ଆଜି ଭୋର୍ ସମୟରେ ନୟାଗଡ଼ ଓ ଜୁରୁଡ଼ି ଷ୍ଟେସନ୍ ମଝିରେ ପଳସା ନିକଟରେ ରେଳ ଲାଇନ୍ ପାର୍ ହେଉଥିବା ବେଳେ ହାତୀକୁ ଧକ୍କା ଦେଇଥିଲା ଟ୍ରେନ୍ ।
ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣି ଉତ୍ସବକୁ ଆକର୍ଷଣୀୟ କରିବାକୁ ପୂଜା କମିଟି ବିଭିନ୍ନ ପ୍ରକାର ଆୟୋଜନ କରିଛନ୍ତି ।
ପିସିସି ସଭାପତି କହିଛନ୍ତି, ବିଜେପି-ବିଜେଡି ଏକ ବୋଲି ପୁଣି ଥରେ ପ୍ରମାଣିତ ହୋଇଛି । କେନ୍ଦ୍ରର ବିଜେପି ସରକାରଙ୍କ ଆଶୀର୍ବାଦ ତାଙ୍କ ଉପରେ ରହିଛି ।
ଭି.କେ. ପାଣ୍ଡିଆନ୍ଙ୍କ VRS ସମ୍ପର୍କରେ ବଡ଼ ସୂଚନା ସାମ୍ନାକୁ ଆସିଛି । କାହିଁକି VRS ନେଲେ ଏହାର କାରଣ ସମ୍ପର୍କରେ ଏହି ସୂଚନା ସାମ୍ନାକୁ ଆସିଛି ।
ଭୀଷଣ ବାତ୍ୟାରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ହାମୁନ୍’ । ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବ ନାହିଁ।
ପାଣ୍ଡିଆନ୍ଙ୍କୁ କ୍ୟାବିନେଟ୍ ପାହ୍ୟା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ‘ମୁଁ ଅନୁମାନ କରୁଥିଲି, ହେଲେ ଆଶ୍ଚର୍ଯ୍ୟଚକିତ ନୁହେଁ । ’
ଭସାଣି ବେଳେ ମୁଖ୍ୟ ରାସ୍ତାରେ ଯାନବାହାନ ଯିବାକୁ ଦିଆଯିବ ନାହିଁ । ଲାଗୁ ହୋଇଥିବା କଟକଣା ଉଲ୍ଲଂଘନ କଲେ ୫୦୦ରୁ ୧ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ ।
ମୃତଦେହ ଗାଁକୁ ଆଣିବା ପାଇଁ ଭିକ୍ଷା ବୃତ୍ତି କରୁଛନ୍ତି ମୃତକଙ୍କ ୩ ଭଉଣୀ । ଗାଁ ସାରା ବୁଲି ବୁଲି ଭିକ୍ଷା ମାଗୁଛନ୍ତି ।
ଅସତ୍ୟ ଉପରେ ସତ୍ୟର ବିଜୟ ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ପ୍ରତୀକ ସ୍ୱରୂପ ପାଳନ ହୋଇଥାଏ ଦଶହରା । ଏହି ଅବସରରେ ଆଜି ବିଭିନ୍ନ ପୂଜା ମଣ୍ଡପରେ ରାବଣ ପୋଡ଼ିର ଆୟୋଜନ ମଧ୍ୟ କରାଯାଇଛି ।
କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ।
ଅପରେସନ ପାଇଁ ଦରକାର ୧୨ ଲକ୍ଷ ଟଙ୍କା । ସ୍ୱାସ୍ଥ୍ୟ କାର୍ଡରୁ ବି ଟଙ୍କା ସରିଲାଣି । ହାର୍ଟ ସର୍ଜରୀ ପାଇଁ ପ୍ରଶାନ୍ତ କେଉଁଠୁ ଆଣିବେ ଏତେ ଟଙ୍କା ?
ଜୀବନର ଶେଷ ସମୟରେ ବଞ୍ଚିବାକୁ ସାହାରା ଦେଇଛି ଦାସ କାଠିଆ । ରାଜଧାନୀର ଛାତି ଉପରେ ଦାସକାଠିଆ ବଜାଇ ପେଟ ପୋଷୁଛନ୍ତି ଏହି ବୃଦ୍ଧ ଜଣକ...
ଇୟେ ହେଉଛନ୍ତି ଗୁରୁ ନାରାୟଣ ମୁଣ୍ତା । ସୁନ୍ଦରଗଡ଼ ଜିଲ୍ଲା ରାଏବୋଗା ଥାନାରେ ସେ ପୋଲିସ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି । ନିକଟରେ ତାଇକୋଣ୍ତୋର ଫାଷ୍ଟ ଡନ୍ ବ୍ଲକ ଜିତି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି
ଭକ୍ତଙ୍କ ମନୋସ୍କାମନା ପୂର୍ଣ୍ଣ ପାଇଁ ବିଭୂତି ରୂପରେ ଧରାକୁ ଓହ୍ଲାଇ ଆସନ୍ତି ଭଗବାନ । ବର୍ଷକରେ ଥରେ ଅନୁଷ୍ଠିତ ହୁଏ ବାଲୁକେଶ୍ୱରଙ୍କର ବିଭୂତି ଉତ୍ସବ...
ଆରମ୍ଭ ହେଲା ଭାରତର ଗଗନୟାନ ମିଶନ । ତ୍ରୁଟି ସୁଧାରିବା ପରେ ପୁଣି ଥରେ ଗଗନଯାନର ପ୍ରଥମ ଟେଷ୍ଟ୍ ଭେହିକିଲ୍ TV-D1 ର ଉତକ୍ଷେପଣ କରାଯାଇଛି । ଶ୍ରୀହରିକୋଟା ସତୀଶ ଧାୱନ୍ ସ୍ପେସ୍ ସେଣ୍ଟରରୁ ଟେଷ୍ଟ୍ ଭେହିକିଲ୍ ଉତ୍କ୍ଷେପଣ କରାଯାଇଛି ।
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ସୌର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୧ ତାରିଖ ଶନିବାର, ଚନ୍ଦ୍ର- ଧନୁ ରାତ୍ରି ୦୧. ୩୭ ଗତେ ମକର ତିଥି – ୭ମୀ ରାତି ୦୯.୫୩ ଗତେ ୮ମୀ ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ରାତ୍ରି ୦୧.୩୭ ଗତେ ସିଂହ ରାଶିର ଘାତ ବାର – ବୃଷ...
ଡାକ୍ତର ସାଜିଲେ ଶ୍ରମମନ୍ତ୍ରୀ ସାରଦା ନାୟକ । ରକ୍ତଦାତାଙ୍କଠୁ ରକ୍ତ ଟାଣିଲେ । କଇଁଚି ଧରି ରିବନ କାଟିବା ଛାଡ଼ି ରକ୍ତଦାନ ପାଇଁ ଆସିଥିବା କର୍ମୀ ଓ ସାଧାରଣ ଲୋକଙ୍କ ପାଖକୁ ଯାଇଥିଲେ ।
ବଢ଼ିଲା ତିର୍ତ୍ତୋଲର ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡୁଆ । ମାମଲା କୋର୍ଟରେ ବିଚାରାଧୀନ ଥିବାବେଳେ ବିଧାୟକ କିପରି ଅନ୍ୟ ଜଣେ ଯୁବତୀଙ୍କ ସହ ବିବାହ ପାଇଁ ଆବେଦନ କରିଛନ୍ତି ସେନେଇ ସୋମାଲିକା ଅଭିଯୋଗ କରିଛନ୍ତି ।
ଗୋଟିଏ ପରେ ଗୋଟିଏ ଛାତିଥରା କାହାଣୀ ସାମ୍ନାକୁ ଆସୁଛି । ଏସବୁ ଭିତରେ ଭାରତୀୟ ମହିଳାଙ୍କ ସାହସିକତାକୁ ସମସ୍ତେ ସାଲ୍ୟୁଟ୍ କରିଛନ୍ତି ।