ସ୍ୱାମୀଙ୍କ ଭଡ଼ା ଘରେ ବୋହୂର ରହସ୍ୟଜନକ ମୃତ୍ୟୁ ମାମଲାରେ ଶାଶୂଙ୍କୁ ପୋଲିସ୍ ଗିରଫ କରିଛି। କିନ୍ତୁ ଏଯାଏ ସ୍ୱାମୀ ଏବଂ ଶ୍ୱଶୁର କେଉଁଠି, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।
ଚିଟ୍ଫଣ୍ଡ ମାମଲାରୁ ବାଦ୍ ଦେବାକୁ ଅଶୋକଙ୍କ ଅପିଲ୍ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଆବେଦନ ଖାରଜ ସହ ସିବିଆଇ କୋର୍ଟକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ପଶ୍ଚିମବଙ୍ଗର ସାଗର ଦ୍ୱୀପ ଠାରୁ ୯୦ ନଟିକାଲ୍ ମାଇଲ୍ ଦୂର ଗଭୀର ସମୁଦ୍ରରେ ବାଂଲାଦେଶୀ ମତ୍ସ୍ୟଜୀବୀଙ୍କ ଡଙ୍ଗା ବୁଡ଼ି ଯାଇଥିଲା। ବାତ୍ୟା ‘ସିତ୍ରାଙ୍ଗ’ ଯୋଗୁ ସମୁଦ୍ର ଅଶାନ୍ତ ଥିବାରୁ ଏଭଳି ପରିସ୍ଥିତିରେ ପହଁରିବା ସମ୍ଭବପର ନଥିଲା।
ବିମାନ ଟିକେଟ୍ ବୁକ୍ ବେଳେ ସବୁବେଳେ ଫ୍ଲେକ୍ସିବଲ୍ ଡେଟ୍(ତାରିଖ) ଉପରେ ଧ୍ୟାନ ରଖିବା ଉଚିତ୍। ଫଳରେ ଆପଣ ଅଧିକ ଟଙ୍କା ସଞ୍ଚୟ କରିପାରିବେ।
ମକର ସଂକ୍ରାନ୍ତିରୁ ଭଗବାନ ଶ୍ରୀରାମଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଗତକାଲି ଏହି ସୂଚନା ଦିଆଯାଇଛି।
ପାର୍ବଣ ପୂର୍ବରୁ ସାଇବର ଫ୍ରଡ୍ରୁ ବର୍ତ୍ତିବା ପାଇଁ ଭୁବନେଶ୍ୱର ଡିସିପି ପ୍ରତୀକ୍ ସିଂ ଭିଡିଓ ବାର୍ତ୍ତା ଜାରି କରିଥିଲେ। ହେଲେ ଏସବୁ ସତ୍ତ୍ୱେ ଲୋକମାନେ ସାଇବର ଠକଙ୍କ ପ୍ରଲୋଭନରେ ପଡ଼ି ଠକାମିର ଶିକାର ହୋଇଛନ୍ତି।
ମଙ୍ଗଳବାର ଦିନ ପ୍ରାକ୍ଟିସ୍ ସେସନ୍ ସରିବା ପରେ ଟିମ୍ ଇଣ୍ଡିଆକୁ ଯେଉଁ ଖାଦ୍ୟ ଦିଆଯାଇଥିଲା, ତାହା ଭଲ ନଥିଲା। ଟିମ୍କୁ କେବଳ ସ୍ୟାଣ୍ଡ୍ୱିଚ୍ ଦିଆଯାଇଥିଲା, ତା’ବି ପୁଣି ଥଣ୍ଡା ଥିଲା।
ଧଉଳିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ପୁଣି ବଳି ପଡିଛି ଶହ ଶହ ଗଛ। ବିରୋଧୀ କଂଗ୍ରେସ ଓ ବିଜେପି ଏଭଳି ଅଭିଯୋଗ ଆଣିଛନ୍ତି। ଶାନ୍ତି ସ୍ତୁପର ୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଥିବାବେଳେ ଏହା ପୂର୍ବରୁ ଗଛ କଟାକୁ ନେଇ ଏବେ ରାଜନୀତି ଜୋର ଧରିଛି।
ଏହି ଆଂଶିକ ସୂର୍ଯ୍ୟପରାଗ ଆଜି ଅପରାହ୍ଣ ୨ଟା ୨୮ରେ ଆରମ୍ଭ ହୋଇ ୫ଟା ୩୨ରେ ଶେଷ ହେବ। ଏସିଆ ଓ ୟୁରୋପ ମହାଦେଶରେ ଏହି ସୂର୍ଯ୍ୟପରାଗ ଦୃଶ୍ୟମାନ ହେବ।
୧୧୦ ମିନିଟ ପରେ ପୁନଃ କାର୍ଯ୍ୟକ୍ଷମ ହେଲା ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମ ହ୍ୱାଟ୍ସଆପ୍(WhatsApp)। ସାରା ଦେଶରେ ୧୧୦ ମିନିଟ୍ ପର୍ଯ୍ୟନ୍ତ ହ୍ୱାଟ୍ସଆପ୍ ଡାଉନ୍ ଥିଲା।
ଭାଇରାଲ୍ ଭିଡିଓରେ ଦେଖିବାକୁ ମିଳିଛି, ମେଲବର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡ୍ରେ ଭାରତ-ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମ୍ୟାଚ୍ ଚାଲି ଥିବାବେଳେ ଜଣେ ପାକିସ୍ତାନୀ ଫ୍ୟାନ୍ ଓଲଟା ପତାକା ଉଡ଼ାଉଛନ୍ତି।
ଭାରତୀୟ ବଂଶୋଦ୍ଭବ ରିଷି ସୁନକ୍ ବ୍ରିଟେନ୍ର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସେ ହେଉଛନ୍ତି ବ୍ରିଟେନର ପ୍ରଥମ ଅଣଶ୍ୱେତାଙ୍ଗ ଓ ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ।
ଆଲୋକର ପର୍ବ ଦୀପାବଳି, କେଉଁଠି ହସ ତ ଆଉ କେଉଁଠି କାନ୍ଦ...କେଉଁଠି ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ଼ ହୋଇଛି ତ ପୁଣି କେଉଁଠି ବାଣ ଫୁଟାକୁ ନେଇ ବଚସାର କାହାର ଯାଇଛି ଜୀବନ।
ଗତକାଲି ରାତି ସାଢ଼େ ୯ଟାରୁ ସାଢ଼େ ୧୧ଟା ମଧ୍ୟରେ ବାତ୍ୟା ବାଂଲାଦେଶର ବରିଷଲ ନିକଟରେ ଉପକୂଳ ଅତିକ୍ରମ କରିଛି। ଏହି ସମୟରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଅନେକ ଧନଜୀବନ ନଷ୍ଟ ହୋଇଛି।
ଖାଲି ଓଡ଼ିଶା ନୁହେଁ ଦେଶର ବିଭିନ୍ନ ଅଞ୍ଚଳରୁ ଦୀପାବଳି ଦିନ ଅନେକ ଅଘଟଣ ଖବର ସାମ୍ନାକୁ ଆସିଛି। ଦୀପାବଳି ଦିନ ଗୁଳିମାଡ଼ରେ ପୁରୀରେ ଜଣଙ୍କ ଜୀବନ ଚାଲି ଯାଇଛି।
ଆଜି ଖଣ୍ଡଗ୍ରାସ ବା ଆଂଶିକ ସୂର୍ଯ୍ୟପରାଗ। ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିଲେ ଚନ୍ଦ୍ରର ଛାଇ ପୃଥିବୀର ଯେଉଁ ସବୁ ଅଞ୍ଚଳରେ ପଡ଼େ ସେଠାରେ ସୂର୍ଯ୍ୟପରାଗ ଦେଖାଯାଏ।
ଭାରତର ଏକ ପ୍ରମୁଖ ପର୍ବ ଭାବେ ଦୀପାବଳି ପାଳନ କରାଯାଏ। ତେବେ ବିଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୌରାଣିକ ମାନ୍ୟତା ଆଧାରରେ ଏହା ପାଳନ କରାଯାଏ।
ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପୂରଣ ପାଇଁ ଭାରତୀୟ ଡାକ ବିଭାଗ ବିଜ୍ଞପ୍ତି ଜାରି କରିଛି। ସ୍ପୋର୍ଟସ୍ କୋଟା ଅଧୀନରେ ଏହିସବୁ ପଦବୀ ପୂରଣ ହେବ।
ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ BCCIର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲି(Sourav Ganguly) ବିଶ୍ୱକପ୍ର ସେମିଫାଇନାଲ୍କୁ ନେଇ ଭବିଷ୍ୟବାଣୀ କରିଛନ୍ତି।
ଅଭିଯୋଗ ଆଧାରରେ, ଭିଜିଲାନ୍ସ ଟିମ୍ IICଙ୍କ ଗାଡ଼ିକୁ ଅଟକ ରଖି ତାଙ୍କୁ ଏବଂ ତାଙ୍କ ଗାଡ଼ିକୁ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ତାଙ୍କ ଠାରୁ ୧ଲକ୍ଷ ୪୫ ହଜାର ୮ଶହ ଟଙ୍କା ମିଳିଥିଲା।