ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି।
ଗତ ଶନିବାର ହସ୍ପିଟାଲ୍ ଛାତରୁ ଡେଇଁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ବେଳେ ଗତକାଲି ପୁଣି ଜଣେ ରୋଗୀ ଛାତରୁ ଡେଇଁ ପଡ଼ିଛନ୍ତି। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି।
ଜଳସ୍ତର ବି ଧୀରେ ଧୀରେ କମିବାରେ ଲାଗିଛି। ତଥାପି ସମସ୍ତେ ସତର୍କ ରହିବାକୁ SRC ପ୍ରଦୀପ ଜେନା କହିଛନ୍ତି। ମହାନଦୀରେ ଏଯାଏ ୬ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି।
ବିଶେଷ କରି ୧୮, ୧୯ ଏବଂ ୨୦ ତାରିଖ ତିନି ଦିନ ବର୍ଷିବ। ତେବେ ବର୍ଷାର ପରିମାଣ ୧୯ ତାରିଖରେ ଅଧିକ ରହିବ। ୧୮ ତାରିଖରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୫୦୦ ଟଙ୍କା ପାଇଁ ଆସାମର ଜଣେ ବ୍ୟକ୍ତି ନିଜ ଗାଁର ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣକ କଟା ମୁଣ୍ଡ ଧରି ୨୫ କି.ମି. ଚାଲି ଚାଲି ପୋଲିସ୍ ଷ୍ଟେସନରେ ପହଞ୍ଚି ଆତ୍ମସମର୍ପଣ କରିଥିଲେ।
୨୦୦ କୋଟି ଟଙ୍କା ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) ଜ୍ୟାକଲିନ୍ଙ୍କୁ ଅଭିଯୁକ୍ତ ଦର୍ଶାଇଛି। ଏହା ପୂର୍ବରୁ ଜ୍ୟାକଲିନ୍ଙ୍କ ୭ କୋଟି ୨୭ ଲକ୍ଷ ଟଙ୍କାର ସମ୍ପତ୍ତି ED ଜବତ କରିଥିଲା।
ବର୍ତ୍ତମାନ ହୀରାକୁଦ ଗେଟ୍ ଆଉ ଖୋଲିବା କି ବନ୍ଦ ନେଇ ନିଷ୍ପତ୍ତି ହୋଇନି। ସ୍ଥିତି ଦେଖିଲା ପରେ ଗେଟ୍ ବନ୍ଦ କି ଖୋଲାହେବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି।
ଜୁଆ ନଦୀରେ ଗଡ଼ସାନପୁଟର ଲୋକାପାଳ ଓ ହଳଦୀଆପଡ଼ାରେ ଯେଉଁ ଘାଇ ହୋଇଥିଲା, ତାହା ୧୦୦ ମିଟର ଚଉଡା ହେଲାଣି। ଅନେକ ଲୋକ ଗାଁ ଛାଡି ନିରାପଦ ସ୍ଥାନରେ ଆଶ୍ରୟ ନେଇଛନ୍ତି।
ଭୁବନେଶ୍ୱର ଉପକଣ୍ଠ ସୁନ୍ଦରପଦା ଅଞ୍ଚଳରେ ଦୟାନଦୀର ପଛୁଆ ପାଣି ପଶି ଯାଇଛି। ଫସି ରହିଥିବା ଲୋକମାନଙ୍କୁ ଓଡ୍ରାଫ୍ ଟିମ୍ ପକ୍ଷରୁ ଉଦ୍ଧାର କରାଯାଇଛି।
୩ ଦିନ ପୂର୍ବେ ବାପ, ପୁଅ ଛେଳି ଚରାଇବାକୁ ଯାଇଥିଲେ। ହଠାତ୍ ବନ୍ୟା ପାଣି ଆସିଯିବାରୁ ଉଭୟ ଫସି ଯାଇଥିଲେ।
ଆଗାମୀ ୨-୩ ଦିନ ବେଶ୍ ଗୁରୁତ୍ୱପୂର୍ଣ୍ଣ ରହିବ। ବିପଦ ସଙ୍କୁଳ ଅବସ୍ଥାରେ ଥିବା ଲୋକମାନଙ୍କୁ ଆବଶ୍ୟକ ରିଲିଫ୍ ଓ ମୌଳିକ ସୁବିଧା ଯୋଗାଇଦେବା ପାଇଁ କୁହାଯାଇଛି।
ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖରୁ ପୁଣି ବର୍ଷା ଆରମ୍ଭ ହେବ।
କମ୍ପାନୀ ପକ୍ଷରୁ ସାମଗ୍ରିକ ଭାବେ ସେଲ୍ସ ପ୍ରଡକ୍ଟିଭିଟି(ଉତ୍ପାଦନ)ର ସମୀକ୍ଷା କରାଯିବ। ଯଦି ଆସନ୍ତା ତ୍ରୈମାସିକ ଫଳାଫଳ ଭଲ ନଆସିବ, ତା’ହେଲେ କର୍ମଚାରୀଙ୍କ ପାଇଁ ଅଡୁଆ ବଢ଼ିପାରେ।
ଘରେ କେହି ନଥିବାବେଳେ ଶାଶୁ, ବୋହୂକୁ ହତ୍ୟା। ପୋଲିସ୍ ସୂଚନା ଅନୁସାରେ, ଘରୁ ଟଙ୍କା ଓ ସୁନା ଅଳଙ୍କାର ଗାଏବ ହୋଇଯାଇଛି।
ଆତଙ୍କବାଦୀମାନେ ପ୍ରଥମେ ୨ ଭାଇଙ୍କୁ ସେମାନଙ୍କର ନାଁ ପଚାରି ଥିଲେ। ଏହାପରେ ସେମାନଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଥିଲେ।
ବ୍ରେକ୍ ଫେଲ୍ ଯୋଗୁ ବସ୍ଟି ନଦୀକୁ ଖସି ପଡ଼ିଥିବା ସୂଚନା ମିଳିଛି। ଅମରନାଥ ଯାତ୍ରା ପାଇଁ ଯବାନମାନେ ଡ୍ୟୁଟିରେ ଯୋଗ ଦେବାକୁ ଯାଉଥିଲେ ବୋଲି ଜଣାପଡ଼ିଛି।
ହୀରାକୁଦ ଡ୍ୟାମ୍ରେ ଜଳସ୍ତର ୬୨୫ ଫୁଟ୍ ଟପିଛି। ଡ୍ୟାମ୍କୁ ବନ୍ୟାଜଳ ପ୍ରବେଶ ବଢ଼ୁଥିବାରୁ ଜଳସ୍ତର ବଢ଼ିବାରେ ଲାଗିଛି।
ଆସନ୍ତା ୩ ଘଣ୍ଟା ମଧ୍ୟରେ ପିକ୍ ଛୁଇଁବ ବନ୍ୟା। ଏନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି।
ରାସ୍ତା ଉପରେ ପାଣିର ସୁଅ ଛୁଟୁଥିବା ବେଳେ ଏହା ଜାଣି ନପାରି ଗାଡ଼ି ଚାଳକ ଗାଡ଼ି ଆଗକୁ ଚଲାଇଥିଲେ। ଫଳରେ ଗାଡ଼ିଟି ପାଣିରେ ଭାସି ଯାଇଥିଲା।
ଭୁବନେଶ୍ୱରରେ ମହିଳା ଫୁଟବଲ୍ ବିଶ୍ୱକପ୍ ଆୟୋଜନ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଅଲ୍ ଇଣ୍ଡିଆ ଫୁଟବଲ୍ ଫେଡେରେସନ ସସ୍ପେଣ୍ଡ୍ ହେବାରୁ ଏହି ଆଶଙ୍କା ସୃଷ୍ଟି ହୋଇଛି।