• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

us president
ସରକାରଙ୍କୁ ଘାରିଲା ଚିନ୍ତା, ପୁଣି ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ହେବା ନେଇ ଚର୍ଚ୍ଚା

ୱାଶିଂଟନ: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନରେ ବିଜୟ ହାସଲ କରି ଡେମୋକ୍ରାଟିକ୍‌ ପାର୍ଟିର ନେତା ଜୋ ବାଇଡେନ୍‌ ରାଷ୍ଟ୍ରପତି ହୋଇଛନ୍ତି। କିନ୍ତୁ ଆମେରିକା ସରକାରଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଅଗଷ୍ଟରେ ରିପବ୍ଲିକାନ୍‌ ପାର୍ଟିର ନେତା ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଆମେରିକାର ରାଷ୍ଟ୍ରପତି ହେବା…

shakti mishra
ଲୋକପ୍ରିୟ ଓଡ଼ିଆ କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ଭୁବନେଶ୍ୱର: ଲୋକପ୍ରିୟ ଓଡ଼ିଆ କଣ୍ଠଶିଳ୍ପୀ ଶକ୍ତି ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। ତାଙ୍କୁ ଏବେ ଆଇସିୟୁରେ ରଖାଯାଇଛି। ସେ ହାର୍ଟ ଓ ଲିଭର ଜନିତ ସମସ୍ୟାରେ ପୀଡ଼ିତ ଥିବା…

Jammu and Kashmir
ଗିରଫର ଦିନକ ପରେ ଏନ୍‌କାଉଣ୍ଟରରେ ଟଳିଲା ଟପ୍‌ ଆତଙ୍କବାଦୀ

ଶ୍ରୀନଗର: ଗିରଫର ଦିନକ ପରେ ଟପ୍‌ ଲସ୍କର-ଇ-ତୋଇବା ଆତଙ୍କବାଦୀ ନଦିମ୍‌ ଅବ୍‌ରାର୍‌ ଏନ୍‌କାଉଣ୍ଟରରେ ନିହତ ହୋଇଛି। ଜମ୍ମୁ ଓ କାଶ୍ମୀରର ପାରିମ୍ପୋରା ଅଞ୍ଚଳରେ ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ଗୁଳି ବିନିମୟ ବେଳେ ନଦିମ୍‌ ନିହତ ହୋଇଥିବା ବେଳେ ଆଉ ଜଣେ ପାକିସ୍ତାନୀ ଆତଙ୍କବାଦୀ ମଧ୍ୟ…

students
UG ଓ PG ପରୀକ୍ଷାକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ଆସନ୍ତା ଜୁଲାଇ-ଅଗଷ୍ଟରେ ହେବାକୁ ଥିବା UG,PG ପରୀକ୍ଷା କେମିତି ଏବଂ କେଉଁ ଢ଼ାଞ୍ଚାରେ ହେବ, ସେନେଇ ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି ଏବଂ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗ ଚିଠି ଲେଖିଛି। ଅନ୍‌ଲାଇନରେ ହେବାକୁ ଥିବା ପରୀକ୍ଷା ପାଇଁ ପ୍ରସ୍ତୁତ ହେବାକୁ…

puri
ଅଣସର ଘରେ ଶ୍ରୀଜିଉ, ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ଅଣସର ଘରେ ଚାଲିଛି ଶ୍ରୀଜିଉଙ୍କ ଗୁପ୍ତ ସେବା ଆଜି ଅଣସରର ପଞ୍ଚମୀ ତିଥିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ ୨ଟି ମାଟି ର୍ନିମିତ ଘୁମାରେ ଘଣାପେଡା ରାଶି ତେଲରେ ବିଭିନ୍ନ ଔଷଧୀୟ ଦ୍ରବ୍ୟ ମିଶ୍ରଣ କରାଯାଇ ଏକ ବର୍ଷ…

bjd party office
ବିଜୁ ମହିଳା ଜନତା ଦଳର ରାଜ୍ୟ ସ୍ତରୀୟ କର୍ମକର୍ତ୍ତା ନିଯୁକ୍ତ

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳର ରାଜ୍ୟ ସ୍ତରୀୟ କର୍ମକର୍ତ୍ତା ନିଯୁକ୍ତ କରାଯାଇଛି। ଦଳ ପକ୍ଷରୁ ୫ ଜଣ ଉପଦେଷ୍ଟା, ୩ ଜଣ କାର୍ଯ୍ୟକାରୀ ସଭାପତି, ମହାସଚିବ ଓ କୋଷାଧ୍ୟକ୍ଷ ନିଯୁକ୍ତ କରାଯାଇଛି। ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରିତା ତରାଇ,…

pond
ପୋଖରୀ ଖୋଳା ନାଁରେ ଘୋଟାଲା, ସସ୍‌ପେଣ୍ଡ୍‌ ହେଲେ ଫରେଷ୍ଟର

ପୋଖରୀ ଖୋଳା ନାଁରେ ଘୋଟାଲା ଦୁର୍ନୀତି ଅଭିଯୋଗ ଆସିବା ପରେ ନିଲମ୍ବିତ ହେଲେ ଫରେଷ୍ଟର ଦୁର୍ନୀତିରେ ଜଡିତ ଅନ୍ୟମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ନିଆଯିବ ଘଟଣାର ତଦନ୍ତ ପାଇଁ ଡିଏଫଓ ନିର୍ଦ୍ଦେଶ ଦେଇଥିଲେ ନବରଙ୍ଗପୁର: ମହଙ୍ଗା ପଡିଲା ଦୁର୍ନୀତି। ଅଭିଯୋଗ ଆସିବା…

gym
ଆସନ୍ତାକାଲିଠୁ ରାଜଧାନୀରେ ଖୋଲିବ ଜିମ୍‌ ଓ ଯୋଗ ସଂସ୍ଥା

ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଦିଲ୍ଲୀ ସରକାର କଟକଣା ଧୀରେ ଧୀରେ କୋହଳ କରୁଛନ୍ତି। ଏବେ ଦିଲ୍ଲୀରେ ବିବାହ କାର୍ଯ୍ୟରେ ସର୍ବାଧିକ ୫୦ ଜଣ ଲୋକ ସାମିଲ ହୋଇପାରିବେ। ଏହାସହ Banquet ହଲ୍‌, ମ୍ୟାରେଜ୍‌…

Liquor Shops
ସଟ୍‌ଡାଉନ୍‌ରେ ଅଧା ସଟର ଟାଣି ଚାଲିଛି ମଦ ବେପାର

ପଟ୍ଟାମୁଣ୍ଡାଇ: ନିୟମ ମାନୁ ନାହାନ୍ତି ସରକାରୀ ମଦ ଦୋକାନୀ। କରୋନା କଟକଣା ପାଇଁ ସରକାର ସକାଳ ୬ଟାରୁ ଦିନ ୧ଟା ପର୍ଯ୍ୟନ୍ତ ମଦ ବିକ୍ରି ପାଇଁ ଅନୁମତି ପ୍ରଦାନ କରିଛନ୍ତି। କିନ୍ତୁ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଓ ପଟ୍ଟାମୁଣ୍ଡାଇରେ ଦିନ ୧ଟା ପରେ…

ବ୍ରେକିଂ ନ୍ୟୁଜ୍‌: ଜୁନ୍ ୨୭, ୨୦୨୧

ଗତ ୨୪ ଘଣ୍ଟାରେ ଓଡ଼ିଶାରେ ଆଉ ୩୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୮୮୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୪୦୮ କରୋନା ଆକ୍ରାନ୍ତ ଚିହ୍ନଟ, କ୍ୱାରେଣ୍ଟିନ୍‌ରୁ ୧,୯୪୩ ସଂକ୍ରମିତ…

corona-testing
୯ ଲକ୍ଷ ଟପିଲା ଓଡ଼ିଶାରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୩,୪୦୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୮୮୭ରେ ପହଞ୍ଚିଥିବା ବେଳେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା…

jammu
ବିଳମ୍ବିତ ରାତିରେ ଜମ୍ମୁ ବିମାନ ବନ୍ଦର ପରିସରରେ ବିସ୍ଫୋରଣ

ଶ୍ରୀନଗର: ଗତକାଲି ବିଳମ୍ବିତ ରାତିରେ ଜମ୍ମୁ ବିମାନ ବନ୍ଦର ଟେକ୍ନିକାଲ ଏରିଆର ଏୟାର ଫୋର୍ସ ଷ୍ଟେସନ ଭିତରେ ଲଗାତାର ୨ଟି ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ମାତ୍ର ୫ ମିନିଟ୍‌ ବ୍ୟବଧାନରେ ୨ଟି ବିସ୍ଫୋରଣ ହୋଇଥିଲା। ପ୍ରଥମ ବିସ୍ଫୋରଣଟି ଗୋଟିଏ ଘର…

rain
୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ଆଜି କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଓ ଆଉ କିଛି ଜିଲ୍ଲାରେ ପ୍ରବଳ ‍ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…

bjd
୩୦ ଜିଲ୍ଲା ପାଇଁ ୬ ବରିଷ୍ଠ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେଡି

ବିଜେଡି ପକ୍ଷରୁ ୬ ଜଣଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ ପୂର୍ବର ସମସ୍ତ ନିର୍ଦ୍ଦେଶକୁ ବାତିଲ କରି ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ ଏଥିସହ ୩୦ଟି ଜିଲ୍ଲା ପାଇଁ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ ଭୁବନେଶ୍ୱର: ବିଜେଡି ପକ୍ଷରୁ ୬ ଜଣଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ…

delhi
ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ଗୁଳି କରି ହତ୍ୟା, ଭୟରେ କବାଟ ବନ୍ଦ କରିଦେଲେ ପଡ଼ୋଶୀ

ନୂଆଦିଲ୍ଲୀ: ନବବିବାହିତ ଦମ୍ପତିଙ୍କ ଉପରକୁ ଆଖି ପିଛୁଳାକେ ଗୁଳିମାଡ଼। ଗୁଳିମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପତ୍ନୀ ଗୁରୁତର ଆହତ ହୋଇଛନ୍ତି। ଗୁରୁବାର ରାତିରେ ନୂଆଦିଲ୍ଲୀରେ ଏହି ଘଟଣା ଘଟିଛି। ଗୁରୁତର ଯୁବତୀଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଘଟଣା ପଛରେ…

malkangiri
ପାଣି ତଳେ ଲୁଚି ରହିଛି ଅନେକ ରହସ୍ୟ, ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ କୀର୍ତ୍ତିରାଜି

ଚିତ୍ରକୋଣ୍ଡା: ମାଲକାନଗିରିର ବିସ୍ତୀର୍ଣ୍ଣ ବାଲିମେଳା ଜଳଭଣ୍ଡାରର ଅଥଳ ଜଳରାଶି ତଳେ ଲୁଚି ରହିଛି ଅନେକ ରହସ୍ୟ। ଜଳଭଣ୍ଡାର ଶୁଖିଲେ ଓ ଜଳସ୍ତର କମିଲେ ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ ଚକିତ କଲା ଭଳି କୀର୍ତ୍ତିରାଜି। ଅନାବୃତ ହେଉଛି ଦିନେ ବିଚ୍ଛିନ୍ନାଞ୍ଚଳ…

vaccine
ଆଶ୍ୱସ୍ତିକର ଖବର: ‘ଡେଲ୍‌ଟା ପ୍ଲସ୍’ ଭାରିଏଣ୍ଟ ଉପରେ କୋଭିସିଲ୍ଡ ଓ କୋଭାକ୍ସିନ୍ ଉଭୟ ଭ୍ୟାକ୍ସିନ୍ ଫଳପ୍ରଦ

ନୂଆଦିଲ୍ଲୀ: ଡେଲ୍‌ଟା ପ୍ଲସ୍ ଭାରିଏଣ୍ଟ ଉପରେ କୋଭିସିଲ୍ଡ ଓ କୋଭାକ୍ସିନ୍ ଉଭୟ ଭ୍ୟାକ୍ସିନ୍ ଫଳପ୍ରଦ। ଏପରିକି ଆଲଫା, ବିଟା, ଗାମା ଇତ୍ୟାଦି ଭାରିଏଣ୍ଟ ଉପରେ ବି ଉଭୟ ଟିକା କାମ ଦେଉଛି। ICMR ଡିଜି ବଳରାମ ଭାର୍ଗବ ପ୍ରେସ୍‌ମିଟ୍‌ରେ ଏହି ସୂଚନା…

heavy rainfall
ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି…

cm naveen patnaik
ଆଉ ୭ ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହାସହ ଭର୍ଚୁଆଲ୍‌ରେ ମୁଖ୍ୟମନ୍ତ୍ରୀ ଅନ୍ୟ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ…

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।