କାର୍ ଓଭରଟେକିଂ ବିବାଦକୁ ନେଇ ପ୍ରତାପନଗରୀ ଅଞ୍ଚଳରେ ରାସ୍ତା ଉପରେ ସର୍ବ ସମ୍ମୁଖରେ କିଛି ଯୁବକ ଜଣେ ଯୁବକଙ୍କୁ ଆଣ୍ଠେଇ ଦେଇଥିଲେ। ସ୍ଥାନୀୟ ଲୋକେ ଏହାର ପ୍ରତିବାଦ କରିବାରୁ ସେମାନଙ୍କୁ ମଧ୍ୟ ଯୁବକକମାନେ ଆକ୍ରମଣ କରିଥିଲେ।
ଶନିବାର ଦିନ ସିଓଲର ଇଟେଓନରେ ହାଲୋଓ୍ୱିନ୍ ପର୍ବ ପାଳନ ବେଳେ ଏହି ଅଘଟଣ ଘଟିଛି। କରୋନା ପାଇଁ ଗତ ୨ ବର୍ଷ ଧରି ଏ ପର୍ବ ପାଳନ ହୋଇନଥିବାବେଳେ ଏଥର ପାଳ ହେଉଥିଲା।
ଅଚଳ ହେବ RWSS ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସଙ୍କ କ୍ରିପ୍ଟୋ କରେନ୍ସି। କ୍ରିପ୍ଟୋରେ ଅର୍ଥ ବିନିଯୋଗ ନେଇ ଏକ୍ସପର୍ଟଙ୍କ ସହାୟତା ନିଆଯାଉଛି।
ପୃଥିବୀ ପୃଷ୍ଠରେ ଏମିତି ଏକ ଦ୍ୱୀପ ଅଛି, ଆପଣ ଚାହିଁଲେ ମଧ୍ୟ ଏହି ଦ୍ୱୀପକୁ ଯାଇପାରିବେ ନାହିଁ। କାରଣ ଏହି ଦ୍ୱୀପ ସବୁଠାରୁ ଭୟଙ୍କର ବୋଲି ଏହି ଦେଶର ସରକାର ନିଜେ କହିଛନ୍ତି।
ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କୁ ଆଣିବାକୁ ଯାଉଥିବା ପୋଲିସ୍ ଏସ୍କର୍ଟ ଗାଡ଼ି ୨ କଲେଜ ଛାତ୍ରଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଛୁ’ ମାରିଥିବା ଜଣାପଡ଼ିଛି।
ପରିବାର ସଦସ୍ୟମାନେ ଛଟ୍ ପୂଜା ପାଇଁ ପ୍ରସାଦ ପ୍ରସ୍ତୁତ କରୁଥିବା ବେଳେ ଗ୍ୟାସ୍ ସିଲିଣ୍ଡର ଫାଟି ଯାଇଥିଲା। ଏହାପରେ ସର୍ଟ ସର୍କିଟ୍ ହୋଇ ନିଆଁ ଲାଗି ଧୀରେ ଧୀରେ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା।
ଚାକରିରେ ଥାଇ ଯଦି କୌଣସି ସରକାରୀ କର୍ମଚାରୀଙ୍କର ମୃତ୍ୟୁ ଘଟେ, ତା’ହେଲେ ତାଙ୍କ ବିବାହିତା ଝିଅ ଅନୁକମ୍ପାମୂଳକ ନିଯୁକ୍ତି ପାଇପାରିବେ। ଓଡ଼ିଶା ହାଇକୋର୍ଟ ଏହି ଐତିହାସିକ ରାୟ ପ୍ରଦାନ କରିଛନ୍ତି।
ଉଡ଼ାଣ ଭରିବାର ମାତ୍ର କିଛି ସେକେଣ୍ଡ ପରେ ଦିଲ୍ଲୀରୁ ବେଙ୍ଗାଲୁରୁ ଅଭିମୁଖେ ଯାତ୍ରା କରୁଥିବା ଇଣ୍ଡିଗୋ ବିମାନର ଇଞ୍ଜିନରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି। ଗତକାଲି ରାତିରେ ଦିଲ୍ଲୀ ଏୟାରପୋର୍ଟରେ ଏହି ଅଭାବନୀୟ ଘଟଣା ଘଟିଥିଲା।
ପୁରୀ ଶ୍ରୀମନ୍ଦିର ଚର୍ଚ୍ଚା ଘରୁ ଖସିଲା ପଥର। ଜଗମୋହନ ବାହାର ପାର୍ଶ୍ୱ ମାଜଣା ମଣ୍ଡପ ପାଖ ଚର୍ଚ୍ଚା ଘରୁ ପଥର ଖସିଥିବା ଜଣାପଡ଼ିଛି।
୧୦୦ ଫୁଟର ଘାଇ ସୃଷ୍ଟି ହେବା ଯୋଗୁ ତ୍ରିବେଣୀଶ୍ୱର ବଜାର ନିକଟରେ କେନାଲ ବନ୍ଧ ଭାଙ୍ଗି ଯାଇଛି। ଏଥିଯୋଗୁ ଗୋପୀନାଥପୁର ଓ କୁଆଁପାଳ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।
ବିଭିନ୍ନ ପ୍ରକାରର ହେୟାରକଟ୍ ମଧ୍ୟରେ ବର୍ତ୍ତମାନ ‘ଫାୟାର ହେୟାରକଟ୍’ ଟ୍ରେଣ୍ଡ୍ରେ ରହିଛି। ହେଲେ ଟିକିଏ ଅସାବଧାନତା କେତେବେଳେ ଯେ କାହାର ଜୀବନ ନେଇଯିବ ତାହା କେହି କହିପାରିବେ ନାହିଁ।
ବେଆଇନ୍ କ୍ଲିନିକ୍ କରି ଚିକିତ୍ସା କରୁଥିବା ଜଣେ ନକଲି ଡାକ୍ତରଙ୍କୁ ପୋଲିସ୍ ଗିରଫ କରିଛି। ଏହାସହ ତାଙ୍କ ଠାରୁ ପ୍ରାୟ ୨ ଲକ୍ଷ ଟଙ୍କାର ଔଷଧ ଜବତ ହୋଇଛି।
ମ୍ୟାଚ୍ ଫି’ ବାବଦରେ ପୁରୁଷ କ୍ରିକେଟରଙ୍କୁ ଯେତିକି ଟଙ୍କା ମିଳିବ ସେତିକି ଟଙ୍କା ମହିଳା କ୍ରିକେଟରଙ୍କୁ ମଧ୍ୟ ମିଳିବ। ଅର୍ଥାତ୍ ପୁରୁଷ କ୍ରିକେଟରଙ୍କ ସହ ସମାନ ମ୍ୟାଚ୍ ଫି’ ପାଇବେ ମହିଳା କ୍ରିକେଟର।
ଯଦି ନେଦରଲାଣ୍ଡ ସହ ଭାରତର ମୁକାବିଲା ରଦ୍ଦ ହୋଇଯିବ, ତା’ହେଲେ ଟିମ୍ ଇଣ୍ଡିଆକୁ ନେଦରଲାଣ୍ଡ ସହ ପଏଣ୍ଟ ଶେଆର କରିବାକୁ ପଡ଼ିବ। ଏଭଳି ସ୍ଥିତିରେ ଟିମ୍ ଇଣ୍ଡିଆକୁ ସେମିଫାଇନାଲରେ ପହଞ୍ଚିବା ପାଇଁ କଷ୍ଟକର ହେବ କି ?
ଗୋଟିଏପଟେ ଆତ୍ମହତ୍ୟା ଉଦ୍ୟମ କରୁଥିଲା ସ୍ତ୍ରୀ, ସେପଟେ ଏହି ଦୃଶ୍ୟକୁ ଭିଡିଓ ରେକର୍ଡିଂ କରିବାରେ ବ୍ୟସ୍ତ ଥିଲା ସ୍ୱାମୀ। ସ୍ତ୍ରୀକୁ ବଞ୍ଚାଇବା ବଦଳରେ ସ୍ୱାମୀ ଭିଡିଓ ରେକର୍ଡିଂ କରିବା ଘଟଣା ସମସ୍ତଙ୍କୁ ଚକିତ କରିଛି।
ପାର୍କିଂ ଏରିଆରେ ଫିଲ୍ମ ନିର୍ମାତାଙ୍କ କାର୍ ପାର୍କିଂ ହୋଇଥିଲା। ଏହି ସମୟରେ ତାଙ୍କୁ ଖୋଜିବାକୁ ଆସିଥିବା ତାଙ୍କ ପତ୍ନୀ ପାର୍କିଂ ଏରିଆରେ କାର୍ ଭିତରେ ତାଙ୍କୁ ଓ ଅନ୍ୟ ଜଣେ ମହିଳାଙ୍କୁ ଦେଖିବା ପରେ ଏହାକୁ ବିରୋଧ କରିଥିଲେ।
ୟୁକ୍ରେନ୍ ଦ୍ୱାରା ସମ୍ଭାବ୍ୟ ‘ଡାର୍ଟି ବମ୍’ ହମ୍ଲାର ଜବାବ ପରମାଣୁ ବୋମାରେ ଦେବାକୁ ପ୍ରସ୍ତୁତ ହେଉଛି କି ରୁଷ୍ ? ୟୁକ୍ରେନ୍ର ଆକ୍ରମଣ ପରେ ପ୍ରଥମ ଥର ପାଇଁ ରୁଷୀୟ ଷ୍ଟ୍ରାଟେଜିକ୍ ନ୍ୟୁକ୍ଲିଅର୍ ଫୋର୍ସର ସମରାଭ୍ୟାସ ଅନୁଷ୍ଠିତ ହୋଇଛି।
ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ପ୍ଲାଣ୍ଟର ଛାତ ଫାଟି ଯାଇଥିଲା। ଏହାସହ ଶ୍ରମିକମାନେ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ।
ଏଣିକି ଚିଲିକା ଏବଂ ଭିତରକନିକାରେ ବେଆଇନ ଚିଙ୍ଗୁଡ଼ି ଘେରିକୁ ଠାବ କରିବ ଡ୍ରୋନ୍ କ୍ୟାମେରା। ଏହି ସବୁ ଅଞ୍ଚଳରେ ଡ୍ରୋନ୍ ଦ୍ୱାରା ପର୍ଯ୍ୟବେକ୍ଷଣ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ୪ ଜିଲ୍ଲାପାଳଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଭାରତ ସମେତ ଅନ୍ୟ ଦେଶରେ ସର୍ବାଧିକ ବ୍ୟବହୃତ ଏହି ମେସେଜିଂ ଆପ୍ କାମ ନକରିବାରୁ ୟୁଜର୍ସଙ୍କ ଟେନ୍ସନ୍ ବଢ଼ି ଯାଇଥିଲା। ମେସେଜ୍ ଓ ଭିଡିଓ ପଠାଇବା ବନ୍ଦ ହୋଇଯିବାରୁ ଅଚଳ ହୋଇଯାଇଥିଲା କୋଟି କୋଟି ୟୁଜରଙ୍କ ହାତ।