• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Restrictions On Buy Of Medicines
ଏଣିକି ଓଡ଼ିଶା ବାହାରୁ ମେଡିସିନ କିଣା ଉପରେ ଲାଗିବ କଟକଣା

ଏଣିକି ଓଡ଼ିଶା ବାହାରୁ ମେଡିସିନ କିଣା ଉପରେ କଟକଣା ଲାଗିବ। ଔଷଧ କାରବାର ଉପରେ ସ୍ୱଚ୍ଛତା ଆଣିବାକୁ ସଂଘ ଏହି ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି।

Lord Jagannath’s idol recovered in Soro
ମାଟି ତଳେ ଥିଲେ ଜଗନ୍ନାଥ, ୨ ବର୍ଷ ଧରି ମିଳୁଥିଲା ସ୍ୱପ୍ନାଦେଶ

ଘର ବାଡ଼ିରୁ ଜଗନ୍ନାଥଙ୍କ ଏହି ପଥର ମୂର୍ତ୍ତି ମିଳିଛି। ଗତ ୨ ବର୍ଷ ହେବ ବାରମ୍ବାର ସ୍ୱପ୍ନାଦେଶ ହେଉଥିଲା।

Russian President Vladimir Putin Warned Global Catastrophe
ବିଶ୍ୱକୁ ପୁଟିନ୍‌ଙ୍କ ଧମକ- ରୁଷ୍‌ ସେନା ସହ ନାଟୋ ସୈନ୍ୟଙ୍କର ସଂଘର୍ଷ ହେଲେ, ପରିଣାମ ଭୟଙ୍କର ହେବ

କିଛିଦିନ ପୂର୍ବରୁ ୟୁକ୍ରେନର ୪ଟି ଅଞ୍ଚଳକୁ ନିଜ ଅକ୍ତିଆରକୁ ଆଣିବା ପରେ ପୁଟିନ୍‌ କହିଥିଲେ ଯେ, ରୁଷ୍‌ର ସାମ୍ରାଜ୍ୟକୁ ସୁରକ୍ଷା ଦେବାକୁ ସେ ଆଣବିକ ଅସ୍ତ୍ରର ପ୍ରୟୋଗ କରିବାକୁ ବି ପଛେଇବେ ନାହିଁ।

NCST panel seeks report from Odisha govt, on attacks on member in Keonjhar
ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କୁ ତାଗିଦ୍‌

ଜାତୀୟ ଅନୁସୂଚିତ ଜନଜାତି ଆୟୋଗ ସଦସ୍ୟ ଅନନ୍ତ ନାୟକଙ୍କୁ ବିରୋଧ କରି ହୋଇଥିବା ହିଂସାକୁ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଜନଜାତି ଆୟୋଗ କମିଶନ ତାଗିଦ୍ କରିଛନ୍ତି।

Local admin demolishes PMAY beneficiary’s house in Nabarangpur
ବୁଲ୍‌ଡୋଜର ଚଢ଼ାଇ ମାଟିରେ ମିଶାଇ ଦେଲେ PMAY ଘର

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଘରକୁ ଭାଙ୍ଗିଦେଲେ ତହସିଲଦାର। ଏହି ଘର ସରକାରୀ ଜାଗାରେ ନିର୍ମାଣ ହୋଇଥିବାରୁ ଏହାକୁ ପୂର୍ବରୁ ତହସିଲଦାର ଚିନ୍ମୟ ସାଗର ବିରୋଧ କରୁଥିଲେ। 

SC slams Ekta Kapoor on web series 'XXX'
ୱେବ୍‌ ସିରିଜ ‘XXX’ କୁ ନେଇ ଏକତାଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ: ‘ଯୁବପିଢିଙ୍କ ମନକୁ କଳୁଷିତ କରୁଛନ୍ତି’

ପ୍ରଯୋଜିକା ଏକତା କପୁରଙ୍କ ଉପରେ ସୁପ୍ରିମକୋର୍ଟ ବର୍ଷିଛନ୍ତି। ୱେବ୍‌ ସିରିଜ ‘XXX’ ମାଧ୍ୟମରେ ସେ ଯୁବପିଢିଙ୍କ ମନକୁ କଳୁଷିତ କରୁଛନ୍ତି ବୋଲି ସୁପ୍ରିମକୋର୍ଟ କହିଛନ୍ତି। 

Special team to be formed for investigation of road accident
ସଡ଼କ ଦୁର୍ଘଟଣା ରୋକିବା ପାଇଁ ପଦକ୍ଷେପ, ଆସିଲା ନୂଆ ନିୟମ

ସଡ଼କ ଦୁର୍ଘଟଣାରେ ୩ କିମ୍ବା ତା’ଠାରୁ ଅଧିକ ମୃତ୍ୟୁବରଣ କଲେ ଏହି ମାମଲାର ତଦନ୍ତ ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ ହେବ। ତ୍ୱରିତ ଓ ଏକ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ମାମଲାର ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ଗୁରୁତ୍ୱ ଦିଆଯାଇଛି।

Locals socially boycotted family on suspicion of witch craft in Gajapati
ଗୁଣି ସନ୍ଦେହରେ ଗାଁରୁ ବାସନ୍ଦ କଲେ, ନିଆଁ ପାଣି ମଧ୍ୟ ବନ୍ଦ କରିଦେଲେ !

 ଗାଁ ଛାଡ଼ି ସ୍କୁଲ୍‌ ରୋଷେଇ ଘରେ ଆଶ୍ରୟ ନେଇଛନ୍ତି ଗୋଟିଏ ପରିବାର। ଦିନେ କି ଦୁଇ ଦିନ ନୁହେଁ ଦେଢ଼ ବର୍ଷ ହେଲାଣି ନ୍ୟାୟ ମିଳୁନଥିବାକୁ ଏଭଳି ସ୍ଥିତିରେ କଟୁଛି ଜୀବନ। 

Doctor Removing 23 Contact Lenses From Patient's Eye
Shocking Video: ମହିଳାଙ୍କ ଆଖିରୁ ବାହାରିଲା ୨୩ କଣ୍ଟାକ୍ଟ ଲେନ୍ସ, ଭିଡିଓ ଦେଖିଲେ ଆପଣ ହୋଇଯିବେ ବିଚଳିତ...

ଜଣେ ମହିଳାଙ୍କ ଆଖିରୁ ଡାକ୍ତର ଗୋଟିଏ ନୁହେଁ ଦୁଇଟି ନୁହେଁ ଏକାବେଳେ ୨୩ଟି କଣ୍ଟାକ୍ଟ ଲେନ୍ସ ବାହାର କରିଛନ୍ତି। ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏବେ ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇଛି।

A Cyclonic Circulation Likely To Form Over North Andaman Sea
୨୦ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ

୨୦ରେ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ସମ୍ଭାବନା ଥିବାବେଳେ କ୍ରମଶଃ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହା ଆକଳନ କରାଯାଇଛି। 

Twist in Kerala traffic rules
ଟ୍ରାଫିକ ନିୟମ କଡ଼ାକଡ଼ି, ହେଲା ବଡ଼ ପରିବର୍ତ୍ତନ...ଜାଣନ୍ତୁ କ’ଣ

କେରଳରେ ନୂଆ ଟ୍ରାଫିକ ନିୟମ ଅନୁସାରେ, ଯଦି କୌଣସି ଡ୍ରାଇଭର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସମ୍ପୃକ୍ତ ଥିବା ଜଣାପଡ଼ନ୍ତି କିମ୍ବା ମଦ୍ୟପାନ କରି ଗାଡ଼ି ଚଲାଇ ଦୁର୍ଘଟଣା ଘଟାଇଲେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Admin performs Bhoomi Pujan for airstrip in Malkangiri
୩୩ କୋଟି ଟଙ୍କା ବ୍ୟୟରେ ମାଲକାନଗିରିରେ ହେବ ଏୟାରଷ୍ଟ୍ରିପ୍, ଉଡ଼ିବ ବିମାନ

୩୩ କୋଟି ଟଙ୍କା ବ୍ୟୟରେ ୯୫ ହେକ୍ଟର ଜମିରେ ମାଲକାନଗିରିରେ ଏୟାରଷ୍ଟ୍ରିପ୍ ନିର୍ମାଣ ହେବ। ୨୦୨୩ ମସିହା ଡିସେମ୍ବରରେ କାର୍ଯ୍ୟ ସରିବାର ଅବଧି ରହିଛି।

BJD Leader Rajendra Das File Nomination As Independent Candidate
‘ମୋ ଉପରେ ଲୋକଙ୍କ ସିମ୍ପାଥି ଅଧିକ ଅଛି, ଏଥର ଜିତିବି’

ନାମାଙ୍କନ ଦାଖଲ ପୂର୍ବରୁ ବିଜେଡି ନେତା ରାଜେନ୍ଦ୍ର ଦାସ ପ୍ରତିକ୍ରିୟା ରଖି କହିଛନ୍ତି, ‘କୁଚକ୍ରୀଙ୍କ ପାଇଁ ହାରିଥିଲି, ଏଥର ଜିତିବି। ଗୁରୁଜନଙ୍କ ଆଶୀର୍ବାଦ ନେଇ ନିର୍ବାଚନ ଲଢ଼ିବି।’

Bomb Scare In Delhi Bound Flight
ମସ୍କୋରୁ ଦିଲ୍ଲୀ ଆସୁଥିବା ବିମାନରେ ବୋମା, ଭୟଭୀତ ଲୋକେ...

ବିଳମ୍ବିତ ରାତି ପ୍ରାୟ ୩ଟା ୨୦ରେ ବିମାନଟି ଦିଲ୍ଲୀ ଏୟାରପୋର୍ଟରେ ଳ୍ୟାଣ୍ଡ୍‌ କରିଥିଲା। ଏହାପରେ ସମସ୍ତ ଯାତ୍ରୀ ଓ କ୍ରୁ ମେମ୍ବର୍ସଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ବିମାନକୁ ଯାଞ୍ଚ କରାଯାଇଥିଲା।

Odisha Govt Has Assured To Lift Contractual Employment Rules
‌ଏତିକି ଦିନ ମଧ୍ୟରେ ଉଠିପାରେ ଚୁକ୍ତି ଭିତ୍ତିକ ନିଯୁକ୍ତି ପ୍ରଥା

ଅଭିଯୋଗ ଶୁଣିବା ପରେ ୧ ମାସ ମଧ୍ୟରେ ଦାବି ପୂରଣ କରିବା ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଓଡ଼ିଶା ଚୁକ୍ତି ଭିତ୍ତିକ କର୍ମଚାରୀ ସଂଘ ସୂଚନା ଦେଇଛି।

BJD Leader Dharmendra Sahoo Death Case: Police Questioning Bindas Chinu
ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣା: ବିନ୍ଦାସ ଚିନୁଙ୍କୁ ଜେରା

ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ବିନ୍ଦାସ ଚିନୁଙ୍କୁ ଜେରା କରାଯାଇଛି। ଧର୍ମେନ୍ଦ୍ରଙ୍କ ବନ୍ଧୁ ଅକ୍ଷୟ ନାୟକଙ୍କ ଫୋନ୍ କଲ୍ ରେକର୍ଡରେ ଥିଲା ଚିନୁଙ୍କ ନାଁ। 

Habisiyali allegedly thrashed by servitor in Puri Srimandir
ଶ୍ରୀମନ୍ଦିରରେ ହବିଷ୍ୟାଳିଙ୍କୁ ମାଡ଼ ମାରିବା ସହ ଦୁର୍ବ୍ୟବହାର ଅଭିଯୋଗ

କାର୍ତ୍ତିକ ମାସରେ ହବିଷ କରିବାକୁ ପୁରୀ ଆସିଥିବା ଜଣେ ହବିଷ୍ୟାଳିଙ୍କୁ ଶ୍ରୀମନ୍ଦିରରେ ଜଣେ ସେବାୟତ ମାଡ଼ ମାରିବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି।

No Cyclone Forecast As Yet Says IMD DG
ବାତ୍ୟା ଖବରକୁ ନେଇ ପ୍ରତିକ୍ରିୟା ରଖିଲେ IMD ଡିଜି

ଆଗାମୀ ୭ ଦିନ ମଧ୍ୟରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ନାହିଁ। ଓଡ଼ିଶା ପାଇଁ କିଛି ବିପଦ ସମ୍ଭାବନା ନାହିଁ’ ବୋଲି IMD ଡିଜି କହିଛନ୍ତି।

Navy's MiG-29K Crashes In Goa
ସମୁଦ୍ର ଉପରେ ଦୁର୍ଘଟଣାଗ୍ରସ୍ତ ହେଲା ମିଗ୍ ଯୁଦ୍ଧ ବିମାନ

ଦୁର୍ଘଟଣା ପରେ ସର୍ଚ୍ଚ ଓ ରେସ୍କ୍ୟୁ ଅପରେସନ୍‌ ଜାରି ରହିଛି। ଏହାସହ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ନୌସେନା ପକ୍ଷରୁ ସୂଚନା ଦିଆଯାଇଛି। ବିମାନଟି ବେସ୍‌କୁ ଫେରୁଥିବା ବେଳେ ଗୋଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। 

Japanese plantation method helps barren land to turn into a massive forest in Sambalpur
ମିଆଓ୍ୱାକି ପ୍ଲାଣ୍ଟେସନର କମାଲ୍‌: ଦିନେ ଥିଲା ଟାଙ୍ଗରା ଭୂଇଁ, ଆଜି ଘଞ୍ଚ ଜଙ୍ଗଲ...

ମାତ୍ର ବର୍ଷକ ଭିତରେ ସୃଷ୍ଟି ହେଲା ଘଞ୍ଚ ଜଙ୍ଗଲ। ଲିମ୍ବ, ଅର୍ଜୁନ, ବେଲ, ଆମ୍ବ, ଶିଶୁ, ଚନ୍ଦନ, ଶାଳ, ଅଶୋକ, ଡିମିରିଠୁ ଆରମ୍ଭ କରି ବର ଓ ଅଶ୍ୱସ୍ତ ଓ ବାଉଁଶ ଗଛ ତା’ ସହ ଲାଗିଛି ଜାତି ଜାତି ଫଳ ଗଛ ।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।