ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ବାତ୍ୟାର ନାଁ ‘ବୁରେଭି’ ରଖାଯାଇଛି। ଆସନ୍ତାକାଲି ସକାଳେ ଏହା ତାମିଲନାଡୁ ଅତିକ୍ରମ କରିବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ‘ବୁରେଭି’...
ନୂଆଦିଲ୍ଲୀ: ଏଣିକି ଦେଶର ସବୁ ଥାନାରେ ସିସିଟିଭି ଲଗାଇବା ବାଧ୍ୟତାମୂଳକ। ଏଥିସହ ଅନ୍ୟ ତଦନ୍ତକାରୀ ସଂସ୍ଥା ଯଥା- ସିବିଆଇ, ଏନ୍ସିବି, ଏନ୍ଆଇଏ, DRI ଓ ଇଡି ଅଫିସରେ ମଧ୍ୟ ସିସିଟିଭି ଲଗାଇବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସିସିଟିଭି କ୍ୟାମେରା ସହ ଅଡିଓ ରେକର୍ଡିଂ ସିଷ୍ଟମ ଲଗାଯିବା ସହ ସିସିଟିଭିଟିରେ...
ନୂଆଦିଲ୍ଲୀ: ଏମ୍ଡିଏଚ୍ (MDH) ମସଲାର ମାଲିକ ମହାଶୟ ଧର୍ମପାଲ୍ ଗୁଲାଟିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ବୟସ ହୋଇଥିଲା। ଆଜି ଭୋର ସାଢ଼େ ୫ଟାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଗତ ୩ ସପ୍ତାହ ହେବ ସେ ଦିଲ୍ଲୀର...
ସୁରତ: ପେଟି ପେଟି ମଦ ବୋତଲ ଉପରେ ଚାଲିଲା ବୁଲ୍ଡୋଜର। ଆଉ ରାସ୍ତାରେ ଭାସିଲା ମଦ। ଗୁଜରାଟ ସୁରତ ସହର ନିକଟ ଅମରୋଲି ଅଞ୍ଚଳର ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ସୁରତର ଏକାଧିକ ଅଞ୍ଚଳରୁ ଏହିସବୁ ମଦକୁ ଅବକାରୀ ଓ ପୋଲିସ୍ ବିଭାଗ ଜବତ କରିବା ପରେ ଏହାକୁ...
ନୂଆଦିଲ୍ଲୀ: କରୋନା ସଂକ୍ରମଣ ଯୋଗୁ CBSE ବୋର୍ଡ ପରୀକ୍ଷାକୁ ନେଇ କଳ୍ପନାଜଳ୍ପନା ଦେଖାଦେଇଥିବା ବେଳେ ଅନ୍ଲାଇନ୍ରେ ନୁହେଁ ବରଂ ଅଫଲାଇନ୍ରେ ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ପୂର୍ବବର୍ଷ ଭଳି ୨୦୨୧ CBSE ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଅଫଲାଇନ୍ରେ କରାଯିବ ବୋଲି ଜଣାପଡ଼ିଛି। ପରୀକ୍ଷା ସମୟରେ...