• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Ahmed Patel
ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ

ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତି ୩ଟା ୩୦ ମିନିଟ୍‌ରେ ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ତାଙ୍କର ଏକାଧିକ ଅଙ୍ଗପ୍ରତ୍ୟଙ୍ଗ ଅଚଳ ହେବା...

cyclone
ଭୀଷଣ ବାତ୍ୟାର ରୂପ ନେଇ ଆଜି ଲ୍ୟାଣ୍ଡଫଲ୍‌ କରିପାରେ ‘ନିଭାର’, ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ: ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେଉଛି ବାତ୍ୟା ‘ନିଭାର’। ଘଣ୍ଟା ପ୍ରତି ୬ କି.ମି. ବେଗରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଉଛି। ଆଜି ରାତିରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁପାରେ ‘ନିଭାର’। ପୁଡୁଚେରୀର କରାଇକେଲ୍‌ରୁ ତାମିଲନାଡ଼ୁର ମାମଲାପୁରମ୍ ମଧ୍ୟରେ ଏହା ସ୍ଥଳ ଭାଗ ଛୁଇଁବ...

ବ୍ୟାଙ୍କ୍‌ ନୋଟ୍‌ ଦ୍ୱାରା ବ୍ୟାପିବ କି କରୋନା ସଂକ୍ରମଣ ? ସାମ୍ନାକୁ ଆସିଲା ନୂଆ ତଥ୍ୟ

ନୂଆଦିଲ୍ଲୀ: ବ୍ୟାଙ୍କ୍‌ ନୋଟ୍‌ ଦ୍ୱାରା କରୋନା ସଂକ୍ରମଣ ବ୍ୟାପିବା ସମ୍ଭାବନା ଖୁବ୍ କମ୍। ଗତ କିଛି ଦିନ ଧରି ଲାଗି ରହିଥିବା ଚର୍ଚ୍ଚାକୁ ନେଇ ଏବେ ଏପରି କିଛି ନୂଆ ସାମ୍ନାକୁ ତଥ୍ୟ ଆସିଛି। ବ୍ୟାଙ୍କ ଅଫ୍ ଇଂଲଣ୍ଡର ରିସର୍ଚ୍ଚ ଅନୁସାରେ, ବ୍ୟାଙ୍କରୁ ଦିଆଯାଉଥିବା ନୋଟ୍‌ରେ କରୋନା ସଂକ୍ରମଣ...

railway track 22
ହେଡ୍‌ଫୋନ୍‌ ଲଗାଇ ରେଲ୍‌ୱେ ଟ୍ରାକ୍‌ରେ ମର୍ଣ୍ଣିଂ ୱାକ୍‌ କରୁଥିଲେ; ମାଡ଼ି ଆସିଲା ଟ୍ରେନ୍‌, ତା’ପରେ...

ସକାଳୁ ସକାଳୁ ହେଡ୍‌ଫୋନ୍‌ ଲଗାଇ ଜଣେ ଯୁବକ ରେଲ୍‌ୱେ ଟ୍ରାକ୍‌ରେ ମର୍ଣ୍ଣିଂ ୱାକ୍‌ କରୁଥିବା ସମୟରେ ଦ୍ରୁତ ବେଗରେ ମାଡ଼ି ଆସିଲା ଟ୍ରେନ୍‌। ହେଲେ ଯୁବକଙ୍କୁ ଟ୍ରେନ୍ ଧକ୍କା ଦେବା ପୂର୍ବରୁ‌ ସେ ତତ୍‌କ୍ଷଣାତ୍‌ ଟ୍ରାକ୍‌ରୁ ବାହାରକୁ ଚାଲି ଆସିଥିଲେ। ଫଳରେ ଏକ ନିଶ୍ଚିତ ମୃତ୍ୟୁ ମୁଖରୁ ବଞ୍ଚି...

iifl
IIFL ଲୁଟ୍ ଘଟଣାର ମାଷ୍ଟରମାଇଣ୍ଡ୍‌ ଲେଡି ଅଫିସର !

କଟକ: କଟକ ନୟାସଡ଼କ ସ୍ଥିତ ଅର୍ଥଲଗାଣକାରୀ ସଂସ୍ଥା IIFLରୁ କୋଟି କୋଟି ଟଙ୍କାର ସୁନା ଓ ଟଙ୍କା ଲୁଟ୍ ଘଟଣା ପଛର ମାଷ୍ଟରମାଇଣ୍ଡ ଜଣେ ଲେଡି ଅଫିସର ବୋଲି ସୂଚନା ମିଳିଛି। ଜଣେ ବରିଷ୍ଠ ପୋଲିସ୍‌ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଏହି ଲେଡି ଅଫିସର IIFLରେ ଏକ...

effigy
ସମୁଦ୍ରକୂଳରେ ମୃତଦେହ ପଡ଼ିଥିବା ଭାବି ପୋଲିସ୍‌କୁ ଡାକିଲେ ମହିଳା, ପାଖକୁ ଯାଇ ଦେଖିଲେ...

ସମୁଦ୍ରକୂଳରେ ମୃତଦେହ ପଡ଼ିଥିବା ଭାବି ଜଣେ ମହିଳା ପୋଲିସ୍‌କୁ ଖବର ଦେଇଥିଲେ।ଯେତେବେଳେ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା, ତା’ପରେ ଜଣାପଡ଼ିଥିଲା ଯେ ଏହା ମୃତଦେହ ନୁହେଁ…ବରଂ ଆଉ କିଛି। ସୋସିଆଲ୍‌ ମିଡିଆରେ ଏମିତି କିଛି ଫଟୋ ଭାଇରାଲ୍‌ ହୋଇଛି। ଯାହାକୁ ଦେଖିଲେ ଆପଣ ମଧ୍ୟ ଚକିତ ହୋଇଯିବେ। ଫେସ୍‌ବୁକ୍‌ରେ Ocean...

Cloudy sky
୨୯ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଭାଗରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ, ତାମିଲନାଡୁ ଓ ପୁଡ଼ୁଚେରୀ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।