• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ରିମାଣ୍ଡରେ ସୁନା ଚୋରି ଘଟଣାର ମାଷ୍ଟରମାଇଣ୍ଡ

କଟକ: କଟକ ନୟାସଡ଼କ ସ୍ଥିତ ଅର୍ଥଲଗାଣକାରୀ ସଂସ୍ଥା IIFLରୁ ସୁନା ଚୋରି ଘଟଣାର ମାଷ୍ଟରମାଇଣ୍ଡ ଲାଲା ଅମ୍ରିତ ରାୟଙ୍କୁ ଡିସେମ୍ବର ୨ ତାରିଖ ଯାଏ ପୋଲିସ୍‌ ରିମାଣ୍ଡରେ ନେଇଛି। ଅମ୍ରିତଙ୍କ ସହ ଆଉ ଦୁଇ ଜଣଙ୍କୁ ମଧ୍ୟ ପୋଲିସ୍‌ ରିମାଣ୍ଡରେ ନେଇଛି। ଏହି ଘଟଣାରେ ମୋଟ ଗିରଫ ସଂଖ୍ୟା...

planet
୪ଶହ ବର୍ଷ ପରେ ଘଟିବ ଏହି ବିରଳ ଘଟଣା

ନୂଆଦିଲ୍ଲୀ/ଭୁବନେଶ୍ୱର: ୪ଶହ ବର୍ଷ ପରେ ବୃହସ୍ପତି ଓ ଶନିର ମହାମିଳନ ହେବାକୁ ଯାଉଛି। ଆସନ୍ତା ଡିସେମ୍ବର ୨୧ ତାରିଖରେ ବୃହସ୍ପତି ଓ ଶନି ଗ୍ରହ ପରସ୍ପରର ଖୁବ୍‌ ନିକଟତର ହେବେ। ଏହା ଏକ ବିରଳ ଘଟଣା। ପଠାଣି ସାମନ୍ତ ପ୍ଲାନେଟୋରିୟମର ଉପନିର୍ଦ୍ଦେଶକ ଡଃ ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି, ମହାମିଳନ...

ରାତି ୩ଟାରେ ବାବା ଧବଳେଶ୍ୱରଙ୍କ ନିକଟରେ ଲାଗି ହେଲା ଗଜଭୋଗ

ଆଠଗଡ଼: ବଡ଼ ଓଷା ଉପଲକ୍ଷେ ବାବା ଧବଳେଶ୍ୱରଙ୍କ ନିକଟରେ ଗତକାଲି ରାତି ୩ଟାରେ ଗଜଭୋଗ ଲାଗି ହୋଇଥିଲା। ରାତି ୧ଟାରେ ପହଡ଼ ଖୋଲାଯାଇ ମଙ୍ଗଳ ଆଳତି, ବାଳଭୋଗ ଏବଂ ଘର୍ଷଣ ଆଦି ନୀତିକାନ୍ତି ସମ୍ପନ୍ନ ହେବାପରେ ରାତି ୩ଟାରେ ବାବା ଧବଳେଶ୍ୱରଙ୍କ ଠାରେ ଗଜଭୋଗ ଲାଗି ହୋଇଥିଲା। କରୋନା...

sea
ଉପହାର ଦେଇ ଗଲା ବାତ୍ୟା ‘ନିଭାର’, ସମୁଦ୍ରକୂଳରୁ ମିଳିଲା ସୁନା ଖଣ୍ଡ

କାକିନାଡ: ବାତ୍ୟା ‘ନିଭାର’ କିଛି ଲୋକଙ୍କ ପାଇଁ ଦୁଃଖ ଆଣି ଦେଇଥିବା ବେଳେ ଆଉ କିଛି ଲୋକଙ୍କ ଏହା ଭାଗ୍ୟ ଖୋଲି ଦେଇଛି। ଆନ୍ଧ୍ରପ୍ରଦେଶ ପୂର୍ବ ଗୋଦାବରୀ ଜିଲ୍ଲାର କାକିନାଡ ସମୁଦ୍ରକୂଳରୁ କିଛି ଲୋକଙ୍କୁ ଛୋଟ ଛୋଟ ସୁନା ଖଣ୍ଡ ମିଳିଛି। ଏହି ଖବର ଜଣାପଡ଼ିବା ପରେ ସୁନା...

jawan
ନକ୍ସଲଙ୍କ IED ବିସ୍ଫୋରଣ: ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସହିଦ, ୭ ଯବାନ ଗୁରୁତର

ରାଇପୁର: ଛତିଶଗଡ଼ର ସୁକ୍‌ମା ଜିଲ୍ଲାରେ ଆଇଡି ବିସ୍ଫୋରଣରେ ସିଆରପିଏଫ୍ କୋବ୍ରାର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ନୀତିନ ଭାଲେରେ ସହିଦ ହୋଇଛନ୍ତି। ଏହି ବିସ୍ଫୋରଣରେ ୭ଜଣ ସିଆରପିଏଫ୍ ଯବାନ ମଧ୍ୟ ଆହତ ହୋଇଛନ୍ତି। ମହାରାଷ୍ଟ୍ର ନାସିକର ନୀତିନ ଭାଲେରେ କୋବ୍ରା ୨୦୬ ବାଟାଲିୟନର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ଶନିବାର...

ବିଜେଡିରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଏନେଇ ପ୍ରେସ୍ ରିଲିଜ ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ଗୋପାଳପୁର ବିଧାୟକ ତଥା...

ଓଡ଼ିଶାରେ କମୁଛି କରୋନା ମୃତ୍ୟୁ ସଂଖ୍ୟା, ଦିନକରେ ୪ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୮,୩୦୭ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୭୩୪ରେ ପହଞ୍ଚିଛି। ଚିହ୍ନଟ ୫୧୮ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ ସେଣ୍ଟରରରୁ...

ସର୍ବସାଧାରଣଙ୍କ ପାଇଁ ବନ୍ଦ ହେଲା ବିଧାନସଭା ରାସ୍ତା

ଭୁବନେଶ୍ୱର: ଶୀତ ଅଧିବେଶନ ଚାଲିଥିବାବେଳେ ବିଧାନସଭା ଆଗରେ ବାରମ୍ବାର ଆତ୍ମାହୁତି ଉଦ୍ୟମ ହେବା ପରେ କମିଶନରେଟ୍ ପୋଲିସ୍‌ ଟ୍ରାଫିକରେ ପରିବର୍ତ୍ତନ ଆଣିଛି। ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏ ବିଧାନସଭା ସାମ୍ନା ରାସ୍ତାକୁ ସର୍ବସାଧାରଣଙ୍କ ପାଇଁ ସିଲ୍ କରି ଦିଆଯାଇଛି। ଏହି ରାସ୍ତାରେ ଯିବା ଆସିବା ଉପରେ କଟକଣା ଲଗା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।