• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

EneVJSQVgAABCa9
ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସାମୁଦ୍ରିକ ଝଡ଼, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣପଶ୍ଚିମ ତଥା ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ୱେଲ‌ଡ୍‌ ମାର୍କଡ୍‌ ଲଘୁଚାପ କ୍ଷେତ୍ର ଅବପାତର ରୂପ ନେଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ...

governor-wife
ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଧର୍ମପତ୍ନୀଙ୍କ ପରଲୋକ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ପରଲୋକ ହୋଇଯାଇଛି। ସୁଶିଳା ଦେବୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରାଣ, ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା...

tunnel
ସୀମା ନିକଟରୁ ଠାବ ହେଲା ୧୫୦ ମିଟର ଲମ୍ବର ଅଣ୍ଡରଗ୍ରାଉଣ୍ଡ୍‌ ଟନେଲ୍‌

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରର ସାମ୍ବା ଜିଲ୍ଲା ଅନ୍ତର୍ଜାତୀୟ ସୀମା ନିକଟରୁ ୧୫୦ ମିଟର ଲମ୍ବର ଏକ ଅଣ୍ଡରଗ୍ରାଉଣ୍ଡ୍‌ ଟନେଲ୍‌ ଠାବ ହୋଇଛି। ବିଏସ୍‌ଏଫ୍‌ ଯବାନ ଏହି ଟନେଲ୍‌ ଠାବ କରିଛନ୍ତି। ଏହି ପଥ ଦେଇ ୪ଜଣ ଜୈସ-ଇ-ମହମ୍ମଦ ଆତଙ୍କବାଦୀ ପାକିସ୍ତାନରୁ ଭାରତକୁ ଅନୁପ୍ରବେଶ କରିଥିବା ସନ୍ଦେହ କରାଯାଉଛି।...

headphone
ହେଡ୍‌ଫୋନ୍‌‌ ଲଗାଇ ରେଲ୍‌ୱେ ଟ୍ରାକ୍‌ରେ ଚାଲୁଥିଲେ ଦୁଇ ଯୁବକ, ମାଡ଼ି ଆସିଲା ଟ୍ରେନ୍‌

ବୁରହାନ୍‌ପୁର: ହେଡ୍‌ଫୋନ୍‌‌ ଲଗାଇ ରେଲ୍‌ୱେ ଟ୍ରାକ୍‌ ଉପରେ ଚାଲି ଚାଲି ଯାଉଥିଲେ, ପଛରୁ ଆସି ଧକ୍କା ଦେଲା ଟ୍ରେନ୍‌। ଫଳରେ ଘଟଣାସ୍ଥଳରେ ହିଁ ଚାଲିଗଲା ୨ ଯୁବକଙ୍କ ଜୀବନ। ମଧ୍ୟପ୍ରଦେଶ ବୁରହାନପୁରରେ ଏହି ଅଭାବନୀୟ ଘଟଣା ଘଟିଛି। ଟ୍ରେନ୍‌ଟି ଏତେ ଜୋରରେ ଧକ୍କା ଦେଇଥିଲା ଯେ, ଉଭୟଙ୍କ ଶରୀର...

ବାପା ନୁହେଁ ପିଶାଚ; ସୁରକ୍ଷା ଦେବା ବଦଳରେ ଝିଅକୁ ଜାଳି ଦେଲେ

ବଲାଙ୍ଗିର: ସବୁବେଳେ ସବୁ ବିପଦରେ ନିଜ ସନ୍ତାନର ରକ୍ଷାକବଚ ଭଳି ଛିଡ଼ା ହେଉଥିବା ବାପା ଦିନେ ପିଶାଚ ହୋଇଯିବେ, ତାହା କେହି କେବେ ଭାବି ନଥିବେ। ହେଲେ ଜଣେ ବ୍ୟକ୍ତି ନିଜ ଝିଅକୁ ଜାଳି ଜୀବନରୁ ମାରି ଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ବଲାଙ୍ଗିର ଜିଲ୍ଲା ବେଲପଡ଼ା...

ଆଜି ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୫୭  ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି। ଭୁବନେଶ୍ୱର ଓ ସୁନ୍ଦରଗଡ଼ରୁ ସର୍ବାଧିକ ୪ଜଣ ଲେଖାଏ, ସମ୍ବଲପୁରରୁ ୩ଜଣ, ଝାରସୁଗୁଡ଼ା...

lunar eclipse
ସୋମବାର ବର୍ଷର ଶେଷ ଚନ୍ଦ୍ର ଗ୍ରହଣ; କ’ଣ ରହିଛି ବିଶେଷତ୍ୱ, ଜାଣନ୍ତୁ...

ନୂଆଦିଲ୍ଲୀ: ଚଳିତ ବର୍ଷର ଶେଷ ଚନ୍ଦ୍ର ଗ୍ରହଣ ସୋମବାର ଅର୍ଥାତ୍‌ ନଭେମ୍ବର ୩୦ରେ ଲାଗିବ। ଚଳିତ ବର୍ଷର ଏହି ଶେଷ ଚନ୍ଦ୍ର ଗ୍ରହଣ ଉପଛାୟା ଗ୍ରହଣ ହେବ। ଏହାପୂର୍ବରୁ ଚଳିତ ବର୍ଷ ଜାନୁଆରୀ ୧୦, ଜୁନ୍ ୫ ଓ ଜୁଲାଇ ୫ରେ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହୋଇଥିଲା। ଚଳିତ...

ଘର ଭିତରକୁ ମାଡ଼ିଗଲା ପିକ୍‌ଅପ୍ ଭ୍ୟାନ୍‌

ଉମରକୋଟ: ରାସ୍ତା କଡ଼ରେ ଥିବା ଏକ ଘର ଭିତରକୁ ପିକ୍‌ଅପ୍‌ ଭ୍ୟାନ୍‌ ମାଡ଼ି ଯିବାରୁ ୨ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଝରାବାହାଲ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏମାନେ ଘର ବାରଣ୍ଡା...

jp nadda
ଓଡ଼ିଶା ଆସିପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶା ଆସିପାରନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଜାନୁଆରୀ କିମ୍ବା ଫେବ୍ରୁଆରୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଓଡ଼ିଶା ଆସିପାରନ୍ତି ବୋଲି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସଂଗଠନ, ମିଶନ-୧୨୦, ଡବଲ ଇଞ୍ଜିନ ନେଇ ଆଲୋଚନା ହୋଇପାରେ। ଏହାସହ ରାଜ୍ୟରେ ବିଜେପିର ସ୍ଥିତି...

ଅଧ୍ୟାପକ, ଡାକ୍ତର ଓ ଆକାଉଣ୍ଟାଣ୍ଟଙ୍କ ଘରେ ରେଡ୍‌

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ଜୁନିଅର ଆକାଉଣ୍ଟାଣ୍ଟ ଓ ଗଣିତ ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ସେହିପରି ଲାଞ୍ଚ ନେବା ଅଭିଯୋଗରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଜଣେ ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼...

bharti singh
କମେଡିଆନ୍ ଭାରତୀ ଓ ତାଙ୍କ ସ୍ୱାମୀ ହର୍ଷଙ୍କୁ ମିଳିଲା ଜାମିନ

ମୁମ୍ବାଇ: ଲୋକପ୍ରିୟ କମେଡିଆନ୍‌ ଭାରତୀ ସିଂହ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ବାଚିଆଙ୍କୁ ଜାମିନ୍‌ ମିଳିଛି। ମୁମ୍ବାଇର ସ୍ୱତନ୍ତ୍ର NDPS କୋର୍ଟ ଉଭୟଙ୍କୁ ଆଜି ଜାମିନ୍‌ ପ୍ରଦାନ କରିଛନ୍ତି। ଉଭୟଙ୍କୁ ନାର୍କୋଟିକ୍ସ କଣ୍ଟ୍ରୋଲ୍‌ ବ୍ୟୁରୋ(NCB) ଗିରଫ କରିଥିଲା। ଶନିବାର ଦିନ ଭାରତୀଙ୍କ ଅନ୍ଧେରୀ ସ୍ଥିତ ଫ୍ଲାଟ୍‌ ଓ ପ୍ରଡକ୍ସନ ହାଉସ୍‌ରେ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।