୧୯ ଓଭରରେ ପାକିସ୍ତାନୀ କ୍ରିକେଟର ଆସିଫ୍ ଅଲୀ ଓ ଆଫଗାନିସ୍ତାନ ବୋଲର୍ ଫରିଦ୍ ଅହମ୍ମଦଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତି ଏପରି ହୋଇଥିଲା ଯେ, ମାର୍ପିଟ୍ ପର୍ଯ୍ୟନ୍ତ କଥା ଚାଲି ଯାଇଥିଲା।
ପୁରୀଘାଟ ଥାନା ଅଞ୍ଚଳରେ ୨ଟି ଷ୍ଟକିଷ୍ଟ ଉପରେ ଚଢ଼ାଉ ହୋଇଥିଲା। ବେଙ୍ଗାଲୁରୁର ଏକ ବ୍ରାଣ୍ଡ୍ କମ୍ପାନୀର ମେଡିସିନ୍କୁ ଡୁପ୍ଲିକେଟ୍ କରିବା ଅଭିଯୋଗରେ ରେଡ୍ ହୋଇଥିଲା।
କୁନି କୁନି ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଓ ଉତ୍ତମ ଶିକ୍ଷା ପାଇଁ ଗାଁ ଗାଁରେ ଅଙ୍ଗନବାଡ଼ି କେନ୍ଦ୍ର ରହିଛି। ଅଙ୍ଗନବାଡି କେନ୍ଦ୍ରରେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ପାଇଁ ସରକାର କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ହେଲେ ଏବେବି ଏମିତି ଅନେକ ଗାଁ ରହିଛି ଯେଉଁଠି ଅବ୍ୟବସ୍ଥାରେ ଚାଲିଛି...
ମହିଳା ଜଣକ ସ୍ୱାମୀଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣି ପୋଲିସ୍ରେ କେସ୍ ଦେଇଥିଲେ। ଏହାର ପ୍ରତିଶୋଧ ନେବା ପାଇଁ ସମ୍ପୃକ୍ତ ବ୍ୟକ୍ତି ଏପରିକି କିଛି କରିଥିଲେ ଯାହା ଜାଣିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବେ।
ଟ୍ରେନ୍ ଆଗକୁ ଡେଇଁ ଛାତ୍ର ଜଣକ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। କେଉଁ ପରିସ୍ଥିତିରେ ସେ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ, ତାହା ଜଣାପଡ଼ିନି।
ଦଶମ ଶ୍ରେଣୀ ଭୂଗୋଳ ବହିରେ ମାଛକୁଣ୍ଡକୁ ନେଇ ଉପୁଜିଥିବା ବିବାଦର ସମାଧାନ ହୋଇଛି। ସଂଶୋଧନ କରି ପଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଛି।
ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ଖଣ୍ଡାରେ ଆକ୍ରମଣ ଅଭିଯୋଗରେ ବ୍ରହ୍ମପୁର ମହାନଗର ନିଗମର ୨୫ ନମ୍ବର ୱାର୍ଡ କର୍ପୋରେଟର ନରସିଂହ ସେଠୀଙ୍କୁ ପୋଲିସ୍ ଗିରଫ କରିଛି।
ଗ୍ରାହକ ଜଣକ ଅନ୍ଲାଇନ୍ରେ ଚିକେନ୍ ୱିଙ୍ଗସ୍ ଅର୍ଡର କରିଥିଲେ। ହେଲେ ଯେତେବେଳେ ସେ ପାର୍ସଲ ଖୋଲିଥିଲେ, ସେତେବେଳେ ବକ୍ସ ଭିତରୁ ତାଙ୍କୁ ଏକ ଦୁଃଖଭରା ଚିଠି ଓ ଚିକେନର ଖାଲି ହାଡ଼ ମିଳିଥିଲା।
ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ମଧ୍ୟ ଶେଷ ଓଭରରେ ଯୁବ ବୋଲର ଅର୍ଶଦୀପ ସିଂ ବୋଲିଂ କରିଥିଲେ। ତାଙ୍କ ଉପରେ ୭ ରନ୍ ବଞ୍ଚାଇ ରଖିବାର ଦାୟିତ୍ୱ ଥିଲା।
କଟକ ସ୍ୱତନ୍ତ୍ର ପକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛି। ରଶି ଲଗାଇ ଝୁଲି ପଡ଼ିବାରୁ ବିଚାରପତି ସୁବାସଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ କରାଯାଇଛି।
ଆଫଗାନିସ୍ତାନ ଓ ଶ୍ରୀଲଙ୍କା ବିପକ୍ଷରେ ପାକିସ୍ତାନର ପ୍ରଦର୍ଶନ ଉପରେ ଟିମ୍ ଇଣ୍ଡିଆର ଭାଗ୍ୟ ନିର୍ଭର କରୁଛି। ଏଥିସହ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍ରେ ଭାରତକୁ ବଡ ବିଜୟର ଆବଶ୍ୟକତା ରହିଛି।
ଯେଉଁମାନେ ପଛ ସିଟ୍ରେ ବସିଥିବେ ଓ ସିଟ୍ ବେଲ୍ଟ ପିନ୍ଧି ନଥିବେ ସେମାନେ ଫାଇନ୍ ଗଣିବେ ବୋଲି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ କହିଛନ୍ତି।
ଯେତେବେଳେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଥିଲା, ସେତେବେଳେ ଏହି ପ୍ରେମୀ ଯୁଗଳ ନିଜ ନିଜ ଦେଶ ଛାଡ଼ି ଚାଲି ଆସିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଆଉ ଏବେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।
ପୁରୀ ସ୍ୱର୍ଗଦ୍ୱାରରେ ଅନ୍ତିମ ସଂସ୍କାର ସାରି ବାଇକ୍ରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଚାଲିଯାଇଛି।
୯ ତାରିଖରେ ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୦ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କୋଶଳ ସେନା ଓ କୋଶଳ ମୁକ୍ତି ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।
ଯଦି ଆପଣ ଫୋନ୍ ପାସ୍ୱାର୍ଡ, ପିନ୍ କିମ୍ବା ପାଟର୍ନ ଭୁଲି ଯାଇଛନ୍ତି, ତା’ହେଲେ ଘରେ ବସି ଏହାକୁ ଅନ୍ଲକ୍ କରିପାରିବେ। ଏଥିପାଇଁ ଆପଣଙ୍କୁ ଆଉ ସର୍ଭିସ୍ ସେଣ୍ଟର ଯିବାକୁ ପଡ଼ିବନି।
ରାସ୍ତାରେ ଏତେ ପାଣି ଜମିଛି ଯେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି। ବେଙ୍ଗାଲୁରୁ ସହରରେ ହୋଇଥିବା ଜଳବନ୍ଦୀ ସ୍ଥିତି ଯୋଗୁ ହଜାରେ କୋଟିର କ୍ଷତି ହୋଇଥିବା କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ କହିଛନ୍ତି।
ତିନି ପିଢ଼ିର ଗୁରୁମା ମାଳତୀ ଦାସ। ବାପପୁଅ ଆଉ ପୁଅର ପୁଅଝିଅଙ୍କୁ ମଧ୍ୟ ସେ ପାଠ ପଢ଼ାଇଛନ୍ତି। ଗୁହାଳ ପାଲଟି ଯାଇଥିବା ତାଙ୍କର ଘରଟି ମଧ୍ୟ ଆଗରୁ ଖୁବ୍ ଗହଗହ ଥିଲା।
ମୃତଦେହ ଉଦ୍ଧାର ହୋଇଥିବା ହଷ୍ଟେଲ୍ ରୁମ୍ରୁ ହାତଲେଖା ଚିଠି ମିଳିଛି। ଯେଉଁଥିରେ ଲେଖା ହୋଇଛି ଯେ, ‘ନିଦ ହେଉନଥିବାରୁ ବହୁତ କଷ୍ଟ ଲାଗୁଛି। ଭଗବାନ ମୋତେ ନେଇଯାଅ Sorry, Sorry।’