ଆଜି ଅଧିକ ପ୍ରଭାବ ଦେଖାଇବ ପଶ୍ଚିମା-ଝଡ଼ା ଗତ ଦୁଇ ଦିନ ଧରି ରାଜ୍ୟରେ ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ।
ଭୁବନେଶ୍ୱର ୟୁନିଟ୍-୪ ମାର୍କେଟ୍ରେ ଥିବା ଏକ ସୁନା ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଏଥିରେ ଜଣେ ଆହତ ହୋଇଥିବା ଜଣାପଡ଼ିଛି।
ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ହଣାହଣି ହୋଇ ୫ ଜଣ ଆହତ ହୋଇଛନ୍ତି। ଖଡ଼ିପଦା ମେଲଣରେ ଜୁଆ ଖେଳରେ ଗଣ୍ଡଗୋଳକୁ ନେଇ ହଣାହଣି।
ପ୍ରତିଶ୍ରୁତି ନୁହେଁ ଆନ୍ଦୋଳନରତ ଡ୍ରାଇଭର ଘୋଷଣା ଚାହିଁଛନ୍ତି। ମୁଖ୍ୟମନ୍ତ୍ରୀ ନିଜେ ଘୋଷଣା କରିବାକୁ ଆନ୍ଦୋଳନରତ ଡ୍ରାଇଭର କହିଛନ୍ତି। ଆଉ ପ୍ରତିଶ୍ରୁତି ନୁହେଁ, ନିଜେ ମୁଖ୍ୟମନ୍ତ୍ରୀ ଘୋଷଣା କରନ୍ତୁ ବୋଲି ଦାବି ହୋଇଛି।
ବ୍ରେକ୍ଅପ୍ ପରେ ସମ୍ପୃକ୍ତ ଯୁବକ ୨୫ ହଜାର ଟଙ୍କା ପାଇଛନ୍ତି। ପ୍ରେମିକା ପ୍ରତାରଣା କରିବା ପରେ ତାଙ୍କୁ ଏହି ଟଙ୍କା ମିଳିଛି। ତେବେ ଏହି ଟଙ୍କା ବୀମା ରାଶି ଭାବେ ଯୁବକଙ୍କୁ ମିଳିଛି।
ମହିଳାଙ୍କୁ ହତ୍ୟା ପରେ ତାଙ୍କ ହାର୍ଟକୁ କାଟି ଆଳୁ ପକାଇ ରାନ୍ଧିଲା ଓ ଏହାକୁ ପରିବାର ଲୋକଙ୍କୁ ଖାଇବାକୁ ଦେଲା। ଖାଲି ଏତିକି ନୁହେଁ ସେମାନଙ୍କୁ ହତ୍ୟା ମଧ୍ୟ କଲା।
ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁ ୨୮ କିଲୋମିଟର ଚାଲିଲା ବର। ବରଯାତ୍ରୀଙ୍କ ସହ ବର ନିଜ ଗାଁରୁ ବାହାରି ଚାଲିଚାଲି କନ୍ୟା ଘରେ ପହଞ୍ଚିଥିଲା।
ପୂର୍ବତନ ଅଗ୍ନିବୀରଙ୍କୁ କେନ୍ଦ୍ର ସରକାରଙ୍କ ପୁଣି ଏକ ଉପହାର ଦେଇଛନ୍ତି। ସିଆଇଏସ୍ଏଫ୍ରେ ଚାକିରି ଲାଗି କେନ୍ଦ୍ର ଗୃହ ମନ୍ତ୍ରାଳୟ ପୂର୍ବତନ ଅଗ୍ନିବୀରଙ୍କ ପାଇଁ ୧୦% ସଂରକ୍ଷଣ ବ୍ୟବସ୍ଥା ଘୋଷଣା କରିଛନ୍ତି।
ସିକନ୍ଦରାବାଦରେ ଥିବା ବହୁ ମହଲା ବିଶିଷ୍ଟ କମର୍ସିଆଲ୍ କଂପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଛି।
ଓଡ଼ିଶା ଡ୍ରାଇଭର ମହାସଂଘ ଆନ୍ଦୋଳନର ସମାଧାନ ପାଇଁ ରାଜ୍ୟ ସରକାର ୩ ମାସର ମହଲତ ନେଇଛନ୍ତି। ଏହି ୩ ମାସ ମଧ୍ୟରେ ସେମାନଙ୍କ ଦାବି ପୂରଣ ପାଇଁ ନିଷ୍ପତ୍ତି ନିଆଯାଇଛି।
ସ୍ୱାମୀ କଲେ ଦୁଷ୍କର୍ମ, ଭିଡିଓ ରେକର୍ଡ କଲେ ସ୍ତ୍ରୀ। ୫ ମାସର ଗର୍ଭବତୀଙ୍କୁ ସମ୍ପର୍କୀୟ ଦେଢ଼ଶୁର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
ଆସନ୍ତା ୧୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଗୁରୁ ନାଁରେ କଳଙ୍କ। ଛାତ୍ରୀଙ୍କୁ ପାଠ ପଢ଼ାଇବା ବାହାନାରେ ଅଶ୍ଲୀଳ ଭିଡିଓ ଏବଂ ଫଟୋ ଉଠାଇ ସୋସିଆଲ୍ ମିଡିଆରେ ଜଣେ ଶିକ୍ଷକ ଭାଇରାଲ୍ କରିଥିବା ଅଭିଯୋଗ ହୋଇଛି।
ଡ୍ରାଇଭର ସଂଘର ଆନ୍ଦୋଳନ ଯୋଗୁ ପହଞ୍ଚି ପାରୁନି ପେଟ୍ରୋଲା ଭୁବନେଶ୍ୱର, ଜୟପୁର, ବାଲେଶ୍ୱରରେ ଏଭଳି କିଛି ସମସ୍ୟା ଦେଖା ଦେଇଛି।
ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ। ଗଣ୍ଡଗୋଳ ଏତେ ଉଗ୍ରରୂପ ନେଇଛି ଯେ, ଉଭୟ ପକ୍ଷ ପରସ୍ପର ଉପରକୁ ଟେକାପଥର ମାଡ଼ କରିଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଯାଇ ପୋଲିସ୍ ଆକ୍ରମଣର ଶିକାର ହୋଇଛି।
ପରୀକ୍ଷା କେନ୍ଦ୍ରରେ ମାଟ୍ରିକ ଛାତ୍ର ମୃତ। ଛାତ୍ର ଜଣକ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ଶ୍ରେଣୀ ଗୃହକୁ ପ୍ରବେଶ କରିବା ପରେ ହଠାତ୍ ଅଚେତ ହୋଇପଡ଼ିଥିଲେ।
ସ୍ତ୍ରୀ, ଛୁଆକୁ ହତ୍ୟା କରି ନିଜେ ଆତ୍ମହତ୍ୟା କଲେ। ଏକ ଫ୍ଲାଟ୍ରୁ ୪୪ ବର୍ଷୀୟ ଇଞ୍ଜିନିୟର, ତାଙ୍କ ସ୍ତ୍ରୀ ଓ ୮ ବର୍ଷ ଶିଶୁର ମୃତଦେହ ଉଦ୍ଧାର ହୋଇଛି।
ଛୁଆ ନଖାଇବାରୁ ଏଥିରେ ରାଗିଯାଇ ଜଣେ ମହିଳା ନିଜର ୨ କଅଁଳ ଶିଶୁଙ୍କୁ କୂଅରେ ଫିଙ୍ଗିବା ସହ ନିଜେ ମୋଟର ପମ୍ପ ରୁମ୍ରେ ଝୁଲି ପଡ଼ି ଆତ୍ମହତ୍ୟା କରିଛନ୍ତି।
ଏୟାରହୋଷ୍ଟେସ୍ ଅର୍ଚ୍ଚନା ଧିମନ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ୍ ଆଦେଶଙ୍କୁ ପୋଲିସ୍ ଗିରଫ କରିଛି। ବେଙ୍ଗାଲୁରୁରେ ଏକ ରେସିଡେନ୍ସିଆଲ୍ ବିଲ୍ଡିଂର ୪ର୍ଥ ମହଲା ବାଲ୍କୋନିରୁ ଅର୍ଚ୍ଚନା ପଡ଼ି ଯିବାରୁ ତାଙ୍କର ମୃତ୍ୟୁ ହୋଇଥିଲା।
ଦ୍ୱାଦଶ ପରୀକ୍ଷାରେ କମ୍ ନମ୍ବର ରଖିଥିଲା କନ୍ୟା। ଏହା ଜାଣିବା ପରେ ସହଜେ ହଜମ କରିପାରିଲାନି ବର। ଶେଷରେ ବାହାଘର ଭାଙ୍ଗି ଦେଲା।