ଭୁବନେଶ୍ୱରରେ ନବ ନିର୍ମାଣ କୃଷକ ସଂଗଠନର ଜୋରଦାର ଆନ୍ଦୋଳନ ଦେଖିବାକୁ ମିଳିଛି। ଆନ୍ଦୋଳନକାରୀମାନେ ନବୀନ ନିବାସ ଯିବା ବାଟରେ ପୋଲିସ୍ ସହ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।
ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
କ୍ୟାନ୍ସର ଚିହ୍ନଟ ପାଇଁ ଏକ ନୂତନ ଆବିଷ୍କାର କରାଯାଇଛି। ଫଳରେ ଏହାଦ୍ୱାରା ଗର୍ଭ କ୍ୟାନ୍ସରକୁ ମାତ୍ର କିଛି ସେକେଣ୍ଡ ମଧ୍ୟରେ ଚିହ୍ନଟ କରାଯାଇପାରିବ ବୋଲି ଜଣାପଡ଼ିଛି।
୫୮ ବର୍ଷରେ ଚତୁର୍ଥ ବିବାହ କରିବାକୁ ଯାଉଛନ୍ତି ଏହି ଫିଲ୍ମ ଷ୍ଟାର। ତାଙ୍କର ଏହି ପୋଷ୍ଟ ଦେଖି ଅଭିନେତାଙ୍କ ତୃତୀୟ ପତ୍ନୀ ରାଗରେ ଜଳୁଛନ୍ତି। କେବେବି ସେ ଏହି ବିବାହ କରାଇ ଦେବେ ନାହିଁ ବୋଲି କହିଛନ୍ତି।
ନା ସମାଲୋଚନା.. ନା କଟାକ୍ଷ.. କୌଣସି ପରିସ୍ଥିତିକୁ ତାଙ୍କର ଖାତିର୍ ନାହିଁ.. ନିଜର ଜିଦ୍ ପାଇଁ ଲକ୍ଷ୍ୟପଥରେ ଧିରେ ଧିରେ ଆଗକୁ ବଢୁଛନ୍ତି ମହିଳା ଉଦ୍ୟୋଗୀ ରୋମୀ
ମନେ ପଡ଼ନ୍ତି ଉତ୍କଳ ଘଣ୍ଟ ଯଦୁମଣି ମହାପାତ୍ର ...ଅନେକ ଲୋକପ୍ରିୟ କବିତା ଲେଖି ସେ ଗାଁ ଗଣ୍ଡାରେ ପରିଚିତ.. ଆଜି ହେଉଛି ସେଇ ମହାନ କବି ଯଦୁମଣି ମହାପାତ୍ରଙ୍କ ଜନ୍ମ ଜୟନ୍ତୀ..
ସାରା ରାଜ୍ୟରେ ଏବେ ହକି ଫିଭର୍। ଏହି ଫିଭର୍ ବର୍ତ୍ତମାନ ବ୍ରହ୍ମପୁରରେ ମଧ୍ୟ ରହିଛି। ଯାହାର ଝଲକ ଆପଣ ଦେଖିବାକୁ ପାଇବେ ବ୍ରହ୍ମପୁର ଆଇଟିଆଇରେ...
ପୁଅ ଯେବେ ସଫଳତାର ଶୀର୍ଷରେ ପହଞ୍ଚେ ପରିବାରର ଖୁସି କହିଲେ ନ ସରେ...ଘରେ ସଫଳତାର ସାଇତା ସନ୍ତକ ସବୁକୁ ଦେଖିଲେ ଭାବ ବିହ୍ୱଳ ହୋଇ ପଡ଼ନ୍ତି ଆତ୍ମୟ ଓ ପରିଜନ
ମହିଳା ପୋଲିସଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ କେମିତି ଧମକ୍ ଦେଉଛନ୍ତି ଶୁଣନ୍ତୁ.. ଭିଡିଓ ଭାଇରାଲ ହେବା ପରେ ସମସ୍ତେ କହିଲେ ଛି.. ଛି..
ନିଜର କୌଳିକ ବୃତ୍ତିକୁ ବଞ୍ଚାଇ ରଖିବା ସହ ପରିବାର ପ୍ରତିପୋଷଣର ବିନ୍ଧାଣୀ ସାଜିଛନ୍ତି ମହିଳା..
ପୋଷା କୁକୁର କାମୁଡ଼ି ଦେବାରୁ ମହିଳା ଜଣକ ରାଗି କୁକୁରକୁ ହତ୍ୟା କରିବା ସହ ଏହାକୁ ଫିଙ୍ଗିବା ପାଇଁ ହ୍ରଦକୁ ଯାଇଥିଲେ। ହେଲେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି।
ସଲମାନ୍ ଓ ସୋମିଙ୍କ ଆଫାୟର୍ସକୁ ନେଇ ବେଶ୍ ଚର୍ଚ୍ଚା ହୋଇଥିଲା। ହେଲେ ପରେ ଅଭିନେତ୍ରୀ ସୋମି ବଲିଉଡ୍କୁ ଅଲ୍ବିଦା କହିଥିଲେ। ଏବେ ସୋସିଆଲ୍ ମିଡିଆରେ ସେ ବେଶ୍ ଆକ୍ଟିଭ୍ ରହିବା ସହ ସଲମାନ୍ଙ୍କ ବିରୋଧରେ ଗୋଟିଏ ପରେ ଗୋଟିଏ ଖୁଲାସା କରୁଛନ୍ତି।
ହକି ନାଁ କହି ସବୁ ଭାଙ୍ଗିଦେଲେ। ନା ହକି ପାଇଁ କିଛି ସୌନ୍ଦର୍ଯ୍ୟକରଣ କଲେ ନା ଲୋକଙ୍କ ରୋଜଗାର ଫେରାଇ ଦେବା ପାଇଁ କୌଣସି ବ୍ୟବସ୍ଥା କଲେ।
ଭୁବନେଶ୍ୱରରେ ପଥୋତ୍ସବ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ଅବସରରେ ନାଚ ଗୀତ ସହ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଛି।
ନିଖୋଜର ୩ ଦିନ ପରେ କାର୍ ଭିତରୁ ମିଳିଲା ମୃତଦେହ। ଲକ୍ କାର୍ ଭିତରୁ ୩୭ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି।
ଏୟାର ଇଣ୍ଡିଆ ବିମାନରେ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ଅନ୍ଲାଇନ୍ରେ ବିରିୟାନୀ ଅର୍ଡର କରିଥିଲେ, ହେଲେ ଏହାକୁ ଖାଇବାର ମାତ୍ର କିଛି ଘଣ୍ଟା ପରେ ଚାଲିଗଲା ଜୀବନ। ବିଷାକ୍ତ ଖାଦ୍ୟ ଯୋଗୁ ୨୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।
ଦିଲ୍ଲୀରୁ ଭର୍ଚୁଆଲ୍ରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏହି ବିମାନ ସେବାର ଉଦ୍ଘାଟନ କରିଛନ୍ତି। ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ରାଉରକେଲା ରୁଟିନ୍ ଉଡ଼ାଣ ଆରମ୍ଭ ହେବ।
ଚାର୍ଜିଂ ବେଳେ ଫୋନ୍ରୁ ଅତ୍ୟଧିକ ହିଟ୍ ବାହାରିଥାଏ। ତେଣୁ ଏହି ସମୟରେ ଫୋନ୍ ବ୍ୟବହାର କରିବା ଦ୍ୱାରା ଓଭର ହିଟ୍ ଯୋଗୁ ଜୀବନ ମଧ୍ୟ ଚାଲି ଯିବାର ସମ୍ଭାବନା ରହିଛି।