• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

night curfew
ଆଜିଠୁ ଏହି ସହରରେ ଲାଗୁ ହେବ ରାତ୍ରୀକାଳୀନ କର୍ଫ୍ୟୁ

ଅହମ୍ମଦାବାଦ: ଦିଲ୍ଲୀରେ କରୋନା ସ୍ଥିତି ଦିନକୁ ଦିନ ସାଂଘାତିକ ହେଉଥିବା ବେଳେ ଗୁଜରାଟ ଅହମ୍ମଦାବାଦରେ ଆଜିଠୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହେବାକୁ ଯାଉଛି। ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ ଜାରି କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ପରବର୍ତ୍ତୀ ନିଷ୍ପତ୍ତି ନ ଆସିବା ଯାଏ ଏହି ନିଷ୍ପତ୍ତି...

ବିନା ହେଲ୍‌ମେଟ୍‌ରେ ଗାଡ଼ି ଚଲାଇଲେ ହଜାରେ ଟଙ୍କା ଜରିମାନା ସହ ଡ୍ରାଇଭିଂ ଲାଇସେନ୍ସ ବାତିଲ୍‌

ଭୁବନେଶ୍ୱର: ଏଣିକି ମହଙ୍ଗା ପଡ଼ିପାରେ ବିନା ହେଲ୍‌ମେଟ୍‌ରେ ଗାଡ଼ି ଚଲାଇବା। ବିନା ହେଲ୍‌ମେଟ୍‌ରେ ଗାଡ଼ି ଚଲାଇ ଧରାପଡ଼ିଲେ ହଜାରେ ଟଙ୍କା ଜରିମାନା ସହ ୩ ମାସ ଯାଏ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବ। ରାଜ୍ୟ ପୋଲିସ୍‌ ଏବଂ ପରିବହନ କମିଶନରଙ୍କୁ ଏନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର।ପରିବହନ...

accident
ଭୟଙ୍କର ସଡ଼କ ଦୁର୍ଘଟଣା; ୬ ଶିଶୁଙ୍କ ସମେତ ୧୪ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୪ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ଶିଶୁ ଅଛନ୍ତି। ବୋଲେରୋ ସହ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏମାନେ ସମସ୍ତେ ବିବାହ ଭୋଜିରେ...

ଚାଷୀଙ୍କ ନାଁରେ ୧୦ କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ

ବିନିକା: ରାଉରକେଲା ଓ ବଲାଙ୍ଗିର ପରେ ଏବେ ସୁବର୍ଣ୍ଣପୁର ଜିଲ୍ଲାରେ ଜିଏସ୍‌ଟି ଠକେଇ ସାମ୍ନାକୁ ଆସିଛି। ଜଣେ ଚାଷୀଙ୍କ ନାଁରେ ୧୦ କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ ଆସିଛି। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରୀପାଲି ଭୀମଟିକିରା ପଞ୍ଚାୟତ ସାଲେପାଲି ଗାଁର ଚାଷୀ ନବୀନ ବାଗ ୧୦ କୋଟି ଟଙ୍କାର ଜିଏସ୍‌ଟି...

akshay kumar
ୟୁଟ୍ୟୁବରଙ୍କ ନାଁରେ ୫୦୦ କୋଟି ଟଙ୍କାର ମାନହାନୀ ମୋକଦ୍ଦମା କଲେ ଅକ୍ଷୟ

ମୁମ୍ବାଇ: ଜଣେ ୟୁଟ୍ୟୁବରଙ୍କ ନାଁରେ ୫ ଶହ କୋଟି ଟଙ୍କାର ମାନହାନୀ ନୋଟିସ୍‌ ଜାରି କରିଛନ୍ତି ବଲିଉଡ୍‌ର ଖିଲାଡି ଷ୍ଟାର ଅକ୍ଷୟ କୁମାର। ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲାରେ ତାଙ୍କ ବିରୋଧରେ ମିଥ୍ୟା ଏବଂ ଭିତ୍ତିହୀନ ଅଭିଯୋଗ ଆଣିବା ନେଇ ବିହାରର ୟୁଟ୍ୟୁବର ରସିଦ୍ ସିଦ୍ଦିକିଙ୍କ ନିକଟକୁ ଏହି...

man
ଯୁବକଙ୍କ ହାତରେ ଅଖା ବ୍ୟାଗ୍‌ ଦେଖି ଧରିଲା ପୋଲିସ୍‌, ବ୍ୟାଗ୍‌ରୁ ବାହାରିଲା...

ଭୁବନେଶ୍ୱର: ଖଣ୍ଡଗିରି ତପୋବନ ପେଟ୍ରୋଲ ପମ୍ପ ନିକଟରେ ଆଜି ସକାଳେ ଜଣେ ଯୁବକ ଛିଡ଼ା ହୋଇଥିବା ନେଇ ପୋଲିସ୍‌ ଦେଖିବାକୁ ପାଇଥିଲା। ଯୁବକଙ୍କ ନିକଟରେ ଏକ ଅଖା ବ୍ୟାଗ୍‌ ଥିବାରୁ ପୋଲିସ୍‌ର ସନ୍ଦେହ ସୃଷ୍ଟି ହୋଇଥିଲା। ପୋଲିସ୍‌ ସମ୍ପୃକ୍ତ ଯୁବକଙ୍କ ନିକଟକୁ ଯାଇ ଅଖା ବ୍ୟାଗ୍‌ ଯାଞ୍ଚ କରିବାରୁ...

corona
ଓଡ଼ିଶାରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୭୫୭ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୫୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୩୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୩୨୧ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଅନୁଗୁଳ ରୁ ସର୍ବାଧିକ ୭୫ଜଣ...

ଓଲଟି ପଡ଼ିଲା ଗାଡ଼ି, ବୋହିନେଲେ କୁକୁଡ଼ା

ସୁନ୍ଦରଗଡ଼: ଓଲଟି ପଡ଼ିଲା ଗାଡ଼ି, ବୋହିନେଲେ କୁକୁଡ଼ା। ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଅନ୍ତର୍ଗତ  ବଡ଼ବାହାଲ ନିକଟରେ ଏକ କୁକୁଡ଼ା ବୋଝେଇ ଟ୍ରକ୍ ଆଜି ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍‌ଟି ରାସ୍ତା କଡ଼କୁ ଓଲଟି ପଡ଼ିବା ଦେଖି ସଙ୍ଗେ ସଙ୍ଗେ ଲୋକଙ୍କ ଗହଳି ଦେଖିବାକୁ ମିଳିଥିଲା। ଡ୍ରାଇଭର, ହେଲ୍‌ପର୍‌ଙ୍କୁ ଉଦ୍ଧାର...

ତହସିଲ ଅଫିସ୍‌କୁ ଜାଳିଦେଲେ ଯୁବକ

ରେଙ୍ଗାଲି: ଜମିଜମା କାମର ସମାଧାନ ଲାଗି ବାରମ୍ବାର ଦୌଡ଼ିବା ପରେ ମଧ୍ୟ ସମାଧାନ ନ ହେବାରୁ ଶେଷରେ ତହସିଲ ଅଫିସ୍‌କୁ ଜାଳିଦେଲେ ଯୁବକ। ରାଜୀବ କିଷାନ ନାମକ ଏହି ଯୁବକ ଆଜି ସମ୍ବଲପୁର ଜିଲ୍ଲା ରେଙ୍ଗାଲି ତହସିଲ ଅଫିସକୁ ଜାଳି ଦେଇଛନ୍ତି।  ରାଜୀବ ସକାଳ ୧୦ଟା ପୂର୍ବରୁ ତହସିଲ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।