ପୋଲିସ୍ କର୍ମୀଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ । ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନାରେ କାର୍ଯ୍ୟରତ ASI ଆନନ୍ଦ ମାଝୀ ଓ ହୋମଗାର୍ଡ ଦେବାନନ୍ଦ ପାତ୍ରଙ୍କ ନାଁରେ ଏଭଳି ସଙ୍ଗୀନ ଅଭିଯୋଗ ଆସିଛି ।
ରାଜଧାନୀ ପାଲଟି ଗଲାଣି କି ଅପରାଧୀଙ୍କ ଚରାଭୂଇଁ ? ପୁରୀ ବାଇପାସ୍ ରୋଡ୍ରେ ଏକ ଅଟୋ ଶୋ’ ରୁମ୍ରେ ପଶି ସିକ୍ୟୁରିଟି ଗାର୍ଡଙ୍କୁ ଦୁର୍ବୃତ୍ତମାନେ ହାଣିଥିବା ସୂଚନା ମିଳିଛି ।
କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି । ଏସିଆନ ଗେମ୍ସ ଜାଭେଲିନ୍ ଥ୍ରୋ ରୌପ୍ୟ ପଦକ ବିଜେତା ହେଉଛନ୍ତି କିଶୋର ଜେନା ।
ହସ୍ପିଟାଲ୍କୁ ଟାର୍ଗେଟ୍ କରି ଆକ୍ରମଣ ହୋଇଥିବାରୁ ଏହାକୁ ସାରା ବିଶ୍ୱରେ ନିନ୍ଦା କରାଯାଇଛି । ବିଶ୍ୱ ସ୍ୱ୍ୟାସ୍ଥ୍ୟ ସଂଗଠନ ପକ୍ଷରୁ ଏହାକୁ ଅତ୍ୟନ୍ତ ଅମାନବୀୟ ଘଟଣା ବୋଲି କୁହାଯାଇଛି ।
୨୦୨୨ ପାଇଁ କବି ନରେନ୍ଦ୍ର ଭୋଇ(୧୯୭୯) ଯୋଗ୍ୟ ବିବେଚିତ ହୋଇଥିବା ବେଳେ ୨୦୨୩ ପାଇଁ କବି ଚିତ୍ତରଞ୍ଜନ ନାୟକ(୧୯୭୮) ଏହି ପୁରସ୍କାର ପାଇବେ ।
ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବାକୁ ମନା କଲେ ସୁପ୍ରିମକୋର୍ଟ । ଆବେଦନକୁ ମଧ୍ୟ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ବିବାହ ଏକ ମୌଳିକ ଅଧିକାର ନୁହେଁ ବୋଲି କହିଲେ କୋର୍ଟ । ସଂସଦ ଆଇନ ନଆଣିବା ଯାଏ ଏନେଇ ସ୍ୱୀକୃତି ଦେଇ ହେବନି ।
ଏକଦା ସର୍ବବୃହତ୍ ଝୋଟ ଉତ୍ପାଦନକାରୀ ରାଜ୍ୟ ଥିଲା ଓଡ଼ିଶା । ହେଲେ ସରକାରୀ ପ୍ରୋତ୍ସାହନ ଅଭାବରୁ ଏହି ଚାଷରୁ ଚାଷୀମାନେ ମୁହଁ ଫେରାଇ ନେଉଛନ୍ତି...
ସରକାରୀ ସହାୟତା ଅପେକ୍ଷାରେ ଦିବ୍ୟାଙ୍ଗ ଛାତ୍ର । ‘ଆମ ସାର ଜଣେ ଦିବ୍ୟାଙ୍ଗ ହୋଇ ବି ନିୟମିତ ସ୍କୁଲକୁ ଆସି ପିଲାଙ୍କୁ ପାଠ ପଢ଼ାଉଛନ୍ତି । ତାଙ୍କ ପରି ମୁଁ ବି ପାଠ ପଢି ଜଣେ ମାଷ୍ଟର ହେବି, ପିଲାଙ୍କୁ ପାଠ ପଢ଼ାଇବି...’
ଭିକାରି ମୁକ୍ତ ହେବ ଭୁବନେଶ୍ୱର । ରାସ୍ତାକଡ଼ କିମ୍ବା ମନ୍ଦିର ସାମ୍ନାରେ ଆଉ ଭିକ୍ଷା ମାଗିପାରିବେନି ଭିକାରୀ। ରାସ୍ତାରେ ଦେଖିଲେ ଉଠାଇ ନେବ ବିଏମସି ସ୍କ୍ୱାଡ୍...
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ...
ସୈାର ତୁଳା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର, ଚନ୍ଦ୍ର– ତୁଳା ଦିବା ୦୨.୧୮ ଗତେ ବିଛା ତିଥି- ୩ୟା ରାତ୍ରି ୦୧.୨୬ ଗତେ ୪ର୍ଥୀ ଘାତଚନ୍ଦ୍ର- ନାସ୍ତି ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ...
ଆସନ୍ତାକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଇସ୍ରାଏଲ୍ ଗସ୍ତରେ ଯିବେ । ରାଷ୍ଟ୍ରପତି ବାଇଡେନ୍ କହିଛନ୍ତି, ‘ଇସ୍ରାଏଲ୍ର ଗାଜା ଦଖଲ ନିଷ୍ପତ୍ତି ମସ୍ତ ବଡ଼ ଭୁଲ୍ ହେବ ।
ଦୁର୍ଘଟଣାରେ ମୃତ୍ୟୁମୁଖରୁ ବର୍ତ୍ତି ଘଟଣାସ୍ଥଳରୁ ଫେରାର ହୋଇଥିଲେ ଡ୍ରାଇଭର । ସେତୁ ଉପରୁ ୩୦ ଫୁଟ୍ ତଳକୁ ଖସିଲା ପିକ୍ଅପ୍ ଭ୍ୟାନ୍ ।
ଆସନ୍ତା ୨୦୨୪ରେ ନିର୍ବାଚନ ଲଢ଼ିବେ ନାହିଁ ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ।
ଯଦି ସରକାର ନ ଶୁଣିବେ ସାରା ରାଜ୍ୟରେ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛି କଂଗ୍ରେସ । କାର୍ତ୍ତିକ ମାସ ପୂର୍ବରୁ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିବାକୁ ଦାବି ହୋଇଛି ।
ସୂର୍ଯ୍ୟନାରାୟଣ ପାତ୍ରଙ୍କ ପୁଅ ବିପ୍ଲବ ପାତ୍ରଙ୍କୁ ତନ୍ତ୍ରମନ୍ତ୍ର କରାଯାଇଥିବା ଏବେ ଚର୍ଚ୍ଚା ଜୋର ଧରିଛି । ଫଟୋ ଚିରା ହୋଇଛି, ମାଛ ବଳି ଦିଆଯାଇଛି ।
ଟଙ୍କା ପଠାଇବା ବେଳେ ବାରମ୍ବାର ଫେଲ୍ ହେବା ସହ ଟେକ୍ନିକାଲ୍ ସମସ୍ୟା ଦେଖିବାକୁ ମିଳିଛି । ବିଶେଷ ଭାବେ ଫୋନ୍ ପେ’ରେ ଏହି ସମସ୍ୟା ଅଧିକ ଦେଖିବାକୁ ମିଳିଛି ।
ପ୍ରଥମ ଓଡ଼ିଆ ମହିଳା ଗୀତିକାର ବିନୋଦିନୀ ଦେବୀଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା ।
ଦକ୍ଷିଣ ଗାଜା ଷ୍ଟ୍ରିପ୍ରେ ଥିବା ହଜାର ହଜାର ଲୋକ ବାଥରୁମ୍ରେ ପାଣି ପାଇଁ ଲାଇନ୍ରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି । କାରଣ ଅନେକ ଦିନ ହେବ ସେମାନେ ଗୋଧୋଇ ନାହାନ୍ତି ।
ସବୁ ସ୍କୁଲ୍ ପିଲାଙ୍କ ପାଇଁ ଗୋଟିଏ ଦେଶ, ଗୋଟିଏ ପରିଚୟ ପତ୍ର ଅଣାଯିବାକୁ ଯୋଜନା ହେଉଛି । ୧୨ ଅଙ୍କ ବିଶିଷ୍ଟ ଏହି ନମ୍ବର ପ୍ରି ପ୍ରାଇମେରୀ ଠାରୁ ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ରହିବ।