ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା ୧,୭୫୫ରେ ପହଞ୍ଚିଛି। ଚିହ୍ନଟ ୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ ସେଣ୍ଟରରରୁ...
ବରଗଡ଼/ରାଇପୁର: ଏକ ଟ୍ରକ୍ ସହ ବରଯାତ୍ରୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କା ହେବା ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ସମସ୍ତ ମୃତାହତ ବରଗଡ଼ ଜିଲ୍ଲା କଟାପାଲି ଅଞ୍ଚଳର ବୋଲି ସୂଚନା ମିଳିଛି। ଏମାନେ ସମସ୍ତେ ଏକ ବିବାହ ଉତ୍ସବରେ ଯୋଗଦେବା...
ମୁମ୍ବାଇ: ପାରମ୍ପରିକ ରୀତିନୀତିରେ ବିବାହ ପରେ ଗତକାଲି ଗାୟକ ଉଦିତ୍ ନାରାୟଣଙ୍କ ପୁଅ ଆଦିତ୍ୟ ନାରାୟଣ ଓ ଅଭିନେତ୍ରୀ ଶ୍ୱେତା ଅଗ୍ରୱାଲ୍ଙ୍କ ଗ୍ରାଣ୍ଡ୍ ରିସେପସନ୍ ପାର୍ଟି ଆୟୋଜିତ ହୋଇଥିଲା। View this post on Instagram A post shared by Shweta Agarwal (@shweta_agarwalofficial)...
ଭୁବନେଶ୍ୱର: ଅଫ୍ଲାଇନ୍ରେ ହେବ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା। ଯେତେବେଳେ ବି ପରୀକ୍ଷା ହେବ, ତାହା ଅଫ୍ଲାଇନ୍ରେ ହିଁ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ ଏହା କହିଛନ୍ତି। ଅଫ୍ଲାଇନ୍ରେ ପରୀକ୍ଷା ପାଇଁ CBSE ନିଷ୍ପତ୍ତି ନେଇଛି। ତେଣୁ...
ଚଣ୍ଡୀଗଡ଼: ନୂଆ କୃଷି ଆଇନକୁ ବିରୋଧ ସହ ଦିଲ୍ଲୀ ସୀମାରେ ଚାଷୀଙ୍କ ଆନ୍ଦୋଳନକୁ ସମର୍ଥନ ଜଣାଇ ଅକାଳୀ ଦଳର ନେତା ତଥା ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ପଦ୍ମ ବିଭୂଷଣ ସମ୍ମାନ ଫେରାଇ ଦେଇଛନ୍ତି। ରାଜରାସ୍ତାରେ ଚାଷୀ ଆନ୍ଦୋଳନ କରୁଥିବାବେଳେ କେନ୍ଦ୍ର ସରକାରଙ୍କ ବିରୋଧରେ ବିଷୋଦଗାର...
ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁରେଭି’ ଆଜି ଅପରାହ୍ଣ ସୁଦ୍ଧା ଥିରୁଅନନ୍ତପୁରମ୍ ଉପକୂଳରେ ସ୍ଥଳଭାଗ ଛୁଇଁପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ‘ବୁରେଭି’ ପ୍ରଭାବରେ କେରଳ ଓ ତାମିଲନାଡୁରେ ପ୍ରବଳ ବର୍ଷା ହେବାର ସମ୍ଭାବନା...
ବାରିପଦା/ବାଲେଶ୍ୱର: ଗତକାଲି ରାତି ୨ଟା ୧୩ରେ ମୟୂରଭଞ୍ଜ ଜିଲ୍ଲାରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୯ ରେକର୍ଡ କରାଯାଇଛି। ଏ ନେଇ National Centre for Seismology ପକ୍ଷରୁ ସୂଚନା ଦିଆଯାଇଛି। ବାରିପଦା ସହର ସମେତ ବଡ଼ସାହି, ଖୁଣ୍ଟା, ବେତନଟୀ, ମାଣତ୍ରି ଓ...