁର। ଭିଟାମିନ ଏ, ବି, ସି, ଏମିନୋ ଏସିଡ୍‌, କ୍ୟାଲ୍‌ସିୟମ, ଫାଇବର୍‌, ପ୍ରୋଟିନ୍‌,...

ଲର୍ଣ୍ଣସ୍‌ ଲାଇସେନ୍ସ ପାଇଁ ୧୨ରୁ ସ୍ଲଟ୍ ବୁକିଂ

ଭୁବନେଶ୍ୱର: ୮ ମାସ ପରେ ପୁଣି ଲର୍ଣ୍ଣସ୍‌ ଲାଇସେନ୍ସ ପାଇଁ ସ୍ଲଟ୍ ବୁକିଂ ଏବଂ ଟେଷ୍ଟ ଆରମ୍ଭ ହେବାକୁ ଯାଉଛି।କରୋନା କଟକଣା ମଧ୍ୟରେ ଏହା ଆରମ୍ଭ ହେବ। ୧୨ ତାରିଖରୁ ସ୍ଲଟ୍ ବୁକିଂ, ୧୬ରୁ ଟେଷ୍ଟ ଆରମ୍ଭ ନେଇ ପରିବହନ କମିଶନର ଅଫିସ ପକ୍ଷରୁ ସୂଚନା ଦିଆଯାଇଛି।୧୨ ତାରିଖ...

schools
ଓଡ଼ିଶାରେ ଏବେ ଖୋଲିବନି ସ୍କୁଲ୍‌ !

ଭୁବନେଶ୍ୱର: ଏଇ ମାସରେ ରାଜ୍ୟରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଡିସେମ୍ବରରେ ୨ୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆଶଙ୍କା ରହିଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ...

poonam
ଅଭିନେତ୍ରୀ ପୁନମ୍‌ ପାଣ୍ଡେ ଓ ତାଙ୍କ ସ୍ୱାମୀ ଗିରଫ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ତଥା ମଡେଲ୍‌ ପୁନମ୍‌ ପାଣ୍ଡେ ଓ ତାଙ୍କ ସ୍ୱାମୀ ସାମ୍‌ ବମ୍ବେଙ୍କୁ ପୋଲିସ୍‌ ଗିରଫ କରିଛି।ଦକ୍ଷିଣ ଗୋଆ ଚାପୋଲି ଡ୍ୟାମ୍‌ର ନିଷିଦ୍ଧ ଅଞ୍ଚଳରେ ଅଶ୍ଲୀଳ ଭିଡିଓ ଶୁଟ୍‌ କରି ବିବାଦ ଘେରକୁ ଆସିଥିଲେ ପୁନମ୍‌। ଏହି ଘଟଣାରେ ଗୋଆ ପୋଲିସ୍‌ ପୁନମ୍‌ ଓ ତାଙ୍କ...

dead body representative image
ବାଣୀବିହାର କ୍ୟାମ୍ପସରୁ ମିଳିଲା ଶ୍ରମିକଙ୍କ ମୃତଦେହ

ଭୁବନେଶ୍ୱର: ବାଣୀବିହାର କ୍ୟାମ୍ପସରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ଶ୍ରମିକଙ୍କ ନାଁ ବୁଧୁରାମ ସିଂ। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ବୁଧୁରାମଙ୍କୁ ଛୁରୀ ଭୁସି କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ମୃତଦେହ ପଡ଼ି ରହିଥିବାବେଳେ ହତ୍ୟାକାରୀ ଘଟଣାସ୍ଥଳରୁ ଫେରାର...

covid19
ଦିନକରେ ଓଡ଼ିଶାରେ ୧,୪୯୪ କରୋନା ପଜିଟିଭ୍‌ ଚିହ୍ନଟ, ୧୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୪୯୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ୧୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏ, ମୟୂରଭଞ୍ଜ ଓ ବରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ, କଟକ, ମାଲକାନଗିରି, ବଲାଙ୍ଗିର,ପୁରୀ ଓ...

ଚାକିରି ପଛରେ ନ ଧାଇଁ ପାଲଟିଲେ ‘ଜଙ୍ଗଲ ବୟ’

ମାଲକାନଗିରି: ଉଚ୍ଚ ଶିକ୍ଷିତ ହୋଇ ବି ଏବେ ପାଲଟିଛନ୍ତି ଜଙ୍ଗଲ ବୟ। ଜଙ୍ଗଲରେ ସମୟ ବିତାଇବା ସହ ପଶୁ, ପକ୍ଷୀଙ୍କ ଗହଳିରେ ଜୀବନ କାଟୁଛନ୍ତି ଏହି ଯୁବକ। ଭୋପାଳ ଏନଆଇଟିରେ ଏମ୍‌ଟେକ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି ମାଲକାନଗିରି ଜିଲ୍ଲା ଏମଭି-୭୯ ଗାଁର ରବୀନ୍ଦ୍ର ମଣ୍ଡଳଙ୍କ ପୁଅ ରାଜେଶ ମଣ୍ଡଳ। ହେଲେ...

barsha
ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ଓ ତାଙ୍କ ଶାଶୁ

କଟକ: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କୁ ଶାଶୁ ମଧୁସ୍ମିତା ମହାନ୍ତି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପରସ୍ପର ବିରୋଧରେ ଅଭିଯୋଗ ଆଣି ଉଭୟ ଥାନାର ଦ୍ୱାରସ୍ଥ ହୋଇଛନ୍ତି। କଟକ ପୁରୀଘାଟ ଥାନାରେ ଉଭୟଙ୍କ ପକ୍ଷରୁ ଲିଖିତ ଅଭିଯୋଗ ହୋଇଛି। ଗତକାଲି କଟକ ପୁରୀ ଘାଟ ଥାନାରେ ବର୍ଷା...

lootera
ହୋଟେଲ୍‌ରେ ବସି ପ୍ଲାନିଂ କରିଥିଲେ, ଲୁଟ୍‌ ପରେ ଫ୍ଲାଇଟ୍‌ରେ ପଳାଇଥିଲେ

ଭୁବନେଶ୍ୱର: ଭୁବନେଶ୍ୱର ପଟିଆ ସ୍ଥିତ ପିଏନ୍‌ବି ବ୍ୟାଙ୍କ ଏଟିଏମ୍ ଲୁଟ୍ ପଛରେ ଆନ୍ତଃରାଜ୍ୟ ଗ୍ୟାଙ୍ଗର ହାତଥିବା ଜଣାପଡ଼ିଛି। ଦୁଇ ଅଭିଯୁକ୍ତ ଧରାପଡ଼ିବା ପରେ ମାମଲା ଉପରୁ ପରଦା ହଟିଛି। ଅଭିଯୁକ୍ତ ଦ୍ୱୟ ହେଲେ- ପଞ୍ଜାବର ସମରଜିତ୍ ସିଂହ ଓ କେରଳର ଜାଫର ସାଦ୍ଦିକ୍‌। ଆଜି ସାମ୍ବାଦିକ ସମ୍ମିଳନୀରେ ପିଏନ୍‌ବି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।