• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

ravi sankar prasad
କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କ ଆକାଉଣ୍ଟ ୧ଘଣ୍ଟା ପାଇଁ ବନ୍ଦ କଲା ଟ୍ୱିଟର

ନୂଆଦିଲ୍ଲୀ:କେନ୍ଦ୍ର ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କ ଟ୍ୱିଟର ଆକାଉଣ୍ଟ ଶୁକ୍ରବାର ଦିନ ୧ଘଣ୍ଟା ପାଇଁ ବନ୍ଦ କରି ଦିଆଯାଇଥିଲା। ଆମେରିକାର ଡିଜିଟାଲ ମିଲିନିୟମ କପି ରାଇଟ ଆକ୍ଟ (DMCA) ଉଲ୍ଲଘଂନ ଅଭିଯୋଗରେ ମନ୍ତ୍ରୀଙ୍କ ଟ୍ୱିଟର ଆକାଉଣ୍ଟକୁ ବନ୍ଦ…

10th-Result
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ, ପାସ୍‌ ହାରରେ ରେକର୍ଡ

ମାର୍କରେ ଅସନ୍ତୁଷ୍ଟ ଥିବା ପିଲା ସ୍ଥିତି ସ୍ୱାଭାବିକ ହେଲେ ପରୀକ୍ଷା ଦେବେ। ପରୀକ୍ଷା ଦେବା ପାଇଁ ଜୁଲାଇ ୫ରୁ ଫର୍ମ ଫିଲ୍ଅପ୍ କରାଯିବ।

shweta bachchan
କରଣ ଜୋହରଙ୍କ ପାଇଁ ଉପାସରେ ରହିଥିଲେ ଅମିତାଭଙ୍କ ଝିଅ

ମୁମ୍ବାଇ: ଫିଲ୍ମ ନିର୍ଦ୍ଦେଶକ କରଣ ଜୋହର ଓ ବିଗ୍‌ ବି ଅମିତାଭ ବଚ୍ଚନଙ୍କ ଝିଅ ଶ୍ୱେତା ବଚ୍ଚନ ନନ୍ଦା ଛୋଟବେଳୁ ଭଲ ସାଙ୍ଗ। ଉଭୟଙ୍କ ମସ୍ତି କରଣ ଜୋହରଙ୍କ ଶୋ’ ‘କଫି ୱିଥ୍‌ କରଣ’ରେ ଦେଖିବାକୁ ମିଳିଥିଲା। ଅଭିନେତ୍ରୀ ନେହା ଧୂପିଆଙ୍କ…

people wearing mask
ମହାରାଷ୍ଟ୍ରରେ କରୋନା ଗ୍ରାଫ୍‌ ଉପର ମୁହାଁ, ତୃତୀୟ ଲହର ନେଇ ଆଶଙ୍କା

ମୁମ୍ବାଇ: ଦେଶରେ କରୋନାର ତୃତୀୟ ଲହର ମହାରାଷ୍ଟ୍ରରୁ ଆରମ୍ଭ ହେବା ନେଇ ଆଶଙ୍କା ଦେଖାଦେଇଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ କରୋନା ସଂକ୍ରମଣ ହାର ବଢ଼ିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି। ଗତକାଲି ମହାରାଷ୍ଟ୍ରରେ ୯ ହଜାର ୮୪୪ ନୂଆ…

deadbody
ବାଲିରେ ପୋତା ଯାଇଥିଲା, ଜଳସ୍ତର ବଢ଼ିବା ପରେ ନଦୀରେ ଭାସିଲା ଶବ

ଲକ୍ଷ୍ନୌ: ଦେଶର ବିଭିନ୍ନ ସ୍ଥାନରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି। ଫଳରେ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଉତ୍ତର ପ୍ରଦେଶ ପ୍ରୟାଗରାଜରେ ଗଙ୍ଗାନଦୀର ଜଳସ୍ତର ବୃଦ୍ଧି ଏବେ ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ନଦୀର ଜଳସ୍ତର ବୃଦ୍ଧି ପାଇବା…

odisha
ଘରେ ଛାଡ଼ିବା ପରିବର୍ତ୍ତେ ଜଙ୍ଗଲରେ ଛାଡ଼ି ଚାଲିଗଲେ ଆମ୍ବୁଲାନ୍ସ ଡ୍ରାଇଭର

ଆନନ୍ଦପୁର: ସୁସ୍ଥ ହୋଇଥିବା ଜଣେ କୋଭିଡ୍‌ ଆକ୍ରାନ୍ତଙ୍କୁ ଘରେ ଛାଡ଼ିବା ପରିବର୍ତ୍ତେ ଜଙ୍ଗଲରେ ଛାଡ଼ି ଚାଲିଗଲେ ଆମ୍ବୁଲାନ୍ସ ଡ୍ରାଇଭର। ଦୀର୍ଘ ସମୟ ଅପେକ୍ଷା କରିବା ପରେ ଶେଷରେ ଅନ୍ୟ ଏକ ଆମ୍ବୁଲାନ୍ସରେ ଘରେ ପହଞ୍ଚିଲେ ସମ୍ପୃକ୍ତ ବ୍ୟକ୍ତି। କେନ୍ଦୁଝର ଜିଲ୍ଲା ଆନନ୍ଦପୁରରୁ…

strawberry moon
ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ

ନୂଆଦିଲ୍ଲୀ: ଗତକାଲି ଆକାଶରେ ଏକ ବିରଳ ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗତକାଲି ଆକାଶରେ ‘ଷ୍ଟ୍ରବେରି’ ମୁନ୍ ଦୃଶ୍ୟମାନ ହୋଇଥିଲା।  ‘ଷ୍ଟ୍ରବେରି’ ମୁନ୍‌ର ଅର୍ଥ ଏହା ନୁହେଁ ଯେ ଏହା ଷ୍ଟ୍ରବେରି ଭଳି ଦେଖାଯିବ କି ଏହା ରଙ୍ଗ ଗୋଲାପୀ। ପାରମ୍ପରିକ…

puri srimandir
୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ

୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ ସୁସ୍ଥ ହେବା ପାଇଁ ଚାଲିଛି ଗୁପ୍ତ ଉପଚାର ୧୫ ଦିନ ଯାଏ ଶ୍ରୀଜିଉ ଏବେ ଅଣସର ଘରେ ରହିବେ ଅଲାରନାଥଙ୍କ ପୀଠରେ ୧୪୪ ଧାରା ଜାରି କୋଭିଡ୍ କଟକଣା…

matric results
ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଅପରାହ୍ନ ୪ଟାରେ କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ। www.bseodisha.ac.in ଏବଂ www.bseodisha.nic.in ୱେବ୍‌ସାଇଟ୍‌ରେ ସନ୍ଧ୍ୟା ୬ଟାରେ ରେଜଲ୍ଟ ଉପଲବ୍ଧ ହେବ। SMS ଜରିଆରେ ମଧ୍ୟ ରେଜଲ୍ଟ…

exam
ଦ୍ୱାଦଶ ପରୀକ୍ଷାକୁ ନେଇ ଆନ୍ଧ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା

ବିଶାଖାପାଟଣା: କରୋନା ମହାମାରୀ ଭିତରେ ଦ୍ୱାଦଶ ପରୀକ୍ଷା କରାଉଥିବାରୁ ଆନ୍ଧ୍ର ପ୍ରଦେଶ ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ଭର୍ତ୍ସନା କରିବା ସହ ଚେତାବନୀ ଦେଇଛନ୍ତି। ଏହି ପରୀକ୍ଷା ପାଇଁ ଯଦି ଜଣକର ମଧ୍ୟ ମୃତ୍ୟୁ ହୁଏ, ସେଥିପାଇଁ ଆନ୍ଧ୍ର ସରକାର ଦାୟୀ ରହିବେ।…

girl
ବିବାହର ୧୫ ଦିନ ପୂର୍ବରୁ ଘର ଛାଡ଼ି ଚାଲିଗଲେ ଯୁବତୀ, ଏହି ସିଙ୍ଗରଙ୍କ ନାଁ ନେଲେ ପରିବାର ଲୋକ

ହମିରପୁର: ବିବାହ ପାଇଁ ଜୋରଦାର ଚାଲିଥିଲା ପ୍ରସ୍ତୁତି। ସୁନା ଅଳଙ୍କାରଠୁ ଆରମ୍ଭ କରି ଅନ୍ୟାନ୍ୟ ଜିନିଷ ସବୁ ପ୍ରାୟତଃ କିଣା ସରିଥିଲା। ହେଲେ ଯାହା ପାଇଁ ଏତେ ଆୟୋଜନ ଚାଲିଥିଲା, ବିବାହ ପୂର୍ବରୁ ସେ ଘର ଛାଡ଼ି ଚାଲିଗଲେ। ଖାଲି ଫେରାର…

mp mimi chakraborty
‘ଫେକ୍’ ଭ୍ୟାକ୍‌ସିନେସନ୍ କ୍ୟାମ୍ପ୍‌ରେ କରୋନା ଟିକା ନେଇ ଚିନ୍ତାରେ ସାଂସଦ ମିମି ଚକ୍ରବର୍ତ୍ତୀ

କୋଲକାତା: ନିଜକୁ IAS ଅଫିସର ଦର୍ଶାଇ କୋଲକାତାରେ ହଜାର ହଜାର ଟିକାକରଣର ଆୟୋଜନ କରିଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ୍‌ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କ ନାଁ ଦେବଞ୍ଜନ ଦେବ। ସେ ଆୟୋଜନ କରିଥିବା ଏକ କ୍ୟାମ୍ପରେ ଟିଏମ୍‌ସି ସାଂସଦ ମିମି ଚକ୍ରବର୍ତ୍ତୀ…

matric results
କାଲି ବାହାରିବ ମାଟ୍ରିକ୍‌ ରେଜଲ୍ଟ

କଟକ: ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ। ଏହାସହ ଷ୍ଟେଟ୍‌ ଓପନ୍‌ ସ୍କୁଲ୍‌ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। କଟକ BSE ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ। ସନ୍ଧ୍ୟା ୬ଟା ପରେ ୱେବ୍‌ସାଇଟ୍‌ରେ ରେଜଲ୍ଟ ଉପଲ୍ଲବ୍ଧ…

corona
ଆଜି ବି ରାଜ୍ୟରେ ୩ ହଜାର ଉପରକୁ କରୋନା ସଂକ୍ରମିତ ଚିହ୍ନଟ, ୪୪ ମୃତ

ଭୁବନେଶ୍ୱର: ଆଜି ବି ରାଜ୍ୟରେ ୩ ହଜାର ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ୩,୪୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩,୬୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୨,୦୯୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ…

puri
ରତ୍ନ ସିଂହାସନରୁ ଓହ୍ଲାଇ ସ୍ନାନବେଦୀରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତି

ପୁରୀ: ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧର ପୋଛା…

strawberry moon
କାଲି ଆକାଶରେ ଉଇଁବ ‘ଷ୍ଟ୍ରବେରି’ ଜହ୍ନ

ନୂଆଦିଲ୍ଲୀ: ଆସନ୍ତାକାଲି ଆକାଶରେ ଦେଖିବାକୁ ମିଳିବ ଏକ ସୁନ୍ଦର ଦୃଶ୍ୟ। ଆସନ୍ତାକାଲି ଅର୍ଥାତ୍ ଜୁନ୍‌ ୨୪ରେ ଦୃଶ୍ୟମାନ ହେବ ଫୁଲ୍‌ ମୁନ୍‌। ସୂଚନା ଅନୁସାରେ, ଏହି ଫୁଲ୍‌ ମୁନ୍‌ର ନାଁ ‘ଷ୍ଟ୍ରବେରି ମୁନ୍’ ରଖାଯାଇଛି। ‘ଷ୍ଟ୍ରବେରି ମୁନ୍’ର ଅର୍ଥ ଏହା ନୁହେଁ…

Rat
ଆଶ୍ଚର୍ଯ୍ୟ ! ICUରେ ରୋଗୀଙ୍କ ଆଖିକୁ ଖାଇଦେଲା ମୂଷା !

ମୁମ୍ବାଇ: ଆଇସିୟୁରେ ଭର୍ତ୍ତି ହୋଇଥିବା ଜଣେ ରୋଗୀଙ୍କ ଆଖିକୁ ଖାଇଦେଲା ମୂଷା। କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏଭଳି କିଛି ଘଟଣା ମହାରାଷ୍ଟ୍ରର ମୁମ୍ବାଇରେ ଘଟିଛି। ମଙ୍ଗଳବାର ମୁମ୍ବାଇ ସ୍ଥିତ ରାଜ୍‌ୱାଡି ହସ୍ପିଟାଲ୍‌ରେ ICU ଭର୍ତ୍ତି ହୋଇଥିବା ଜଣେ ରୋଗୀଙ୍କ…

building
୭ ବର୍ଷର ପୁଅକୁ ଧରି ୧୨ ମହଲାରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା

ମୁମ୍ବାଇ: ୭ ବର୍ଷର ପୁଅକୁ ଧରି ୧୨ ମହଲାରୁ ଡେଇଁ ଆତ୍ମହତ୍ୟା କଲେ ମହିଳା। ମୃତ୍ୟୁ ପୂର୍ବରୁ ମହିଳା ଜଣକ ଏକ ସୁଇସାଇଡ୍‌ ନୋଟ୍‌ ଲେଖିଥିଲେ। ଯେଉଁଥିରେ ଏହି ଘଟଣା ପାଇଁ ସେ ପଡ଼ୋଶୀଙ୍କୁ ଦାୟୀ କରିଛନ୍ତି। ସୋମବାର ଦିନ ମୁମ୍ବାଇରେ…

odisha
ଈଶ୍ୱରଙ୍କ ଏ କି ବିଚିତ୍ର ଖେଳ ? ପୁଅ ଦେଲେ ହେଲେ ଉଣା କରିଦେଲେ କାନ

ଜୟପୁର: ଦୁଇ ଝିଅଙ୍କ ପରେ ଜନ୍ମ ନେଲା ଶିଶୁପୁତ୍ର। ପୁଅ ଜନ୍ମ ହୋଇଥିବାରୁ ପରିବାର ସଦସ୍ୟ ଓ ବନ୍ଧୁବାନ୍ଧବଙ୍କ ଖୁସି କହିଲେ ନସରେ। ହେଲେ ସେମାନଙ୍କର ଏହି ଖୁସି କ୍ଷଣିକ ପାଇଁ ଥିଲା। ସତେ ଯେମିତି ସେମାନଙ୍କ ଖୁସିରେ କିଏ ନଜର…

corona test
କାଲି କମିଥିଲା, ଆଜି ବଢ଼ିଲା; ରାଜ୍ୟରେ ୩,୪୫୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୩ ହଜାର ତଳକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୪୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୧,୯୭୩ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ସ…

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।