ଜଳପ୍ରପାତ ନିକଟରେ ସେଲ୍ଫି ନେବା ସମୟରେ ଗୋଡ଼ ଖସି ଯବିରୁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ନବରଙ୍ଗପୁର ଜିଲ୍ଲା ଘୁମରେଶ୍ୱର ଶୈବ ପୀଠରେ ଏହି ଅଭାବନୀୟ ଘଟଣା ଘଟିଛି।
ସେନାରେ ଭର୍ତ୍ତି ଲାଗି ଆୟୋଜିତ ଅଗ୍ନିବୀର ରାଲିରେ ଭାଗ ନେଇଥିବା ୨ ଭାଇଙ୍କ ମୃତ୍ୟୁ ହୋଇଛି। ୪ ଦିନ ମଧ୍ୟରେ ୨ ଭାଇଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ବାଘର ଭୟରେ ଲୋକମାନେ ଘର ବାହାରକୁ ଗୋଡ଼ କାଢ଼ିବାକୁ ଡରୁଛନ୍ତି। ଲୋକମାନେ ବସବାସ କରୁଥିବା ଅଞ୍ଚଳରେ ବାଘଟି ବୁଲୁ ଥିବାରୁ ଲୋକଙ୍କ ମଧ୍ୟରେ ଛନକା ପଶିଛି।
ମା’ ସିନା ପାଖରେ ନାହାନ୍ତି, ହେଲେ ତାଙ୍କ ସ୍ମୃତି ପାଖରେ ଅଛି। ଆଉ ସେଇ ସ୍ମୃତିକୁ ମନେ ପକାଇ ବାକି ଜୀବନ କାଟିବାକୁ ନିଷ୍ପତ୍ତି ନେଇଛି ପୁଅ।
ପାର୍ଟନରଙ୍କ ସହ ହୋଟେଲ୍ରେ ରହୁଛନ୍ତି କି ? ତା’ହେଲେ ସାବଧାନ ରୁହନ୍ତୁ। ଆପଣଙ୍କ ଅଜାଣତରେ କେତେବେଳେ ବି ଗୋପନୀୟତା ଲିକ୍ ହୋଇପାରେ ଓ ଏଥିପାଇଁ ଆପଣ ଅସୁବିଧାରେ ମଧ୍ୟ ପଡ଼ିପାରନ୍ତି।
ହନିଟ୍ରାପ୍ କ୍ୱିନ୍ ତଥା ଲେଡି ବ୍ଲାକ୍ ମେଲର୍ ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) ଟିମ୍ ଚଢ଼ଉ କରିଛି। ଅର୍ଚ୍ଚନାଙ୍କ ବିଜନେସ୍ ପାର୍ଟନର ଖଗେଶ୍ୱରଙ୍କ ବାଲିପାଟଣା ଘରେ ମଧ୍ୟ ଚଢ଼ାଉ ହୋଇଛି।
ମାଳଦ୍ୱୀପର ରାଜଧାନୀ ମାଲେରେ ବିଦେଶୀ ଶ୍ରମିକମାନେ କାମ କରୁଥିବା ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ମଧ୍ୟରେ ୯ ଜଣ ଭାରତୀୟ ଅଛନ୍ତି।
ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜା(Sania Mirza) ଓ ପାକିସ୍ତାନୀ କ୍ରିକେଟର ସୋଏବ ମଲ୍ଲିକ(Shoaib Malik)ଙ୍କ ବିବାହ ବିଚ୍ଛେଦ ହୋଇଥିବା ନେଇ ଚର୍ଚ୍ଚା ହେଉଛି।
ଋଣ ଭାର ସହି ନପାରି ବିହାରର ଏକ ପରିବାର ବିଷ ପିଇ ଆତ୍ମହତ୍ୟା ଭଳି ଚରମ ପଦକ୍ଷେପ ନେଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ବିହାରର ନୱାଡା ନଗର ଥାନା ଅନ୍ତର୍ଗତ ନ୍ୟୁ ଏରିଆ ମୋହଲ୍ଲା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି।
ଧାନ ବିଲରୁ ନାବାଳିକାର କଙ୍କାଳ ଉଦ୍ଧାର ଘଟଣାରେ ଚାଞ୍ଚଲ୍ୟକର ଖୁଲାସା ହୋଇଛି। ନାବାଳିକାକୁ ହତ୍ୟା କରାଯାଇଥିବା ବେଳେ ହତ୍ୟାକାଣ୍ଡ ପଛରେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ଥିବା ଜଣାପଡ଼ିଛି।
ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ନେବେ ରାଷ୍ଟ୍ରପତି।
ଧାମନଗରର ବିଧାୟକ ଭାବେ ସୂର୍ଯ୍ୟବଂଶୀ ସୂରଜ ଶପଥ ନେଇଛନ୍ତି। ବିଧାନସଭାରେ ବାଚସ୍ପତି ବିକ୍ରମ ଆରୁଖ ଆଜି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।
କିଡ୍ନୀ ରୋଗୀଙ୍କୁ ମିଳୁନି ଔଷଧ। ଔଷଧ ମିଳିବାରେ ଅସୁବିଧା ନେଇ କିଡ୍ନୀ ରୋଗୀଙ୍କ ଆନ୍ଦୋଳନ ତେଜିଛି।
ଅନ୍ଧ କରୁଛି ସମ୍ପତ୍ତି ଲୋଭ। ହିତାହିତ ଜ୍ଞାନ ଭୁଲି ସାମାନ୍ୟ ସମ୍ପତ୍ତି ପାଇବା ଆଶାରେ ମଣିଷ ଜଘନ୍ୟ କାଣ୍ଡ ଘଟାଉଛି। ଏପରିକି ଜୀବନ ନେବାକୁ ମଧ୍ୟ ପଛାଉ ନାହିଁ।
ଯଦିଓ ଟ୍ୱିଟର ଏଲନ୍ ମସ୍କଙ୍କ ଅଧୀନକୁ ଚାଲି ଆସିଛି ଓ ସେ ଏହାର ବସ୍ ହୋଇଯାଇଛନ୍ତି, ହେଲେ ଏହି ଡିଲ୍କୁ ନେଇ ହୋଇଥିବା ଉତ୍ଥାନ-ପତନ ସମୟରେ ମସ୍କ କୋର୍ଟ କୋର୍ଟ-କଚେରୀ ମାମଲାରେ ପଡ଼ି ଯାଇଛନ୍ତି।
ପ୍ରାୟ ୧୦ ମାସ ତଳର ନରକଙ୍କାଳକୁ ମାଟି ଖୋଳି ଉଦ୍ଧାର କରାଯାଇଛି। ଏକ ବେନାମୀ ଚିଠି ୧୦ ମାସ ତଳର ହତ୍ୟାକାଣ୍ଡର ରହସ୍ୟ ଉପରୁ ପରଦା ଉଠାଇଥିବା କୁହାଯାଉଛି।
ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ଡି.ଓ୍ୱାଇ ଚନ୍ଦ୍ରଚୂଡ଼ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି।
କଟକ ବିଏମଡବ୍ଲ୍ୟୁ(BMW) କାର୍ ଶୋ’ ରୁମ୍ ବିରୋଧରେ ଠକେଇ ଅଭିଯୋଗ ହୋଇଛି। ଗ୍ରାହକ ବାଛିଥିବା ମଡେଲ ବଦଳରେ ଅନ୍ୟ ମଡେଲର କାର୍ ଦେଇ ଅଧିକ ଟଙ୍କା ନିଆଯାଇଥିବା ଅଭିଯୋଗ ହୋଇଛି।
ଭାରତ, ଚୀନ ଓ ନେପାଳରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୧ଟା ୫୭ ମିନିଟ୍ରେ ଏହି ୩ ଦେଶରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା।
ଭାରତ ସମେତ ଉତ୍ତର ଆମେରିକା, ଦକ୍ଷିଣ ଆମେରିକାର କିଛି ସ୍ଥାନ, ଏସିଆ, ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଏହି ମହାଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ। ଦୀର୍ଘ ୧ ଘଣ୍ଟା ୨୫ ମିନିଟ ଧରି ଦୃଶ୍ୟମାନ ହେବ।