• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

rain
ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କଟକ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ଗଞ୍ଜାମ, ନବରଙ୍ଗପୁର ଓ ଯାଜପୁର। ଏହିସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି। ଅନ୍ୟପକ୍ଷେ, ଦକ୍ଷିଣପୂର୍ବ ବଙ୍ଗୋପସାଗରରେ...

bharati
ଭାରତୀଙ୍କ ପରେ ଗିରଫ ହେଲେ ସ୍ୱାମୀ ହର୍ଷ

ମୁମ୍ବାଇ(ସୁରେଶ ଦାଶ): ଲୋକପ୍ରିୟ କମେଡିଆନ୍‌ ଭାରତୀ ସିଂହଙ୍କ ସ୍ୱାମୀ ହର୍ଷ ଲିମ୍ବାଚିଆଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(NCB) ଗିରଫ‌ କରିଛି। ୧୫ ଘଣ୍ଟାର ଜେରା ପରେ ହର୍ଷଙ୍କୁ ଗିରଫ କରାଯାଇଛି। ୫ ଘଣ୍ଟାର ଜେରା ପରେ ଗତକାଲି ସନ୍ଧ୍ୟାରେ ଏନ୍‌ସିବି ଭାରତୀଙ୍କୁ ଗିରଫ କରିଥିଲା। ଏନ୍‌ସିବି ଭାରତୀଙ୍କ ଅନ୍ଧେରୀ ସ୍ଥିତ...

ଷଣ୍ଢ ଉପରେ ଚଢ଼ିଗଲା ଟ୍ରକ୍

ସୋର: ଷଣ୍ଢ ଉପରେ ଚଢ଼ିଗଲା ପଥର ବୋଝେଇ ଟ୍ରକ୍‌। ରାସ୍ତା ଉପରେ ଶୋଇଥିବା ବେଳେ ଏକ ପଥର ବୋଝେଇ ଟ୍ରକ୍‌ ଚଢ଼ି ଯିବାରୁ ୩ଟି ଷଣ୍ଢଙ୍କ ମୃତ୍ୟୁ ହୋଇଛି। ଏହାକୁ ନେଇ ବାଲେଶ୍ୱର ଜିଲ୍ଲା ସୋରର ବାଗୁଡି ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ବାଗୁଡି ଅଞ୍ଚଳରେ ପଥର ଖାଦାନ...

moderna
ମହଙ୍ଗା ହୋଇପାରେ ମଡର୍ଣ୍ଣା ଟିକା

ଫ୍ରାଙ୍କଫର୍ଟ: ଆମେରିକୀୟ ବାୟୋଟେକ୍ ଫାର୍ମ୍ ମଡର୍ଣ୍ଣା ପକ୍ଷରୁ ଚାଲିଥିବା କରୋନା ଟିକା ପ୍ରସ୍ତୁତି କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ବିଭିନ୍ନ ଦେଶର ସରକାରଙ୍କ ପକ୍ଷରୁ ଟିକା ଯୋଗାଣ ପାଇଁ ଆଲୋଚନା ଚାଲିଛି। ପ୍ରତି ଡୋଜ୍‌ ପାଇଁ ୨୫ ଡଲାରରୁ ୩୭ ଡଲାର ମଧ୍ୟରେ ଟିକା ଯୋଗାଇ ଦିଆଯିବ...

ଓଡ଼ିଶାରେ କରୋନା ସ୍ଥିତି: କମୁଛି ଲୋକାଲ କେସ୍, ଦିନକରେ ୬୩୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୩୭୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍‌ ୨୬୫ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୦...

corona
୨୪ ଘଣ୍ଟାରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ୧,୬୪୦ ଛୁଇଁଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୫ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୪୦  ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, କେନ୍ଦୁଝରରୁ ୨...

jimut-patnaik-1
ପ୍ରସିଦ୍ଧ ଓଡ଼ିଆ ହାସ୍ୟ ଅଭିନେତା ଜୀମୂତ ପଟ୍ଟନାୟକଙ୍କ ପରଲୋକ

କଟକ: ପ୍ରସିଦ୍ଧ ଓଡ଼ିଆ ହାସ୍ୟ ଅଭିନେତା ଜୀମୂତ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସେ କଟକ ସିଡିଏ ସେକ୍ଟର-୧୦ରେ ରହୁଥିଲେ। ଏକ ଟିଭି ସିରିଏଲ୍‌...

୩୬ ଘଣ୍ଟାରେ ଡିପ୍ରେସନରେ ପରିଣତ ହୋଇପାରେ ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହି ସିଷ୍ଟମ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ୨୫ ତାରିଖ ବେଳକୁ ଏହା ତାମିଲନାଡୁ ଓ...

petrol diesel price hiked
ବଢ଼ିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ଲଗାତାର ତୃତୀୟ ଦିନ ପାଇଁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଦର ଲିଟର ପ୍ରତି ୮ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ ଲିଟର ପ୍ରତି ୧୯ ପଇସା ବୃଦ୍ଧି ପାଇଛି। ବର୍ତ୍ତମାନ ଦିଲ୍ଲୀରେ ପେଟ୍ରୋଲ ଦର ୮୧ଟଙ୍କା ୪୬...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।