ଦିଲ୍ଲୀରେ ଶ୍ରଦ୍ଧା ୱାକର୍ ମର୍ଡର କେସ୍ର ଅଭିଯୁକ୍ତ ଅଫତାବ୍ ଅମିନ୍ ପୁନାୱାଲା ଦିଲ୍ଲୀ ପୋଲିସ୍ର ଜେରା ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଓଗାଳିଛି।
ଟିକେଟ୍କୁ ନେଇ ଯବାନ ଓ TTEଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହାପରେ ଚଳନ୍ତା ଟ୍ରେନ୍ରୁ ଟିଟିଇ, ଯବାନଙ୍କୁ ଠେଲି ଦେଇଥିଲେ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ।
ରାଜୀବ ଗାନ୍ଧି ହତ୍ୟାକାରୀଙ୍କୁ ମୁକ୍ତ କରିବା ନିଷ୍ପତ୍ତିର ପୁନଃ ସମୀକ୍ଷା ପାଇଁ ସୁପ୍ରିମକୋର୍ଟ ଗଲା କେନ୍ଦ୍ର। ନିଷ୍ପତ୍ତିର ପୁନଃ ସମୀକ୍ଷା ପାଇଁ କେନ୍ଦ୍ର ସରକାର ଉଚ୍ଚତମ ନ୍ୟାୟଳୟରେ ଆବେଦନ କରିଛନ୍ତି।
ରାୟଗଡ଼ ଜିଲ୍ଲାପାଳଙ୍କୁ ଜାତୀୟ ମାନବାଧିକାର କମିଶନ ସମନ ଜାରି କରିଛନ୍ତି। ଆସନ୍ତା ଜାନୁଆରୀ ୧୧ ତାରିଖରେ କମିଶନଙ୍କ ନିକଟରେ ହାଜର ହୋଇ ପକ୍ଷ ରଖିବାକୁ ଜାତୀୟ ମାନବାଧିକାର କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ଆଜିକାଲି ସ୍ପାମ୍ କଲ୍(Spam Calls)କୁ ନେଇ ସମସ୍ତେ ଚିନ୍ତିତ। କାରଣ ଅଜଣା ନମ୍ବରରୁ ଏତେ କଲ୍ ଆସୁଛି ଯେ, ଏଥିପାଇଁ ଅଯଥାରେ ୟୁଜର୍ସଙ୍କୁ ଟେନ୍ସନ୍ ନେବାକୁ ପଡ଼ୁଛି। ଅନେକ ପ୍ରଚେଷ୍ଟା ସତ୍ତ୍ୱେ ମଧ୍ୟ ଏଭଳି କଲ୍ ଉପରେ କୌଣସି ଲଗାମ ଲଗାଯାଇ ପାରୁ ନାହିଁ।
ଶ୍ରଦ୍ଧାଙ୍କ ବ୍ୟତୀତ ଅଫତାବ୍ର ଅନ୍ୟ ଗର୍ଲପ୍ରେଣ୍ଡ୍ସ୍ଙ୍କ ସମ୍ପର୍କରେ ପୋଲିସ୍ ଜାଣିବାକୁ ପାଇଛି। ଖାଲି ଏତିକି ନୁହେଁ ଯାଞ୍ଚ ବେଳେ ଜଣାପଡ଼ିଛି ଯେ, କିଛି ଦିନ ମଧ୍ୟରେ ଅଫତାବ୍ ଅନେକ ସିମ୍ର ବ୍ୟବହାର କରିଥିଲା ଓ ବାରମ୍ବାର ଏହାକୁ ବଦଳାଉ ଥିଲା।
ଲୋକଙ୍କୁ ଯେଉଁଠି ସହାୟତା ମିଳିବା କଥା ସେଠି କିଛି ଲୋକେ ଜାଣିଶୁଣି ୧୦୮ ନମ୍ବରକୁ କଲ୍ କରି ଟେଲି କଲର୍ଙ୍କ ସହ ଇଆଡ଼ୁ ସିଆଡ଼ୁ ଗପିବା ସହ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ୍ କରୁଛନ୍ତି।
ଜଣେ ମହିଳାଙ୍କୁ ୪ ଜଣ ବ୍ୟକ୍ତି ହୋଟେଲ୍ରେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ତାଙ୍କ ଅଭିଯୋଗରେ କହିଛନ୍ତି, ପାଣିରେ ନିଶାଦ୍ରବ୍ୟ ମିଶାଇ ତାଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା।
ଅଫତାବ୍ ଯେଉଁ ଫ୍ଲାଟ୍ରେ ରହୁଥିଲା ସେହି ଫ୍ଲାଟ୍ରେ ପାଖାପାଖି ୩୦୦ ଟଙ୍କା ପାଣି ବିଲ୍ ବକେୟା ରହିଛି। ଗତ କିଛିଦିନ ହେବ ଲଗାତାର ଭାବେ ସେ ଅଧିକ ପାଣି ବ୍ୟବହାର କରୁଥିଲା।
ନଭେମ୍ବର ୨୦ ଅଭିନେତାଙ୍କ ବିବାହ ହେବାକୁ ଥିବାବେଳେ ଏଭଳି ସ୍ଥିତିରେ ଏମିତି ଏକ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ପରିବାରଠୁ ଆରମ୍ଭ କରି ଫ୍ୟାନ୍ସଙ୍କ ପର୍ଯ୍ୟନ୍ତ ସମସ୍ତେ ଚିନ୍ତିତ।
ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆଙ୍କ ପରଲୋକ ହୋଇଛି। ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରି ବେଶ୍ ସୁନାମ ଅର୍ଜନ କରିଥିଲେ।
ଏଣିକି ବିମାନ ଯାତ୍ରା ବେଳେ ଆଉ ବାଧ୍ୟତାମୂଳକ ନୁହେଁ ମାସ୍କ। କରୋନା ସତର୍କତା ଭାବେ ଏବେ ଯାଏ ବିମାନ ଯାତ୍ରା ବେଳେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଥିଲା।
୨୦୨୩ ଡିସେମ୍ବର ୩୧ ସୁଦ୍ଧା ପଦ୍ମପୁରକୁ ଜିଲ୍ଲା ମାନ୍ୟତା ମିଳିବ ବୋଲି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି। ଏବେ ପଦ୍ମପୁର ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗିଥିବାରୁ ନବୀନ ବିଧିବଦ୍ଧ ଘୋଷଣା କରି ନାହାନ୍ତି।
ଯାଜପୁର ଜିଲ୍ଲା ବ୍ୟାସନଗର ପୌରପରିଷଦର ଅଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆ, ନିର୍ବାହୀ ଅଧିକାରୀ ଅଶୋକ ରାଉତଙ୍କ ଉପରକୁ ଫାଇଲ୍ ଫୋପାଡ଼ିବା ଭିଡିଓ ଭାଇରାଲ ହେବାରେ ଲାଗିଛି।
ହଠାତ୍ ଅଫତାବ୍ଙ୍କ ବ୍ୟବହାରରେ ପରିବର୍ତ୍ତନ ଆସିବା ଯୋଗୁ ଓ ଶ୍ରଦ୍ଧାଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଥିଲା। ଶ୍ରଦ୍ଧାଙ୍କୁ ଲାଗୁଥିଲା ଯେ ଅଫତାବ୍ ତାଙ୍କୁ ଧୋକା ଦେବା ପାଇଁ ଚେଷ୍ଟା କରୁଛନ୍ତି।
୨୦୦୪ରୁ ଯେଉଁମାନେ ଠିକା ନିଯୁକ୍ତି ଭାବେ କାମ କରି ଆସୁଛନ୍ତି ସେମାନଙ୍କ ପାଇଁ ଗଣଶିକ୍ଷା ବିଭାଗ କାହିଁକି ଏହି ଉଚ୍ଛେଦ ପଲିସି ଲାଗୁ କରୁନାହିଁ ବୋଲି ପ୍ରଶ୍ନ ଉଠିଛି। ୨୦୧୩ କଣ୍ଟ୍ରାକ୍ଟଚୁଆଲ୍ ନିୟମରେ ଆସୁଥିବା ଶିକ୍ଷକମାନଙ୍କୁ ତୁରନ୍ତ ନିୟମିତ କରିବାକୁ ଦାବି।
ଆମ୍ ଆଦମୀ ପାର୍ଟିର ବିଧାୟକଙ୍କ ଶାଳକଙ୍କ ସମେତ ୩ ଜଣଙ୍କୁ ACB ଗିରଫ କରିଛି। ଜଣେ ମହିଳାଙ୍କୁ କାଉନସିଲର୍ ଟିକେଟ୍ ଦେବା ନାଁରେ ୯୦ ଲକ୍ଷ ଟଙ୍କା ମାଗିବା ଅଭିଯୋଗରେ ଏହି ଗିରଫ ହୋଇଥିବା ସୂଚନା ମିଳିଛି।
ଶ୍ରଦ୍ଧା ଘରୋଇ ହିଂସାର ଶିକାର ହୋଇଥିଲେ। ସାହାଯ୍ୟ ପାଇଁ ଶ୍ରଦ୍ଧା ମେସେଜ୍ ପଠାଇଥିଲେ ବୋଲି ସେ କହିଛନ୍ତି। ହତ୍ୟା ପୂର୍ବରୁ କିଛି ମାସ ପୂର୍ବେ ସେ ଏହି ମେସେଜ୍ ପଠାଇଥିଲେ। ଯେଉଁଥିରେ ତାଙ୍କ ଜୀବନ ପ୍ରତି ବିପଦ ଥିବା ଶ୍ରଦ୍ଧା କହିଥିଲେ।
ହାତୀ ମୃତ୍ୟୁ ରୋକିବା ଲାଗି ପ୍ରସ୍ତୁତ କରାଯାଇଥିବା ଆକ୍ସନ ପ୍ଲାନ୍କୁ ଆସନ୍ତା ଡିସେମ୍ବର ସୁଦ୍ଧା ପୂର୍ଣ୍ଣାଙ୍ଗ ରୂପ ଦିଆଯିବ। ବିଦ୍ୟୁତ୍ ଆଘାତ ଜନିତ ହାତୀ ମୃତ୍ୟୁ ଏବଂ ରେଳ ଦୁର୍ଘଟଣା ଜନିତ ହାତୀ ମୃତ୍ୟୁ ରୋକିବା ପାଇଁ ଉଦ୍ୟମ କରାଯିବ।