ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୦୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୮୫ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୪୩୩ ଲୋକାଲ କେସ୍ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସୁନ୍ଦରଗଡ଼ରୁ ସର୍ବାଧିକ ୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଥାଉ କି,...
ଭୁବନେଶ୍ୱର: ଆଜି ରାଜ୍ୟରେ ୧୨ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୯୫ରେ ପହଞ୍ଚି ଥିବା କହିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧତ୍କ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱର...
ରାଉରକେଲା: ପାକିସ୍ତାନ ଜେଲ୍ରେ ୨୦ ବର୍ଷ ବନ୍ଦୀ ଜୀବନ କାଟିବା ପରେ ଓଡ଼ିଶା ଫେରିଛନ୍ତି ସୁନ୍ଦରଗଡ଼ ଜିଲ୍ଲାର ବିର୍ଜୁ କୁଲୁ। ଆଜି ସକାଳେ ସେ ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ ଅଫିସରେ ପହଞ୍ଚିଛନ୍ତି। କୁତ୍ରା ବ୍ଲକ ଅଫିସରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ବିର୍ଜୁଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।...
ନୂଆଦିଲ୍ଲୀ/ଭୁବନେଶ୍ୱର: ବାତ୍ୟା ‘ଅମ୍ପନ୍’ ପାଇଁ ଓଡ଼ିଶାକୁ କେନ୍ଦ୍ର ସହାୟତା ଘୋଷଣା କରିଛି। ୧୨୮ କୋଟି ୨୩ ଲକ୍ଷ ଟଙ୍କାର ଅତିରିକ୍ତ ସହାୟତା ଘୋଷଣା କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟିରେ ଏହି ସହାୟତା ରାଶିକୁ ଅନୁମୋଦନ ମିଳିଛି। ଓଡ଼ିଶା ସମେତ...
ଭୁବନେଶ୍ୱର: ମାଧ୍ୟମିକ ସ୍ତରରେ ସ୍କୁଲ୍ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବନ୍ଦେ ଉତ୍କଳ...
ସାରା ବିଶ୍ୱରେ କରୋନା ଏହାର କାୟା ବିସ୍ତାର କରିବାରେ ଲାଗିଛି। କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ମାସ୍କ ପିନ୍ଧିବା ସହ ସାନିଟାଇଜେସନ୍ ଉପରେ ପ୍ରାଧାନ୍ୟ ଦିଆଯାଉଛି। ହେଳେ କିଛି ଲୋକ ଏହାକୁ ପାଳନ କରୁଥିବା ଥିବାବେଳେ ଆଉ କିଛି ଲୋକ କରୋନା କଟକଣାକୁ ଫୁ କରି ଖୁଲମ୍ଖୁଲା ଏହାକୁ...
ନୂଆଦିଲ୍ଲୀ: ଦେଶବାସୀ ଏବେ ମହାମାରୀ କରୋନା ସହ ଲଢ଼େଇ କରୁଥିବା ବେଳେ ଏସବୁ ଭିତରେ ଲୋକଙ୍କ ଉପରେ ଗୋଟିଏ ପରେ ଗୋଟିଏ ଦାଉ ସାଧୁଛି ମହଙ୍ଗା ମାଡ଼। ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଥିବା ବେଳେ ଜୁଲାଇ…
ଆସନ୍ତାକାଲି ପାଳନ ହେବ ଆଲୋକର ପର୍ବ ଦୀପାବଳି। ହେଲେ ପ୍ରତିବର୍ଷ ପରି ଏଥର ଲୋକମାନେ ବାଣ ଫୁଟାଇ ପାରିବେ ନାହିଁ। କୋଭିଡ ସ୍ଥିତିକୁ ଦୃଷ୍ଟିରେ ଦେଖି ବାଣ ଫୁଟାଇବା ଉପରେ କଟକଣାକୁ ସରକାର କଡ଼ାକଡ଼ି କରିଛନ୍ତି। କାର୍ତ୍ତିକ ମାସ ଅମାବାସ୍ୟା ତିଥିରେ ସାରା ଦେଶରେ ଦୀପାବଳି ପାଳନ କରାଯାଏ।...