ଭୁବନେଶ୍ୱରର ସଫ୍ଟଓ୍ୱୟାର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ ଏବେ ସାମ୍ନାକୁ ଆସିଛି।
ସୋମବାର ରାତିରେ ଗୋଆରେ ହରିୟାଣାର ବିଜେପି ନେତ୍ରୀ ସୋନାଲି ଫୋଗଟ୍(୪୨)ଙ୍କ ମୃତ୍ୟୁ ହୋଇଥିଲା। ହାର୍ଟ ଆଟାକ୍ ଯୋଗୁ ତାଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ହସ୍ପିଟାଲ୍ରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଆଜି ସକାଳୁ ସକାଳୁ ପାଟନାରେ ମହାମେଣ୍ଟ ସରକାରରେ ଥିବା ରାଷ୍ଟ୍ରୀୟ ଜନତା ଦଳ RJDର ବିଧାନ ପରିଷଦ ସଦସ୍ୟ ସୁନୀଲ ସିଂଙ୍କ ଘରେ ସିବିଆଇ ରେଡ୍ ହୋଇଛି।
ବନ୍ୟା ପାଣିରେ ବୁଡ଼ି ରହିଛି ଘର, ଗାଁରେ ସୁଅ କାଟୁଛି ପାଣି।ଜୀବନକୁ ଯେନତେନ ପ୍ରକାରେ ଲୋକ ବଞ୍ଚାଇ ଦେଇଛନ୍ତି ହେଲେ ଏବେ କେମିତି ଚଳିବେ ସେନେଇ ଚିନ୍ତା ଘାରିଛି।
ଫ୍ଲୋର୍ ଟେଷ୍ଟ୍ ପୂର୍ବରୁ ବିହାରରେ ନୂଆ ରାଜନୈତିକ ଡ୍ରାମା ଆରମ୍ଭ ହୋଇଯାଇଛି। ପଦରୁ ଇସ୍ତଫା ଦେବାକୁ ସିଧା ସିଧା ବାଚସ୍ପତି ବିଜୟ ସିହ୍ନା ମନା କରି ଦେଇଛନ୍ତି।
ଯୁବତୀଙ୍କ ଅଭିଯୋଗ ଅନୁସାରେ, ଯବାନ ଜଣକ ତାଙ୍କୁ ବାହା ହେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ ପରେ ସେ ତାଙ୍କୁ ଧୋକା ଦେଇଥିଲେ।
ଆଭ୍ୟନ୍ତରୀଣ ସମେତ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ପଶ୍ଚିମ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଭୁବନେଶ୍ୱରର ସଫ୍ଟଓ୍ୱୟାର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ପରେ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି। କେଉଁ ପରିସ୍ଥିତିରେ ଶ୍ୱେତା ଆତ୍ମହତ୍ୟା କଲେ ? ଏହା ପଛର କାରଣ କ’ଣ ? ତାହା ଜଣାପଡ଼ିନାହିଁ।
ଜଣେ ମହିଳା ଅଭିଯୋଗ ଆଣିଛନ୍ତି ଯେ, ତାନ୍ତ୍ରିକଙ୍କ କଥାରେ ପଡ଼ି ସ୍ୱାମୀ ଓ ଶାଶୁ ଘର ଲୋକ ତାଙ୍କୁ ସର୍ବସମ୍ମୁଖରେ ଉଲଗ୍ନ ହୋଇ ସ୍ନାନ କରିବାକୁ ବାଧ୍ୟ କରିଥିଲେ। ସାଧାରଣ ସ୍ଥାନରେ ଥିବା ଝରଣାରେ ଉଳଗ୍ନ ହୋଇ ଗାଧୋଇଲେ ପୁତ୍ର ସନ୍ତାନ ପ୍ରାପ୍ତି ହେବ ବୋଲି ତାନ୍ତ୍ରିକ ଜଣକ ଆଶ୍ୱାସନା...
‘ସୌମ୍ୟଜିତ୍କୁ ତୁରନ୍ତ ଗିରଫ କରାଯାଉ। ସୌମ୍ୟଜିତ୍ ମୋ ଝିଅକୁ ଶାରୀରିକ, ମାନସିକ ଓ ଆର୍ଥିକ ଶୋଷଣ କରିଛି।’ ବୋଲି ଶ୍ୱେତାଙ୍କ ବାପା ଅଭିଯୋଗ ଆଣିଛନ୍ତି।
ରାତି ସାଢ଼େ ଗୋଟାଏ ପର୍ଯ୍ୟନ୍ତ ଶ୍ୱେତା ସୌମ୍ୟଙ୍କୁ ଫୋନ୍ କରିଥିଲେ। ମୋଟ୍ ୧୫ ଥର ଶ୍ୱେତା କଲ୍ କରିଥିଲେ। ହେଲେ ସୌମ୍ୟ, ଶ୍ୱେତାଙ୍କ କଲ୍ ରିସିଭ୍ କରିନଥିଲେ ବୋଲି ପୋଲିସ ସୂଚନା ଦେଇଛି।
ଶ୍ୱେତାଙ୍କ ବୟଫ୍ରେଣ୍ଡ୍ ସୌମ୍ୟଜିତ୍ଙ୍କ ଘର ଆଗର ସିସିଟିଭି ଫୁଟେଜ୍ ଓଟିଭି ହାତରେ ଲାଗିଛି। ଗତକାଲି ରାତି ୧୦ଟା ୧୭ ମିନିଟ୍ରେ ସୌମଜିତଙ୍କ ଘରୁ ୨ ଜଣ ବ୍ୟକ୍ତି ବାଇକ୍ରେ କୁଆଡ଼େ ବାହାରି ଯାଇଥିଲେ।
ଅଗଷ୍ଟ ୫ରେ ଶିଶୁକୁ ଅପହରଣ କରାଯାଇଥିଲା। ଏହାର କିଛିଦିନ ପରେ ଅର୍ଥାତ୍ ଅଗଷ୍ଟ ୧୮ରେ ଶିଶୁଟିର ମୃତଦେହ ଯମୁନା ନଦୀ କୂଳରୁ ଉଦ୍ଧାର ହେବାପରେ ପୁରା ଘଟଣା ସାମ୍ନାକୁ ଆସିଥିଲା।
ପ୍ରବଳ ବର୍ଷାରୁ ବନ୍ୟା ସ୍ଥିତି ପରେ ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ଚିକିତ୍ସାକେନ୍ଦ୍ର କ୍ୟାପିଟାଲ ହସ୍ପିଟାଲ୍ରେ ରୋଗୀ ସଂଖ୍ୟା ବୃଦ୍ଧି ପାଇଛି। ଏଭଳି ସ୍ଥିତିରେ ବାରଣ୍ଡାରେ ପଡ଼ି ହନ୍ତସନ୍ତ ହେଉଛନ୍ତି ରୋଗୀ।
ପ୍ରତିକୂଳ ପାଣିପାଗ ପାଇଁ ପାହାଡ଼ିଆ ଅଞ୍ଚଳରେ ବାୟୁସେନାର ଅପରେସନରେ ବାଧା ଉପୁଜିଥାଏ। ଏହି ସମୟରେ ସେନା ଅପରେସନର ନେତୃତ୍ୱ ଥାଏ ଇଣ୍ଡିଆନ୍ ଆର୍ମି ଆଭିଏସନ୍।
ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଆଉ ୨୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି।
ମାଲ୍ବାହୀ ଟ୍ରେନ୍ ଲାଇନ୍ଚ୍ୟୁତ ପରେ ଟ୍ରେନ୍ ଚଳାଚଳ ପ୍ରଭାବିତ ହୋଇଛି। ଆଜି ପାଇଁ ୬ଟି ଟ୍ରେନ୍କୁ ପୂର୍ବତଟ ରେଳ ବିଭାଗ ବାତିଲ୍ କରିଛି।
ISIS ଆତଙ୍କବାଦୀ ଜଣକ ତୁର୍କୀର ବୋଲି ଜଣାପଡ଼ିଛି। ତେବେ ନିର୍ଦ୍ଦିଷ୍ଟ ଭାବେ ଭାରତର କେଉଁ ବଡ଼ ନେତାଙ୍କୁ ISIS ଟାର୍ଗେଟ କରିଥିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।
ବର୍ଷ ବର୍ଷ ଧରି ଡେଲିଭରି ବୟ ଜଣକ ପରିଶ୍ରମ କରି ପାଖାପାଖି ୬୬ ହଜାର ଟଙ୍କା ସଞ୍ଚୟ କରିଥିଲେ। ତେବେ ବଡ଼ ରିସ୍କ ଉଠାଇ ଏହି ଟଙ୍କାକୁ ସେ କ୍ରିପ୍ଟୋକରେନ୍ସିରେ ନିବେଶ କରିଥିଲେ। ଆଉ ଏବେ ୨୮ ବର୍ଷ ବୟସରେ ସେ କୋଟିପତି ହୋଇଯାଇଛନ୍ତି।
ଦେଶରେ ଡିଜିଟାଲ୍ ପେମେଣ୍ଟକୁ ପ୍ରୋତ୍ସାହନ କରିବା ଲାଗି ସରକାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଡିଜିଟାଲ୍ ପେମେଣ୍ଟକୁ ଅଧିକ ପ୍ରୋତ୍ସାହନ ଦେବା ଲାଗି ମନ୍ତ୍ରାଳୟ ପକ୍ଷରୁ ଚଳିତ ବର୍ଷ ସହାୟତା ଘୋଷଣା କରାଯାଇଥିଲା।